Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

  • ମୁମ୍ବାଇରେ ଆରେଞ୍ଜ ଆଲର୍ଟ, ସ୍କୁଲ ଓ କଲେଜ ...

  • ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ...

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ...

  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ...

  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ...

  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ ...

Home ›› ››୪୭ତମ ରାଷ୍ଟ୍ରପତି ଭାବେ ଶପଥ ନେବେ ଡୋନାଲ୍ଡ ଟ୍ରମ୍ପ

୪୭ତମ ରାଷ୍ଟ୍ରପତି ଭାବେ ଶପଥ ନେବେ ଡୋନାଲ୍ଡ ଟ୍ରମ୍ପ

2025-01-20 10:13:49
14947
Share:
Facebook
Twitter
E-Mail
WhatsApp
Telegram
୪୭ତମ ରାଷ୍ଟ୍ରପତି ଭାବେ ଶପଥ ନେବେ ଡୋନାଲ୍ଡ ଟ୍ରମ୍ପ

ୱାଶିଂଟନ: ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଆଜି  ଶପଥ ନେବେ। ଭାରତୀୟ ସମୟ ରାତି ପ୍ରାୟ ୧୦ଟା ବେଳେ ଟ୍ରମ୍ପ ୟୁଏସ କ୍ୟାପିଟଲ ହାଉସରେ ଶପଥ ନେବେ । ମୁଖ୍ୟ ବିଚାରପତି ଜନ୍ ରବର୍ଟସ୍ ଡୋନାଲ୍ଡ ଟ୍ରମ୍ପଙ୍କୁ ଶପଥ ପାଠ କରାଇବେ। ଏଥର ପ୍ରବଳ ଥଣ୍ଡା ଯୋଗୁଁ ଖୋଲା ସ୍ଥାନରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ନାହିଁ । ଶପଥ ଗ୍ରହଣ ଉତ୍ସବରେ ଆମେରିକାର ଦୁଇ ପୂର୍ବତନ ରାଷ୍ଟ୍ରପତିଙ୍କ ସମେତ ଦେଶ ବିଦେଶରୁ ଆମନ୍ତ୍ରିତ ବହୁ ନେତା ଏବଂ ଉଦ୍ୟୋଗପତି ଉପସ୍ଥିତ ରହିବେ। ଟ୍ରମ୍ପ ଦ୍ବିତୀୟଥା ପାଇଁ ରାଷ୍ଟ୍ରପତି ଭାବେ ଶପଥ ନେବାକୁ ଯାଉଥିବାରୁ ଅନେକ କିଛି ଭିନ୍ନ ଦେଖିବାକୁ ମିଳିବ ବୋଲି କୁହାଯାଇଛି। ଏଥିପାଇଁ କେବଳ ଆମେରିକା ନୁହେଁ, ଭାରତ ସମେତ ସାରା ବିଶ୍ୱର ଲୋକମାନେ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହକୁ ନେଇ ଉତ୍ସାହିତ ରହିଛନ୍ତି।
ସୂଚନା ଅନୁଯାୟୀ, ଆମେରିକାର ରାଷ୍ଟ୍ରପତିଙ୍କ ଦ୍ୱାରା ନିଆଯାଉଥିବା ଶପଥ ୩୫ଟି ଶବ୍ଦରେ ସଂଯୋଜିତ ହୋଇଥିବା ବେଳେ ଏହି ଶବ୍ଦଗୁଡ଼ିକ ଆମେରିକା ସମ୍ବିଧାନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଯାହାକୁ ସମ୍ବିଧାନର ମୂଳ ଭାବନା ବୋଲି ମଧ୍ୟ ବିବେଚନା କରଯାଇଥାଏ। ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ ବେଳେ ଟ୍ରମ୍ପ ଦୁଇଟି ବାଇବେଲ ପଢିବେ ବୋଲି ଜଣାପଡ଼ିଛି। ଏଥିମଧ୍ୟରୁ ଗୋଟିଏ ତାଙ୍କ ମାଆ ଉପହାର ସ୍ୱରୂପ ଦେଇଥିଲେ। ଅନ୍ୟଟି ଲିଙ୍କନ୍ ବାଇବେଲ ବୋଲି କୁହାଯାଇଛି।
ଟ୍ରମ୍ପଙ୍କ ଶପଥ ଗ୍ରହଣ ପୂର୍ବରୁ ଆୟୋଜିତ ରାତ୍ରୀ ଭୋଜନରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏବଂ ରିଲାଏନ୍ସ ଫାଉଣ୍ଡେସନର ଅଧ୍ୟକ୍ଷା ନୀତା ଅମ୍ବାନୀ ଯୋଗ ଦେଇଛନ୍ତି। ଏହି ସମୟରେ ଅମ୍ବାନୀ ଦମ୍ପତି ଟ୍ରମ୍ପଙ୍କୁ ଭେଟିିଥିଲେ। ଅମ୍ବାନୀ ପରିବାର ବ୍ୟତୀତ ଏମ୩ଏମ ଡେଭଲପର୍ସର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ବଂଶଲ ଏବଂ ଟ୍ରାଇବେକା ଡେଭଲପର୍ସ ପ୍ରତିଷ୍ଠାତା କଳ୍ପେଶ ମେହେଟ୍ଟାଙ୍କ ଭଳି ଅନ୍ୟ ପ୍ରତିଷ୍ଠିତ ଭାରତୀୟ ଉଦ୍ୟୋଗପତି ମଧ୍ୟ ଏହି ଉତ୍ସବରେ ଯୋଗ ଦେଇଥିଲେ। ଏହି କାର୍ୟ୍ୟକ୍ରମରେ ଆହୁରି ଅନେକ ବଡ଼ ବଡ଼ ଶିଳ୍ପପତି ମଧ୍ୟ ଯୋଗ ଦେଇଥିଲେ। ଆମାଜନର ପ୍ରତିଷ୍ଠାତା ଜେଫ୍ ବେଜୋସ୍ ଏବଂ ମେଟା ସିଇଓ ମାର୍କ ଜୁକରବର୍ଗ ମଧ୍ୟ ଏହି କାର୍ୟ୍ୟକ୍ରମରେ ଉପସ୍ଥିତ ଥିଲେ। ସେହିପରି ଟେସଲା ଓ ଟ୍ବିଟରର ମୁଖ୍ୟ ଏଲନ ମସ୍କ ମଧ୍ୟ ଏହି ଡିନରରେ ଉପସ୍ଥିତ ଥିଲେ ।

Powered by Froala Editor

Tags Trump

Related articles Odisha News Lens 4.1

  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା
    ଦେଶ-ଦେଶାନ୍ତର

    ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା

    14050
    Jul 06, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13400
    Jul 07, 2026
  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ

    14110
    Jul 06, 2026
  • ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା
    ଅପରାଧ

    ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା

    14546
    Jul 07, 2026
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ
    ଦେଶ-ଦେଶାନ୍ତର

    ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14355
    Jul 06, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    14871
    Jul 07, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି
    ବିଶେଷ

    ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    14969
    Jul 07, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13564
    Jul 07, 2026
  • ମୁମ୍ବାଇରେ ଆରେଞ୍ଜ ଆଲର୍ଟ, ସ୍କୁଲ ଓ କଲେଜ ବନ୍ଦ
    ଦେଶ-ଦେଶାନ୍ତର

    ମୁମ୍ବାଇରେ ଆରେଞ୍ଜ ଆଲର୍ଟ, ସ୍କୁଲ ଓ କଲେଜ ବନ୍ଦ

    14823
    Jul 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13564
    Jul 07, 2026
  • ବିଶେଷ

    ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    14969
    Jul 07, 2026
  • ଦେଶ-ଦେଶାନ୍ତର

    ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14355
    Jul 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16967
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17578
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17632
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18031
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    14969
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15501
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15343
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15206
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14632
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15834
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15702
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13807
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14919
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ଆଦିପୂର୍ଣ୍ଣ’ ପଦକ

    14871
    Jul 07, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13400
    Jul 07, 2026
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14355
    Jul 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In