Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ...

  • ଆହୁରି ୭ ଦିନ ହେବ ଭୟଙ୍କର ଗରମ

  • ବିଜୟ ସରକାରଙ୍କ ଠାରୁ ସମର୍ଥନ ...

  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ...

  • ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ...

  • ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବନିମ୍ନ ...

  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ...

  • ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ

  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

ବିଶେଷ
Home ›› ବିଶେଷ ››ଶୀତଦିନେ ଫ୍ଲାକ୍ସ ସିଡ୍‌ ଖାଇଲେ ଦୂର ହୋଇଥାଏ ଅନେକ ସ୍ବାସ୍ଥ୍ୟ ସମସ୍ୟା

ଶୀତଦିନେ ଫ୍ଲାକ୍ସ ସିଡ୍‌ ଖାଇଲେ ଦୂର ହୋଇଥାଏ ଅନେକ ସ୍ବାସ୍ଥ୍ୟ ସମସ୍ୟା

2025-01-15 00:36:12
15873
Share:
Facebook
Twitter
E-Mail
WhatsApp
Telegram
ଶୀତଦିନେ ଫ୍ଲାକ୍ସ ସିଡ୍‌ ଖାଇଲେ ଦୂର ହୋଇଥାଏ ଅନେକ ସ୍ବାସ୍ଥ୍ୟ ସମସ୍ୟା

ଫ୍ଲାକ୍ସ ସିଡ୍‌ ବା ଅଳସୀ ମଞ୍ଜିରେ ଭରିରହିଛି ଅନେକ ପୋଷକ ତତ୍ତ୍ୱ। ଏହାକୁ ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କଲେ, ବିଶେଷ କରି ଶୀତଦିନେ ଏହାକୁ ଖାଇଲେ ଥଣ୍ଡା, କାଶ, ଫ୍ଲୁ ଭଳି ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଦୂର ହୋଇଥାଏ। ଜାଣିବା ଏହା ସମ୍ପର୍କରେ…

ଏହା ପୃଥିବୀର ସବୁଠୁ ପୁରୁଣା ଶସ୍ୟ ଭିତରୁ ଗୋଟିଏ। ବ୍ରାଉନ୍‌ ଏବଂ ଗୋଲ୍ଡେନ୍‌ ଦୁଇଟି ରଙ୍ଗରେ ମିଳୁଥିବା ଏହି ଶସ୍ୟରେ ଭରି ରହିଛି ପ୍ରୋଟିନ୍‌, ଫାଇବର୍‌, ଓମେଗା-୩ ଫ୍ୟାଟି ଏସିଡ୍‌, ଭିଟାମିନ୍‌ ଏବଂ ମିନେରାଲ୍‌ ଭଳି ବିଭିନ୍ନ ପ୍ରକାରର ପୋଷକ ତତ୍ତ୍ୱ ପ୍ରଚୁର ପରିମାଣରେ ଭରିରହିଛି।
ଏହାକୁ ପ୍ରତିଦିନ ଖାଇଲେ ମେଦବହୁଳତା ଏବଂ ମଧୁମେହ ରୋଗ ହେବାକୁ ଦିଏ ନାହିଁ।
ଏଥିରେ ଅଧିକ ପରିମାଣରେ ଲିଗ୍‌ନାନ୍‌ସ୍‌ ରହିଛି ଯାହାକି କ୍ୟାନ୍ସର ଭଳି ମାରାତ୍ମକ ରୋଗଠାରୁ ଦୂରେଇ ରଖିବାରେ ସାହାଯ୍ୟ କରିଥାଏ। ଅନ୍ୟ ଖାଦ୍ୟ ତୁଳନାରେ ଏହା ୭୫-୮୦୦ ଗୁଣ ଅଧିକ ଲିଗ୍‌ନାନ୍‌ସ୍‌ ଶରୀରକୁ ଯୋଗାଇଥାଏ। ଯାହାକି ଶରୀରରେ ଥିବା ଫ୍ୟାଟ୍‌କୁ କମ୍‌ କରିବାରେ ସାହାଯ୍ୟ କରିଥାଏ।
ଏଥିରେ ଆଣ୍ଟିଇନ୍‌ଫ୍ଲାମେଟାରି ଗୁଣ ରହିଛି ଯାହାକି ଶୀତଦିନେ ଉପୁଜୁଥିବା ଆଣ୍ଠୁଗଣ୍ଠି ବିନ୍ଧା ଭଳି ସମସ୍ୟାଠୁ ଦୂରେଇ ରଖିଥାଏ।
ଶୀତଦିନେ ଅନେକଙ୍କଠାରେ ବଦହଜମି କିମ୍ବା କୋଷ୍ଟକାଠିନ୍ୟ ଭଳି ସମସ୍ୟା ଦେଖାଦେଇଥାଏ। ଫ୍ଲାକ୍‌ ସିଡ୍‌ରେ ଅଧିକ ପରିମାଣରେ ଫାଇବର ଥିବାରୁ ଏହାକୁ ଖାଇଲେ ହଜମଜନିତ ସମସ୍ତ ସମସ୍ୟା ଦୂର ହୋଇଥାଏ।
ଏହା ଶୀତଦିନେ ହେଉଥିବା କାଶ, ଗଳା ଯନ୍ତ୍ରଣା ଆଦିକୁ ଦୂର କରିବାରେ ସାହାଯ୍ୟ କରିଥାଏ।

Powered by Froala Editor

Tags Flaks seed

Related articles Odisha News Lens 4.1

  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି
    ଦେଶ-ଦେଶାନ୍ତର

    ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    14838
    May 20, 2026
  • ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବନିମ୍ନ ସ୍ତରସ୍ତରରେ
    ଦେଶ-ଦେଶାନ୍ତର

    ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବନିମ୍ନ ସ୍ତରସ୍ତରରେ

    15325
    May 20, 2026
  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...
    ଅପରାଧ

    ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...

    15446
    May 20, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ
    ବିଶେଷ

    ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    13886
    May 20, 2026
  • ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)
    ରାଜନୀତି

    ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

    13495
    May 20, 2026
  • ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ବଚ୍ଚନ
    ମନୋରଞ୍ଜନ

    ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ବଚ୍ଚନ

    14907
    May 20, 2026
  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

    15757
    May 19, 2026
  • ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ
    ଦେଶ-ଦେଶାନ୍ତର

    ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ

    14932
    May 19, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14528
    May 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ

    14932
    May 19, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14528
    May 20, 2026
  • ମନୋରଞ୍ଜନ

    ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ବଚ୍ଚନ

    14907
    May 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16866
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17481
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17533
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17918
    Sep 06, 2023

ବିଶେଷ

  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    13886
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14257
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15449
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15059
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15560
    May 14, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15409
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15147
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15640
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13971
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14528
    May 20, 2026
  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ଗଞ୍ଜେଇ ଟାଣୁଥିଲା

    15446
    May 20, 2026
  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

    15757
    May 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In