Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ...

  • ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ

  • କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

  • ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଆରମ୍ଭ

  • ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ...

  • ଏଆଇ ଟୁଲ୍ ବାବଦରେ ଅପଗ୍ରେଡ୍ ନହେଲେ ...

  • ବିନା ପ୍ରେସକ୍ରିପସନରେ ମିଳିବନି କଫ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

ରାଜ୍ୟ
Home ›› ରାଜ୍ୟ ›› ୧ ଲକ୍ଷ କ୍ଷତିଗ୍ରସ୍ତ ଚାଷୀଙ୍କ ବ୍ୟାଙ୍କ ଖାତାକୁ ପ୍ରଦାନ କରାଗଲା ୨୧.୯୬ କୋଟି

୧ ଲକ୍ଷ କ୍ଷତିଗ୍ରସ୍ତ ଚାଷୀଙ୍କ ବ୍ୟାଙ୍କ ଖାତାକୁ ପ୍ରଦାନ କରାଗଲା ୨୧.୯୬ କୋଟି

2025-01-14 06:24:31
13566
Share:
Facebook
Twitter
E-Mail
WhatsApp
Telegram
 ୧ ଲକ୍ଷ କ୍ଷତିଗ୍ରସ୍ତ ଚାଷୀଙ୍କ ବ୍ୟାଙ୍କ ଖାତାକୁ ପ୍ରଦାନ କରାଗଲା ୨୧.୯୬ କୋଟି

ଭୁବନେଶ୍ବର: ଅଦିନିଆ ବର୍ଷା ପାଇଁ ରାଜ୍ୟରେ କ୍ଷତିଗ୍ରସ୍ତ ହୋଇଥିବା ଫସଲର କ୍ଷୟକ୍ଷତି ଆକଳନ କାମ ଶେଷ ହୋଇଛି। ଆଜି ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ୍‌ରେ ଚାଷୀଙ୍କୁ ମୋଟ ୨୧ କୋଟି ୯୬ ଲକ୍ଷ ଟଙ୍କା କ୍ଷତିପୂରଣ ସେମାନଙ୍କ ବ୍ୟାଙ୍କ ଖାତାକୁ ପ୍ରଦାନ କରାଯାଇଛି। ବୀମା କମ୍ପାନିମାନଙ୍କ ପକ୍ଷରୁ ଏହି କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ଜାରି ରହିଛି। ଗତ ଡିସେମ୍ବର ମାସରେ ଦୁଇ ଥର ଅଦିନିଆ ବର୍ଷା ଯୋଗୁଁ  ରାଜ୍ୟରେ ଅମଳ ହୋଇ ସାରି ଜମିରେ ଥିବା ଧାନ ଫସଲର ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏଥିପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜୀକୃତ ଚାଷୀମାନଙ୍କୁ କ୍ଷତିପୂରଣ ପ୍ରଦାନ ପାଇଁ ୭୨ ଘଣ୍ଟା ମଧ୍ୟରେ ଫସଲ ବୀମା ପୋର୍ଟାଲରେ କ୍ଷୟକ୍ଷତିର ସୂଚନା ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଥିଲା। କେନ୍ଦ୍ର ସରକାରଙ୍କ ଅନୁମତି କ୍ରମେ ନିର୍ଦ୍ଧାରିତ ସମୟ ମଧ୍ୟରେ ସୂଚନା ପ୍ରଦାନ କରି ନ ଥିବା ଚାଷୀମାନଙ୍କୁ ସୂଚନା ପ୍ରଦାନ ନିମନ୍ତେ ପୁନର୍ବାର ଆଉ ୩ଦିନ ସୁଯୋଗ ଦିଆଯାଇଥିଲା।
ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାଭୁକ୍ତ ହୋଇଥିବା ପଞ୍ଜୀକୃତ ଚାଷୀ ଫସଲବୀମା ପୋର୍ଟାଲରେ ମୋଟ ୨,୦୦,୭୨୯ଟି ପ୍ଲଟ୍‌ରେ କ୍ଷତି ହୋଇଥିବାର ଆବେଦନ କରିଥିଲେ। ତହିଁରୁ ଗଞ୍ଜାମରେ ସର୍ବାଧିକ ୪୭ହଜାର ୯୬୯ ସଂଖ୍ୟକ ଆବେଦନ ପତ୍ର ମିଳିଥିବା ବେଳେ ଗଜପତି, ପୁରୀ, କେନ୍ଦ୍ରାପଡ଼ା, ନୟାଗଡ଼, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରୁ ୧ଲକ୍ଷ ୬୨ହଜାର ୯୭୨ ସଂଖ୍ୟକ ଆବେଦନ ପତ୍ର ମିଳିଥିଲା। ତୁରନ୍ତ କ୍ଷେତ୍ରୀୟ ସ୍ତରରେ ଫସଲ କ୍ଷତି ଆକଳନ କାର୍ୟ୍ୟ ତୁରନ୍ତ ଶେଷ କରିବା ପାଇଁ ୪ଟି ବୀମା କମ୍ପାନିଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ନିର୍ଦ୍ଦେଶ ଦିଆଯାଇଥିଲା। ବୀମା କମ୍ପାନି ପକ୍ଷରୁ ଅମଳ ପରବର୍ତ୍ତୀ ଫସଲ କ୍ଷୟକ୍ଷତି ଆକଳନ କାର୍ୟ୍ୟ ସମ୍ପୂର୍ଣ୍ଣ କରାଯାଇ କ୍ଷତିପୂରଣ ପ୍ରଦାନ କରାଯାଉଛି। ରାଜ୍ୟ ସରକାରଙ୍କ କୃଷି ଓ ସମବାୟ ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀମାନେ ଏହାର ତଦାରଖ ଓ ସମୀକ୍ଷା କରୁଛନ୍ତି।

Powered by Froala Editor

Tags Farmer

Related articles Odisha News Lens 4.1

  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ...
    ବାଣିଜ୍ୟ

    ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ...

    15369
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13574
    Jun 16, 2026
  • ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ମୋଦୀଙ୍କ କାନ୍ଧ ଥାପୁଡ଼େଇଲେ ଟ୍ରମ୍ପ

    13643
    Jun 17, 2026
  • ଏଆଇ ଟୁଲ୍ ବାବଦରେ ଅପଗ୍ରେଡ୍ ନହେଲେ ଚାଲିଯିବ ଚାକିରି
    ଦେଶ-ଦେଶାନ୍ତର

    ଏଆଇ ଟୁଲ୍ ବାବଦରେ ଅପଗ୍ରେଡ୍ ନହେଲେ ଚାଲିଯିବ ଚାକିରି

    15112
    Jun 17, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15522
    Jun 16, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15250
    Jun 16, 2026
  • ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍ ହେବ
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍ ହେବ

    14980
    Jun 17, 2026
  • କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!
    ଦେଶ-ଦେଶାନ୍ତର

    କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

    14022
    Jun 17, 2026
  • ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଆରମ୍ଭ
    ଦେଶ-ଦେଶାନ୍ତର

    ଫ୍ରାନ୍ସରେ ଜି-୭ ଶିଖର ସମ୍ମିଳନୀ ଆରମ୍ଭ

    14558
    Jun 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ...

    15369
    Jun 17, 2026
  • ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15250
    Jun 16, 2026
  • ଦେଶ-ଦେଶାନ୍ତର

    ଏଆଇ ଟୁଲ୍ ବାବଦରେ ଅପଗ୍ରେଡ୍ ନହେଲେ ଚାଲିଯିବ ଚାକିରି

    15112
    Jun 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16931
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17548
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17597
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17993
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14772
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14377
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15063
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13663
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15548
    Jun 09, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13574
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14858
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15472
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15221
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13574
    Jun 16, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15250
    Jun 16, 2026
  • ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

    15068
    Jun 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In