Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ...

  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ...

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

Home ›› ›› ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗଙ୍କ ସହିତ କଥା ହେଲେ ଟ୍ରମ୍ପ

ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗଙ୍କ ସହିତ କଥା ହେଲେ ଟ୍ରମ୍ପ

2025-01-18 11:14:52
14228
Share:
Facebook
Twitter
E-Mail
WhatsApp
Telegram
 ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗଙ୍କ ସହିତ କଥା ହେଲେ ଟ୍ରମ୍ପ

ୱାଶିଂଟନ: ଦ୍ବିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିବା ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗଙ୍କ ସହିତ ଟେଲିଫୋନ ବାର୍ତ୍ତାଳପ କରିଛନ୍ତି। ଉଭୟଙ୍କ କଥାବାର୍ତ୍ତାର ସବିଶେଷ ସୂଚନା ମିଳି ନାହିଁ। ତେବେ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବକୁ ଜିନ୍‌ପିଙ୍ଗ ତାଙ୍କର ପ୍ରତିନିଧି ଭାବେ ଜଣେ ବରିଷ୍ଠ ଅଧିକାରୀଙ୍କୁ ଆମେରିକା ପଠାଇବେ ବୋଲି ଜଣାଯାଇଛି। ଆମେରିକା ଓ ଚୀନ ସମ୍ପର୍କରେ ତିକ୍ତତା ଲାଗି ରହିଥିବାବେଳେ ଟ୍ରମ୍ପ-ଜିନ୍‌ପିଙ୍ଗଙ୍କ ବାର୍ତ୍ତାଳପ ଚର୍ଚ୍ଚାର ବିଷୟ ହୋଇଛି। ଟ୍ରମ୍ପଙ୍କ ପ୍ରଥମ ପାଳି ଶାସନ କାଳରେ ଚୀନ ସହିତ ଆମେରିକାର ବାଣିଜ୍ୟିକ ଲଢେଇ (ଟ୍ରେଡ୍‌ ୱାର) ଲାଗି ରହିଥିଲା। ଚୀନରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଟ୍ରମ୍ପ ବହୁମାତ୍ରାରେ ଆମଦାନି ଶୁଳ୍କ ଲାଗୁ କରିଥିଲେ। ଜାନୁଆରୀ ୨୦ରେ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ। ଟ୍ରମ୍ପଙ୍କ ଏହି ଶପଥ ଗ୍ରହଣ ଉତ୍ସବରେ ବିଶ୍ବର ମାନ୍ୟଗଣ୍ୟ ନେତା ଉପସ୍ଥିତ ରହିବେ।

Powered by Froala Editor

Tags C jinping and trump

Related articles Odisha News Lens 4.1

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ
    ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15211
    May 25, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14925
    May 25, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14959
    May 25, 2026
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13483
    May 25, 2026
  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା
    ଦେଶ-ଦେଶାନ୍ତର

    ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

    14286
    May 26, 2026
  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି
    ଅପରାଧ

    ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

    15246
    May 26, 2026
  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...

    13557
    May 26, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି
    ବିଶେଷ

    ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14353
    May 26, 2026
  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି
    ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14684
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13483
    May 25, 2026
  • ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15211
    May 25, 2026
  • ବିଶେଷ

    ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14353
    May 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16879
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17498
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17545
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17930
    Sep 06, 2023

ବିଶେଷ

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14353
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15686
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15003
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14415
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14539
    May 18, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15422
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15163
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15654
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13989
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

    14286
    May 26, 2026
  • CUET UG 2026 ପରୀକ୍ଷା ସ୍ଥଗିତ

    14959
    May 25, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14353
    May 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In