Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆମେରିକାରେ ବନ୍ଦ ହେଲା ଟିକ୍‌ଟକ୍

ଆମେରିକାରେ ବନ୍ଦ ହେଲା ଟିକ୍‌ଟକ୍

2025-01-19 11:01:26
16749
Share:
Facebook
Twitter
E-Mail
WhatsApp
Telegram
ଆମେରିକାରେ ବନ୍ଦ ହେଲା ଟିକ୍‌ଟକ୍

ଓ୍ବାଶିଂଟନ୍: ଆମେରିକାରେ ବନ୍ଦ ହେଲା ଟିକ୍‌ଟକ୍। ଶନିବାର ସନ୍ଧ୍ୟାରୁ ଆମେରିକାରେ ଟିକ୍‌ଟକ୍‌ ଆପ୍‌ ବନ୍ଦ ହୋଇଯାଇଛି। ଆମେରିକାରେ ଟିକ୍‌ଟକ୍ ଉପରେ ପ୍ରତିବନ୍ଧକ ଲଗାଯାଇଛି ଏବଂ ଆଇନ କାର୍ଯ୍ୟକାରୀ ହେବା ପୂର୍ବରୁ ହିଁ ଏହି ଆପ୍‌କୁ ହଟାଇ ଦିଆଯାଇଛି। ୟୁଜରମାନେ ଆପ୍‌ରେ ଆଉ ଭିଡିଓ ଦେଖିପାରୁ ନାହାନ୍ତି। ବ୍ୟବହାରକାରୀଙ୍କୁ ଆପ୍‌ରେ ଏକ ବାର୍ତ୍ତା ଦେଖାଯାଉଛି, ଯେଉଁଥିରେ ଏହାକୁ ନିଷିଦ୍ଧ କରାଯାଇଥିବା ନେଇ ସୂଚନା ଦିଆଯାଇଛି। ତେବେ ଏହା ମଧ୍ୟ କୁହାଯାଇଛି ଯେ, ଆମ ସହ ଯୋଡ଼ିହୋଇ ରୁହନ୍ତୁ। ତେଣୁ ଖୁବଶୀଘ୍ର ବ୍ୟବହାର ପୁନଃ ଆରମ୍ଭ ହୋଇପାରେ ବୋଲି ଅନୁମାନ କରାଯାଉଛି।

ପ୍ରମୁଖ ପ୍ଲେ ଷ୍ଟୋରରୁ ମଧ୍ୟ ଟିକ୍‌ଟକ୍‌କୁ ହଟାଇ ଦିଆଯାଇଛି। ଆପଲ୍ ଏବଂ ଗୁଗଲ୍ ପ୍ଲେ ଷ୍ଟୋରରେ ଏହି ଆପ୍ ଆଉ ଦେଖାଯାଉ ନାହିଁ। କିଛି ଦିନ ପୂର୍ବରୁ ଆମେରିକା ସରକାର ଏକ ଆଇନ ପ୍ରଣୟନ କରି ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଇଥିଲେ। ନିକଟରେ ଆମେରିକାର ସୁପ୍ରିମକୋର୍ଟ ମଧ୍ୟ ଟିକ୍‌ଟକ୍‌ର ମୂଳ କମ୍ପାନୀ ବାଇଟଡାନ୍ସକୁ ଆମେରିକାରେ ଆପ୍‌ର ବ୍ୟବହାର ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହା ମଧ୍ୟ କୁହାଯାଇଛି ଯେ, ଯଦି କୌଣସି ଆମେରିକୀୟ କମ୍ପାନୀ ବାଇଟଡାନ୍ସର ଶେୟାର କ୍ରୟ କରି ଟିକ୍‌ଟକ୍‌ ପରିଚାଳନା କରେ, ତେବେ ଆପ୍‌ର ବ୍ୟବହାର ଆମେରିକାରେ ଜାରି ରହିପାରିବ। ଆଇନ ଅନୁଯାୟୀ, ଜାନୁଆରୀ ୧୯ରୁ ଆମେରିକାରେ ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଯାଇଛି। ତେବେ କୌଣସି ଆମେରିକୀୟ କମ୍ପାନୀକୁ ବାଇଟଡାନ୍ସର ଶେୟାର ବିକ୍ରୟ ପାଇଁ ଉଦ୍ୟମ ଜାରି ରହିଛି।

ସୂଚନାଯୋଗ୍ୟ, ଡୋନାଲ୍ଡ ଟ୍ରମ୍ପ ପୂର୍ବରୁ ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଇବା ସପକ୍ଷରେ ଥିଲେ, କିନ୍ତୁ ବର୍ତ୍ତମାନ ସେ ସଙ୍କେତ ଦେଇଛନ୍ତି ଯେ, ସେ ଆମେରିକାରେ ଟିକ୍‌ଟକ୍‌ର ବ୍ୟବହାର ଜାରି ରଖିପାରନ୍ତି। ଗଣମାଧ୍ୟମ ରିପୋର୍ଟରେ ଏହା ମଧ୍ୟ ଦାବି କରାଯାଇଥିଲା ଯେ, ଏଲନ୍ ମସ୍କ ବାଇଟଡାନ୍ସର ଶେୟାର କିଣି ପାରନ୍ତି, କିନ୍ତୁ ଏପର୍ଯ୍ୟନ୍ତ ଏହା ନିଶ୍ଚିତ ହୋଇନାହିଁ। ସୁରକ୍ଷା ଦୃଷ୍ଟିରୁ ଆମେରିକାରେ ଟିକ୍‌ଟକ୍‌ର ଉପରେ ପ୍ରତିବନ୍ଧକ ଲଗାଯାଇଛି। ଆମେରିକା ଅଭିଯୋଗ କରିଛି ଯେ, ଚୀନ୍‌ ଟିକ୍‌ଟକ୍‌ ବ୍ୟବହାରକାରୀଙ୍କ ତଥ୍ୟ ସଂଗ୍ରହ କରୁଛି। ଆମେରିକାରେ ୧୭ କୋଟି ଟିକ୍‌ଟକ୍‌ର ବ୍ୟବହାରକାରୀ ଅଛନ୍ତି।

Powered by Froala Editor

Tags Tiktok baned

Related articles Odisha News Lens 4.1

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14100
    Oct 18, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13679
    Oct 17, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    14040
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14770
    Oct 17, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14849
    Oct 18, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14879
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13857
    Oct 17, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13707
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14161
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14100
    Oct 18, 2026
  • ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13707
    Oct 18, 2026
  • ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    14040
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17191
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17886
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18255
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14100
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15143
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14672
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14772
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15774
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14618
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13986
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15813
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13707
    Oct 18, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13679
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14161
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In