Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

  • ନିଶ୍ଚିତ ଭାବରେ ତାମିଲନାଡୁର ...

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ...

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

Home ›› ››ଆଗାମୀ ଦିନରେ ଏପରି କଲେ କଡ଼ା କାର୍ୟ୍ୟନୁଷ୍ଠାନ: ଆଇନମନ୍ତ୍ରୀ

ଆଗାମୀ ଦିନରେ ଏପରି କଲେ କଡ଼ା କାର୍ୟ୍ୟନୁଷ୍ଠାନ: ଆଇନମନ୍ତ୍ରୀ

2025-01-15 11:03:23
14800
Share:
Facebook
Twitter
E-Mail
WhatsApp
Telegram
ଆଗାମୀ ଦିନରେ ଏପରି କଲେ କଡ଼ା କାର୍ୟ୍ୟନୁଷ୍ଠାନ: ଆଇନମନ୍ତ୍ରୀ

ଭୁବନେଶ୍ୱର:  ୩ ଦିନ ହେଲାଣି ଉପାସରେ ରହିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସୋମବାରଠାରୁ ବୁଧବାର ସକାଳ ସୁଦ୍ଧା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଥିବା ସୂଚନା ମିଳିଛି।  ଶ୍ରୀଲିଙ୍ଗରାଜ ମନ୍ଦିର ସେବାୟତ ବିବାଦକୁ ନେଇ ଆଇନମନ୍ତ୍ରୀ କହିଛନ୍ତି, ନୀତିକାନ୍ତି ବନ୍ଦ ରହିବା ଦୁର୍ଭାଗ୍ୟଜନକ। ବିବାଦ ଭିତରେ ଠାକୁରଙ୍କ ନିତିକାନ୍ତି ବନ୍ଦ ହେବା ଭୁଲ । ଆଇନ ମନ୍ତ୍ରୀ କହିଛନ୍ତି ଯେ ଆଗାମୀ ଦିନରେ ଏପରି କଲେ କଡ଼ା କାର୍ୟ୍ୟନୁଷ୍ଠାନ ନେବେ ସରକାର । ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ ସିଧାସଳଖ ଭାବେ କୌଣସି ବି ଜାଗାରେ ଠାକୁରଙ୍କ ନିତିକାନ୍ତିରେ ବ୍ୟାଘାତ ଘଟିଲେ ସରକାର ଏହାକୁ ଗୁରୁତର ସହକାରେ ଦେଖିବେ। ଅଯୌତିକ ଭାବେ ନିତିକାନ୍ତି ବନ୍ଦ ହୋଇଥିଲେ ସଂପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କଠୋର ପଦକ୍ଷେପ ନେବେ ସରକାର। ଏହି ଘଟଣା ଏକ ଛୋଟ ସମସ୍ୟାକୁ ନେଇ ଘଟିଛି। ସେ ବାବଦରେ ଅନେକ କଥା ତର୍ଜମା ହୋଇଛି ।
ଆଜି ଏହି କାରଣରୁ ଟ୍ରଷ୍ଟ ବୋର୍ଡର ଏକ ଜରୁରକାଳୀନ ବୈଠକ ଅପରାହ୍ନରେ ଡକାଯାଇଛି । ଟ୍ରଷ୍ଟ ବୋର୍ଡ ସମସ୍ତ ସେବାୟତ ବନ୍ଧୁଙ୍କୁ ଅନୁରୋଧ କରିବ ତୁରନ୍ତ ସେବା ପୂଜାକୁ ଆରମ୍ଭ କରନ୍ତୁ । କୌଣସି ସମୟରେ ଯେପରି ନୀତିକାନ୍ତି ବନ୍ଦ ପରି ଅଯୌତିକ କଥା ନ ହେଉ ସେଥିପାଇଁ ଟ୍ରଷ୍ଟ ବୋର୍ଡ ଏକ ଦୃଢ଼ ନିଷ୍ପତ୍ତି ନେବେ। ଛତିଶା ପାଟକଙ୍କୁ ଏନେଇ ଜଣେଇ ଦିଆଯିବ। ଯେଉଁ ଗୋଟିଏ ସମସ୍ୟା ଥିଲା ସେବା ପୂଜାର ସତ୍ତ୍ଵଲିପିର ଆଇନଗତ ଦିଗରେ ସମସ୍ୟା ରହିଛି। ଏଥି ପାଇଁ ଖୁବ୍ ଶୀଘ୍ର ଅବସରପ୍ରାପ୍ତ ହାଇକୋର୍ଟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକକ ସଦସ୍ୟ ବିଶିଷ୍ଟ କମିଶନ ସ୍ଥାପନ କରାଯିବ ଏହାପରେ କମିଶନ ବିଭିନ୍ନ ନିଯୋଗ ସହ ସେ କଥା ହେବେ। ସେମାନଙ୍କ ଠାରୁ ତଥ୍ୟ ସଂଗ୍ରହ ସହ ଯାହା ତଥ୍ୟ ପୂର୍ବରୁ ଅଛି ତର୍ଜମା କରିବା ପରେ କିଏ କେଉଁ ସେବା କରୁଥିଲେ ତାକୁ ନେଇ ୨ ମାସ ଭିତରେ ସମ୍ପୂର୍ଣ ଡ୍ରାଫ୍ଟ ଦେବେ।
ରେକର୍ଡ ଅଫ୍ ରାଇଟ ଲାଗୁ କରିବା ପାଇଁ ଯେଉଁ ପ୍ରକ୍ରିୟା ତାହା ଦେବୋତ୍ତର ବିଭାଗ ଦେଖିବ। ଏହା ଲାଗୁ ହେବା ପରେ ସତ୍ତ୍ଵଲିପି ନେଇ ସେବାୟତ ଗୋଷ୍ଠୀ ଭିତରେ ଆଗାମୀ ଦିନରେ ସମସ୍ୟା ରହିବ ନାହିଁ। ଆମେ ସ୍ଥାୟୀ ସମାଧାନ ଚେଷ୍ଟା କରୁଛୁ। ଗୋଟିଏ କଥା ସ୍ପଷ୍ଟ ଯେଉଁମାନେ ଆସିଥିଲେ ଓ ଯେଉଁମାନେ ନ ଆସିଥିଲେ ସମସ୍ତଙ୍କୁ ଅନୁରୋଧ କୌଣସି ବି କଥାରେ ଯଦି ସମସ୍ୟା ହେଉଛି ଟ୍ରଷ୍ଟ ବୋର୍ଡକୁ ଜଣାନ୍ତୁ । କିନ୍ତୁ ସେହିଆଳରେ ସେବାପୂଜା ବନ୍ଦ ହେବାକୁ ଗ୍ରହଣ କରିବେନି ସରକାର। ସେଥିରେ ଦରକାର ପଡ଼ିଲେ କଠୋର ପଦକ୍ଷେପ ନିଆଯିବ । ଆଜିଠାରୁ ସତ୍ତ୍ଵଲିପିର ପୁନର୍ବିନ୍ୟାସ ନ ହେବା ଯାଏଁ ସେବା ପୂଜାରେ କୌଣସି ବ୍ୟାଘାତ ନ କରନ୍ତୁ ଏଥିପାଇଁ ସରକାର ଅନୁରୋଧ ସହ ଚେତାବନୀ ଦେଉଛନ୍ତି। ଖୁବ୍ ଶୀଘ୍ର ନିତିକାନ୍ତି ସ୍ଵାଭାବିକ ହେବ। ଟ୍ରଷ୍ଟ ବୋର୍ଡ ମିଟିଂ ସରିବା ପରେ ସେବାପୂଜା ସ୍ଵାଭାବିକ ହେବା ଦାୟିତ୍ଵ ନିଆଯାଇଛି। ସେବାୟତ ବନ୍ଧୁ ସହଯୋଗ କରିବେ।

Powered by Froala Editor

Tags Lingaraj tempel

Related articles Odisha News Lens 4.1

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14191
    Feb 27, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14567
    Feb 26, 2026
  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14799
    Feb 27, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    14019
    Feb 26, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14291
    Feb 28, 2026
  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !
    ଦେଶ-ଦେଶାନ୍ତର

    ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15516
    Feb 28, 2026
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍
    ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14760
    Feb 28, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ
    ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15360
    Feb 27, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13688
    Feb 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    14019
    Feb 26, 2026
  • ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14567
    Feb 26, 2026
  • ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15360
    Feb 27, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17355
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17424
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17770
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16243
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14291
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14191
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14259
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15415
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15928
    Feb 23, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15121
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14972
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14485
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16101
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14291
    Feb 28, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14567
    Feb 26, 2026
  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15516
    Feb 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In