Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

Home ›› ››ନିଜ ମନ୍ତବ୍ୟ ଲାଗି ଭାରତକୁ କ୍ଷମା ମାଗିଲେ ମାର୍କ ଜୁକରବର୍ଗ

ନିଜ ମନ୍ତବ୍ୟ ଲାଗି ଭାରତକୁ କ୍ଷମା ମାଗିଲେ ମାର୍କ ଜୁକରବର୍ଗ

2025-01-16 11:08:32
15585
Share:
Facebook
Twitter
E-Mail
WhatsApp
Telegram
ନିଜ ମନ୍ତବ୍ୟ ଲାଗି ଭାରତକୁ କ୍ଷମା ମାଗିଲେ ମାର୍କ ଜୁକରବର୍ଗ

ନୂଆଦିଲ୍ଲୀ:  ଫେସବୁକ୍‌, ଇନଷ୍ଟାଗ୍ରାମ ଓ ହ୍ବାଟ୍ସଆପ୍‌କୁ ପରିଚାଳନା କରୁଥିବା କମ୍ପାନୀ ମେଟାର ସିଇଓ ମାର୍କ ଜୁକରବର୍ଗ ଶେଷରେ ନିଜ ମନ୍ତବ୍ୟ ଲାଗି ଭାରତକୁ କ୍ଷମା ମାଗିଛନ୍ତି । ମେଟା ଇଣ୍ଡିଆର ଉପସଭାପତି ଶିବନାଥ ଠୁକରାଲ ମାର୍କ ଜୁକରବର୍ଗଙ୍କ ତରଫରୁ କ୍ଷମା ମାଗିଥିବା ଜଣାପଡ଼ିଛି । ସେ ଏହାକୁ 'ଅଜଣା ଭୁଲ' ବୋଲି କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଜୁକରବର୍ଗଙ୍କ ମନ୍ତବ୍ୟକୁ ନେଇ କଡ଼ା ନିନ୍ଦା କରିଥିବା ବେଳେ ସେପଟେ ସାଂସଦ ନିଶିକାନ୍ତ ଦୁବେ କ୍ଷମା ମାଗିବାକୁ ଦାବି କରିଥିଲେ ।
ମେଟା ସିଇଓ ମାର୍କ ଜୁକରବର୍ଗ ଏକ ପଡକାଷ୍ଟରେ କହିଥିଲେ ଯେ ବର୍ଷ ୨୦୨୪ ପୂରା ଦୁନିଆକୁ ହଲଚଲ କରିଥିଲା । କୋଭିଡ଼ ମହାମାରୀ ସମୟରେ ସରକାରଙ୍କ ପ୍ରତି ଲୋକଙ୍କ ଭରସା ହ୍ରାସ ପାଇଥିଲା । ଫଳରେ ମହାମାରୀ ପରେ ହୋଇଥିବା ନିର୍ବାଚନରେ ଭାରତ ସମେତ ଅନେକ ଦେଶର ସରକାରଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା । ଜୁକରବର୍ଗଙ୍କ ଏହି ମନ୍ତବ୍ୟକୁ ନେଇ ଦେଶର ରାଜନୈତିକ ମହଲରେ ଚର୍ଚ୍ଚା ହେବା ସହ ଅନେକ ନେତା କ୍ଷମା ପ୍ରାର୍ଥନା ପାଇଁ ଦାବି କରିଥିଲେ ।ଆଇଟି ସଂସଦୀୟ ପ୍ୟାନେଲର ମୁଖ୍ୟ ତଥା ବିଜେପି ସାଂସଦ ଡଃ ନିଶିକାନ୍ତ ଦୁବେ, ମେଟା ଇଣ୍ଡିଆ ପକ୍ଷରୁ କ୍ଷମା ପ୍ରାର୍ଥନା ପରେ ଏହା ଭାରତର ସାଧାରଣ ନାଗରିକଙ୍କ ବିଜୟ ବୋଲି କହିଛନ୍ତି । ସେ କହିଛନ୍ତି ଯେ କ୍ଷମା ଭାରତୀୟ ସଂସଦ ଓ ସରକାରଙ୍କ ପ୍ରତି ସାଧାରଣ ନାଗରିକଙ୍କ ଭରସାକୁ ଦର୍ଶାଉଛି ।
ମାର୍କ ଜୁକରବର୍ଗ ଭୁଲ ତଥ୍ୟ ଦେଇଥିବା ଦର୍ଶାଇ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ କହିଛନ୍ତି, "ବିଶ୍ୱର ସର୍ବବୃହତ ଗଣତନ୍ତ୍ର ଭାବରେ ଭାରତରେ ୬୪୦ ମିଲିୟନରୁ ଅଧିକ ଭୋଟରଙ୍କ ସହିତ ୨୦୨୪ ନିର୍ବାଚନ ହୋଇଥିଲା । ଭାରତବାସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନଡିଏ ଉପରେ ସେମାନଙ୍କର ବିଶ୍ୱାସକୁ ନିଶ୍ଚିତ କରିଛନ୍ତି । କିନ୍ତୁ ମାର୍କ ଜୁକରବର୍ଗଙ୍କ ଦାବି ଯେ ୨୦୨୪ ନିର୍ବାଚନରେ ଭାରତ ସମେତ ଅଧିକାଂଶ ସରକାର କୋଭିଡ଼ ପରବର୍ତ୍ତୀ ସମୟରେ ପରାଜୟ ବରଣ କରିଛନ୍ତି । ଯାହାକି ମିଥ୍ୟା ।'

ସେ ଆହୁରି କହିଥିଲେ, "ଦ୍ରୁତ ଅଭିବୃଦ୍ଧିଶୀଳ ପ୍ରମୁଖ ଅର୍ଥନୀତି ଭାବରେ ଭାରତ ମହାମାରୀ ସମୟରେ ୮୦୦ମିଲିୟନ ଲୋକଙ୍କ ଲାଗି ମାଗଣା ଖାଦ୍ୟ, ୨.୨ ବିଲିୟନ ମାଗଣା ଭ୍ୟାକ୍ସିନ, କୋଭିଡ ସମୟରେ ବିଶ୍ବବ୍ୟାପୀ ସହଯୋଗ ପ୍ରଦାନ କରିଥିଲା । ପ୍ରଧାନମନ୍ତ୍ରୀଙ୍କ ତୃତୀୟ ପାଳି ଉନ୍ନତ ଗର୍ଭନାନ୍ସ ଓ ଜନତାଙ୍କ ବିଶ୍ବାସର ପ୍ରତିଫଳନ । ମାର୍କ ଜୁକରବର୍ଗଙ୍କ ଦ୍ବାରା ମିଥ୍ୟା ଖବର ପ୍ରଚାର କରିବା ନିରାଶଜନକ । ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବାଧୀନ ଏନଡିଏ  ସରକାର ଉପରେ ତୃତୀୟ ଥର ଲାଗି ଭରସା କରିଛନ୍ତି । ଏହା ପ୍ରମାଣ କରିଛି ଯେ ମାର୍କ ଜୁକରବର୍ଗ ମିଛ ଖବର ଦେଇଛନ୍ତି ।"

Powered by Froala Editor

Tags Mark juker berg

Related articles Odisha News Lens 4.1

  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13453
    Mar 07, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13696
    Mar 07, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14174
    Mar 06, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15249
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14937
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15269
    Mar 05, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14235
    Mar 07, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14771
    Mar 05, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14139
    Mar 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15269
    Mar 05, 2026
  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15249
    Mar 05, 2026
  • ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13453
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14139
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14771
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15238
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14446
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15078
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15669
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13696
    Mar 07, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14937
    Mar 06, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13453
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In