Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

Home ›› ››ରିଜର୍ଭ ବ୍ୟାଙ୍କ ବଦଳାଇଲା ନିୟମ, ଜାଣି ରଖନ୍ତୁ

ରିଜର୍ଭ ବ୍ୟାଙ୍କ ବଦଳାଇଲା ନିୟମ, ଜାଣି ରଖନ୍ତୁ

2021-07-04 07:08:50
14759
Share:
Facebook
Twitter
E-Mail
WhatsApp
Telegram
ରିଜର୍ଭ ବ୍ୟାଙ୍କ ବଦଳାଇଲା ନିୟମ, ଜାଣି ରଖନ୍ତୁ

ମୁମ୍ବାଇ : ଭାରତୀୟ ରିଜର୍ଭ ବ୍ୟାଙ୍କ ଗ୍ରାହକଙ୍କ ପାଇଁ ମିଆଦୀ ଜମା ବା ଫିକ୍ସଡ ଡିପୋଜିଟ୍ ଉପରେ ସୁଧ ହାର ନିୟମକୁ ବଦଳାଇ ଦେଇଛି । ଏହାଫଳରେ ଯେଉଁ ଅବଧି ପାଇଁ ଆପଣ ବ୍ୟାଙ୍କରେ ଟଙ୍କା ଜମା ରଖିଛନ୍ତି ତାହା ପରେ ଯଦି ଟଙ୍କା ନଉଠାଇବେ ତାହେଲେ ସେହି ରାଶି ଉପରେ କମ ସୁଧ ମିଳିବ । ସଞ୍ଚୟ ଜମା ଉପରେ ବ୍ୟାଙ୍କ ଗୁଡ଼ିକ ପ୍ରଦାନ କରୁଥିବା ସୁଧ କିମ୍ବା ମିଆଦୀ ଜମା ଉପରେ ମିଳୁଥିବା ସୁଧ (ଯେଉଁଟି କମ୍) ତାହା ଗ୍ରାହକଙ୍କୁ ପ୍ରଦାନ କରାଯିବ । ରିଜର୍ଭ ବ୍ୟାଙ୍କ ପକ୍ଷରୁ ଏ ନେଇ ଶୁକ୍ରବାର ଏକ ସର୍କୁଲାର ଜାରି କରାଯାଇଛି । ନୂଆ ନିୟମ ସବୁ ବାଣିଜି୍ୟକ ବ୍ୟାଙ୍କ, ସ୍ମଲ ଫାଇନାନ୍ସ ବ୍ୟାଙ୍କ, ଅର୍ବାନ କୋଅପରେଟିଭ ବ୍ୟାଙ୍କ, ଲୋକାଲ ଏରିଆ ବ୍ୟାଙ୍କ, ଷ୍ଟେଟ କୋଅପରେଟିକ ବ୍ୟାଙ୍କ ଏବଂ ଜିଲ୍ଲା ସେଣ୍ଟ୍ରାଲ କୋଅପରେଟିଭ ବ୍ୟାଙ୍କ ଗୁଡ଼ିକ ପାଇଁ ଲାଗୁ ହେବ । ଉଦାହରଣ ସ୍ୱରୂପ ଆପଣଙ୍କ ମିଆଦୀ ଜମାର ଅବଧି ଆସନ୍ତା ୧୦ ତାରିଖରେ ଶେଷ ହେବ । ତେଣୁ ଏହି ଅବଧି ପରେ ଆପଣଙ୍କୁ ଟଙ୍କା ଉଠାଇବାକୁ ପଡ଼ିବ । ନଚେତ ଆପଣ କ୍ଷତି ସହିପାରନ୍ତି । ସାଧାରଣତଃ ସଞ୍ଚୟ ଜମା ଉପରେ ବ୍ୟାଙ୍କ ଗୁଡ଼ିକ ମିଆଦୀ ଜମା ତୁଳନାରେ କମ୍ ସୁଧ ଦେଇଥାନ୍ତି । ତେଣୁ ମିଆଦୀ ଜମା ଉପରେ ସଞ୍ଚୟ ଜମା ହାରରେ ସୁଧ ମିଳିବ । ତେଣୁ ମିଆଦୀ ଜମା ଉପରେ ଅଧିକ ସୁଧ ପାଇବା ପାଇଁ ହେଲେ ଅବଧି ସରିବା ପରେ ବ୍ୟାଙ୍କ ଯାଇ ଗ୍ରାହକମାନେ ତାହାର ନବୀକରଣ କରାଇ ନେବା ଆବଶ୍ୟକ । ଅଧିକାଂଶ ବ୍ୟକ୍ତି ମିଆଦୀ ଜମାକୁ ପସନ୍ଦ କରନ୍ତି ।

Powered by Froala Editor

Tags Rbi

Related articles Odisha News Lens 4.1

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13510
    Jul 08, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    15146
    Jul 07, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13837
    Jul 07, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14469
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13672
    Jul 07, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14488
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15576
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15266
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14602
    Jul 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14488
    Jul 08, 2026
  • ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13837
    Jul 07, 2026
  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15266
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15251
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15569
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15375
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15240
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14664
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14926
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14488
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    14142
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15576
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In