Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

  • ନିଶ୍ଚିତ ଭାବରେ ତାମିଲନାଡୁର ...

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ...

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

Home ›› ››ଜେଲ୍‌ରେ ୭୦ ବର୍ଷୀୟ କଏଦୀର ମୃତ୍ୟୁ

ଜେଲ୍‌ରେ ୭୦ ବର୍ଷୀୟ କଏଦୀର ମୃତ୍ୟୁ

2025-01-12 19:45:15
13968
Share:
Facebook
Twitter
E-Mail
WhatsApp
Telegram
ଜେଲ୍‌ରେ ୭୦ ବର୍ଷୀୟ କଏଦୀର ମୃତ୍ୟୁ

ବାଲେଶ୍ୱର ଜେଲ୍ ହାଜତରେ ଜଣେ ୭୦ ବର୍ଷୀୟ ବିଚାରାଧୀନ କଏଦୀଙ୍କର ରବିବାର ମୃତ୍ୟୁ ହୋଇଛି । ମୃତକ ହେଲେ ସଦର ଥାନା ଅଧୀନ ଜୟଦେବକସବା ଗ୍ରାମର ଏସ୍‌କେ ଜମାଲ । ଏକ ମାମଲାରେ ସଦର ଥାନା ପୁଲିସ୍ ଜମାଲଙ୍କୁ ଗତ ୪ ତାରିଖରେ ଗିରଫ କରିଥିଲା । ତାଙ୍କର ଜାମିନ୍ ନାମଞ୍ଜୁର ହେବାରୁ ଜେଲ୍ ହାଜତ ଯାଇଥିଲେ । ଗତ ୫ ତାରିଖ ତାଙ୍କର ଦେହ ଅସୁସ୍ଥ ହୋଇଥିଲା । ଜେଲ୍ ପକ୍ଷରୁ ତାଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ସୁସ୍ଥ ହେବା ପରେ ପୁନଶ୍ଚ ୭ ତାରିଖରେ ଜେଲ୍ ହାଜତକୁ ଅଣାଯାଇଥିଲା । ରବିବାର ତାଙ୍କର ଦେହ ପୁଣି ଅସୁସ୍ଥ ହୋଇଥିଲା । ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା ।

ଜଲାଲଙ୍କ ଏଭଳି ମୃତ୍ୟୁ ପାଇଁ ପରିବାର ଲୋକ ଜେଲ୍ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି । ପରିବାର ଲୋକଙ୍କ ଅଭିଯୋଗ ଯେ, ଜଲାଲଙ୍କ ମଧୁମେହ ସହ ଅନ୍ୟ ରୋଗ ଥିଲା । ଦେହ ଖରାପ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସମ୍ପୂର୍ଣ୍ଣ ସୁସ୍ଥ ନ ହେବା ସତ୍ତ୍ୱେ ତାଙ୍କୁ ପୁଣି ଜେଲ୍ ନେଇଗଲେ । ସେଠାରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଉପରେ ଗୁରୁତ୍ୱ ଦିଆଗଲାନି । ତାଙ୍କ ଅବସ୍ଥା ଗୁରୁତର ହେବାରୁ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଯଦି ଜେଲ୍ କର୍ତ୍ତୃପକ୍ଷ ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଗୁରୁତ୍ୱ ଦେଇଥାନ୍ତେ³ ତେବେ ଏଭଳି ଅଘଟଣ ଘଟି ନ ଥାନ୍ତା ବୋଲି ସେମାନେ କହିଛନ୍ତି ।

କେବଳ ସେତିକି ନୁହେଁ ତଦନ୍ତ ଆଳରେ ଜେଲ୍‌ରେ ଜମାଲଙ୍କୁ ଶାରୀରିକ, ମାନସିକ ନିର୍ଯାତନା ଦିଆଯାଉଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଏଥିସହ ଚିକିତ୍ସାରେ ଅବହେଳାରୁ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି । ଘଟଣାର ପ୍ରକୃତ ତଦନ୍ତ କରିବା ସହ ନ୍ୟାୟ ପ୍ରଦାନ ପାଇଁ ସେମାନେ ଦାବି କରିଛନ୍ତି ।


Powered by Froala Editor

Tags jail

Related articles Odisha News Lens 4.1

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14814
    Feb 27, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    14032
    Feb 26, 2026
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍
    ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14774
    Feb 28, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ
    ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15373
    Feb 27, 2026
  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !
    ଦେଶ-ଦେଶାନ୍ତର

    ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15529
    Feb 28, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14305
    Feb 28, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13701
    Feb 27, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14580
    Feb 26, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14204
    Feb 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15373
    Feb 27, 2026
  • ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14774
    Feb 28, 2026
  • ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14305
    Feb 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17355
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17424
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17770
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16243
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14305
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14204
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14272
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15416
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15929
    Feb 23, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15121
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14972
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14485
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16101
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13701
    Feb 27, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15373
    Feb 27, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14305
    Feb 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In