Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

  • ମୁମ୍ବାଇରେ ଆରେଞ୍ଜ ଆଲର୍ଟ, ସ୍କୁଲ ଓ କଲେଜ ...

  • ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ...

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ...

  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ...

  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ...

  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ ...

Home ›› ››ନକ୍ସଲମୁକ୍ତ ଭାରତ ପାଇଁ ଆମ ସୁରକ୍ଷାକର୍ମୀଙ୍କ ଉଦ୍ୟମ ପ୍ରଶଂସନୀୟ: ଅମିତ୍ ଶାହା

ନକ୍ସଲମୁକ୍ତ ଭାରତ ପାଇଁ ଆମ ସୁରକ୍ଷାକର୍ମୀଙ୍କ ଉଦ୍ୟମ ପ୍ରଶଂସନୀୟ: ଅମିତ୍ ଶାହା

2025-01-21 11:17:25
16040
Share:
Facebook
Twitter
E-Mail
WhatsApp
Telegram
ନକ୍ସଲମୁକ୍ତ ଭାରତ ପାଇଁ ଆମ ସୁରକ୍ଷାକର୍ମୀଙ୍କ ଉଦ୍ୟମ ପ୍ରଶଂସନୀୟ: ଅମିତ୍ ଶାହା

ଛତିଶଗଡ : ଏନକାଉଣ୍ଟରରେ ନିପାତ ମାଓବାଦୀଙ୍କ ମଧ୍ୟରେ ଓଡିଶାର ଜୟୀରାମ । ଏ ନେଇ ସ୍ପଷ୍ଟ କରିଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା। ଦୁଇ ଦିନରେ ମୃତ ୧୪ ନକ୍ସଲଙ୍କ ମଧ୍ୟ ରହିଛନ୍ତି ଓଡିଶାର ନକ୍ସଲ ଜୟୀରାମ। ମୃତ ଜୟୀରାମ ହେଉଛନ୍ତି ସେଣ୍ଟ୍ରାଲ କମିଟିର ସଦସ୍ୟ। ତେବେ ନକ୍ସଲ ଅପରେସନ୍ ଇତିହାସରେ ସିସି ସଦସ୍ୟ ନିପାତ ହେଉଛି ପ୍ରଥମ ଘଟଣା। ଜୟୀରାମଙ୍କୁ ଧରାଇବାକୁ ୧କୋଟିରୁ ଅଧିକ ପୁରସ୍କାର ନିଶ୍ଚିତ ଥାଇପାରେ। ତେଣୁ ଏହା ପୁଲିସ୍ ପାଇଁ ଏକ ବଡ ସଫଳତାର ବିଷୟ। ୨୦୨୬ ମାର୍ଚ୍ଚ ମାସ ସୁଦ୍ଧା ସାରା ଦେଶ ନକ୍ସଲ ଶୂନ୍ୟ ହେବା ନେଇ ଲକ୍ଷ୍ୟ ରଖାଯାଇଛି। ସେପଟେ ଏହି ଘଟଣାକୁ ବଡ ସଫଳତା ବୋଲି କହିଛନ୍ତି ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା। ସେ କହିଛନ୍ତି ନକ୍ସଲମୁକ୍ତ ଭାରତ ପାଇଁ ଆମ ସୁରକ୍ଷାକର୍ମୀଙ୍କ ଉଦ୍ୟମ ପ୍ରଶଂସନୀୟ। ସିଆରପିଏଫ୍, ଏସଓଜି ଓଡିଶା , ଛତିଶଗଡ ପୁଲିସ ୧୪ ଜଣ ନକ୍ସଲଙ୍କୁ ନିପାତ କରିଛନ୍ତି। ଓଡିଶା-ଛତିଶଗଡ ସୀମାରେ ମିଳିତ ଅପରେସନ୍ ଯୋଗୁଁ ଏହି ସଫଳତା ମିଳିଛି। ନକ୍ସଲବାଦ ଶେଷ ନିଶ୍ଵାସ ତ୍ୟାଗ କରିବାକୁ ଯାଉଛି।

Powered by Froala Editor

Tags Amit saha

Related articles Odisha News Lens 4.1

  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ

    14111
    Jul 06, 2026
  • ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା
    ଅପରାଧ

    ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା

    14547
    Jul 07, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    14875
    Jul 07, 2026
  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା
    ଦେଶ-ଦେଶାନ୍ତର

    ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା

    14051
    Jul 06, 2026
  • ମୁମ୍ବାଇରେ ଆରେଞ୍ଜ ଆଲର୍ଟ, ସ୍କୁଲ ଓ କଲେଜ ବନ୍ଦ
    ଦେଶ-ଦେଶାନ୍ତର

    ମୁମ୍ବାଇରେ ଆରେଞ୍ଜ ଆଲର୍ଟ, ସ୍କୁଲ ଓ କଲେଜ ବନ୍ଦ

    14824
    Jul 07, 2026
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ
    ଦେଶ-ଦେଶାନ୍ତର

    ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14356
    Jul 06, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି
    ବିଶେଷ

    ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    14973
    Jul 07, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14324
    Jul 07, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13404
    Jul 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    14973
    Jul 07, 2026
  • ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13568
    Jul 07, 2026
  • ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14324
    Jul 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16967
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17578
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17632
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18031
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    14973
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15502
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15343
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15206
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14632
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15834
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15702
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13807
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14919
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13404
    Jul 07, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ଆଦିପୂର୍ଣ୍ଣ’ ପଦକ

    14875
    Jul 07, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    14973
    Jul 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In