Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

  • ନିଶ୍ଚିତ ଭାବରେ ତାମିଲନାଡୁର ...

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ...

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

Home ›› ››ଗଜପତି ମହାରାଜାଙ୍କ ହେଲା ପୁଷ୍ୟାଭିଷେକ ନୀତି

ଗଜପତି ମହାରାଜାଙ୍କ ହେଲା ପୁଷ୍ୟାଭିଷେକ ନୀତି

2025-01-16 06:43:38
13406
Share:
Facebook
Twitter
E-Mail
WhatsApp
Telegram
ଗଜପତି ମହାରାଜାଙ୍କ ହେଲା ପୁଷ୍ୟାଭିଷେକ ନୀତି

ପୁରୀ : ବୁଧବାର ଶ୍ରୀନଅରରେ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ଅନୁଷ୍ଠିତ ହୋଇଛି। ରାଜପୋଷାକରେ ରାଜ ସିଂହାସନ ଆରୋହଣ କରିଛନ୍ତି ଗଜପତି ମହାରାଜ। ପରମ୍ପରା ଅନୁଯାୟୀ, ପଇତାଲାଗି, ଦେବାର୍ଚ୍ଚନ, ମଙ୍ଗଳାର୍ପଣ ଏବଂ ଇଷ୍ଟଦେବୀଙ୍କୁ ପୂଜା ପରେ ପୁଷ୍ୟାଭିଷେକ ନୀତି ହୋଇଥିଲା। ବିଜେ କାହାଳୀ ସମେତ ତେଲିଙ୍ଗି ବାଜା ବାଜିଥିଲା। ରାଜଗୁରୁ ତଥା ରାଜ ପୁରୋହିତ ସହଯୋଗ କରିଥିଲେ। ରାଜଗୁରୁଙ୍କ ଧର୍ମପତ୍ନୀ ବନ୍ଦାପନା କରିଥିଲେ। ରାମାଭିଷେକ ପଟ୍ଟି ପୂଜା କରାଯାଇଥିଲା। ଷୋଳ ଶାସନ ବ୍ରାହ୍ମଣମାନେ ଗଜପତିଙ୍କ ଶ୍ରୀ ମସ୍ତକରେ ଅଭିମନ୍ତ୍ରିତ ଚାଉଳ ପକାଇ ଆଶୀର୍ବାଦ କରିଥିଲେ। ବୈଦିକ ମନ୍ତ୍ରରେ ପ୍ରକମ୍ପିତ ହୋଇଥିଲା ରାଜ ନଅର। ପୌଷ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଶ୍ରୀମନ୍ଦିର ରତ୍ନ ସିଂହାସନରେ ସୋମବାର ରାଜାଧିରାଜ ବେଶ କରାଯାଇଥିଲା। ମହାପ୍ରଭୁଙ୍କୁ ଅଭିଷେକ କରାଯିବା ସହ ଜଳଲାଗି କରାଯାଇଥିଲା। ଏହି ତିଥିରେ ମର୍ୟ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ରାଜାଭିଷେକ ହୋଇଥିବା ଉଲ୍ଲେଖ ରହିଛି। ତେଣୁ ପୁଷ୍ୟା ନକ୍ଷତ୍ର ତିଥିରେ ପୁରୀ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି।

Powered by Froala Editor

Tags Gajapati maharaj

Related articles Odisha News Lens 4.1

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ
    ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15361
    Feb 27, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13689
    Feb 27, 2026
  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ
    ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13629
    Feb 28, 2026
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍
    ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14761
    Feb 28, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14292
    Feb 28, 2026
  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14800
    Feb 27, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14568
    Feb 26, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    14020
    Feb 26, 2026
  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !
    ଦେଶ-ଦେଶାନ୍ତର

    ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15517
    Feb 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14568
    Feb 26, 2026
  • ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14800
    Feb 27, 2026
  • ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14761
    Feb 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17355
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17424
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17770
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16243
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14292
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14192
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14260
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15415
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15928
    Feb 23, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15121
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14972
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14485
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16101
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14761
    Feb 28, 2026
  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13629
    Feb 28, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14292
    Feb 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In