Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 15, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ ...

ରାଜ୍ୟ
Home ›› ରାଜ୍ୟ ››ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ

ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ

2025-01-23 07:23:54
13991
Share:
Facebook
Twitter
E-Mail
WhatsApp
Telegram
ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ : ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ ଆଦେଶ ଦେଇଛନ୍ତି। ଏଥିସହ ଅଭିଯୁକ୍ତକୁ ୫୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକା ୬ ମାସ ଜେଲଦଣ୍ଡ ଭୋଗିବାକୁ ଆଦେଶ ଦେଇଛନ୍ତି ଅଦାଲତ। । ଅଭିଯୁକ୍ତ ଜଣକ ହେଲେ ଗୋବିନ୍ଦ ପ୍ରଧାନ । ସେ ଜଣେ ପୁଲିସ କନଷ୍ଟେବଳ ଓ ତାଙ୍କ ଘର ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୋଲି ଜଣାପଡିଛି। ପୀଡ଼ିତା ନାବାଳିକା ଜଣକ ଅଭିଯୁକ୍ତ ଗୋବିନ୍ଦର ଭଉଣୀର ସାଙ୍ଗ । ତେଣୁ ଅନେକ ସମୟରେ ସେ ସାଙ୍ଗ ପାଖକୁ ବୁଲିବାକୁ ଆସିଥାଏ। ୨୦୧୬ରେ ପୀଡ଼ିତା ସାଙ୍ଗ ଘରକୁ ବୁଲିବାକୁ ଆସି ପ୍ରାୟ ଏକ ସପ୍ତାହ ରହିଥିଲା । ଏହି ସମୟ ମଧ୍ୟରେ ଗୋବିନ୍ଦ ପୀଡ଼ିତାଙ୍କୁ ନିଜ ପ୍ରେମ ଜାଲରେ ଫସାଇବା ସହିତ ବିବାହର ପ୍ରତିଶୃତି ଦେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଭୟରେ ଘଟଣା ସମ୍ପର୍କରେ ପୀଡ଼ିତା କାହାକୁ କହି ନ ଥିଲା।
କିଛିଦିନ ପରେ ପୁଣି ଗୋବିନ୍ଦ ପୀଡିତାଙ୍କ ଘରକୁ ଯାଇ ନିଜ ଘରକୁ ବୁଲିଯିବା ପାଇଁ କହି କେରଳ ନେଇଯାଇଥିଲା। ସେଠାରେ ପ୍ରାୟ ୪ମାସ ରହିବା ପରେ ଫେରିଆସି ଫୁଲବାଣୀର ବିିଭିନ୍ନ ସାହିରେ ଭଡ଼ା ଘର ନେଇ ରହିଥିଲା। ୨୦୧୮ ମସିହାରେ ଗୋବିନ୍ଦ କନ‌େ‌ଷ୍ଟବଳ ଚାକିରି ପାଇବା ପରେ ପୀଡ଼ିତାଙ୍କ ସହିତ ଆଉ ସମ୍ପର୍କ ରଖି ନ ଥିଲା। କରୋନା ସମୟରେ ଗୋବିନ୍ଦ ଅନ୍ୟଜଣେ ଝିଅକୁ ବିବାହ କରି, ତାକୁ ଭୁଲିଯିବା ପାଇଁ ପୀଡିତାଙ୍କୁ କହିଥିଲା। ଫଳରେ ୨୦୨୦ ନଭେମ୍ବର ୧୧ ତାରିଖରେ ପୀଡ଼ିତା ଜଣକ ଫୁଲବାଣୀ ଟାଉନ ଥାନାରେ ଏକ ଏତଲା ଦେଇଥିଲେ। ପୁଲିସ୍ ମାମଲା ରୁଜୁ କରିଥିଲା। ଆଜି ଏହି ମାମଲାର ବିଚାର କରି ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ଜଜ୍‌ ରାଜେଶ ଦାସ ୧୧ ଜଣ ସାକ୍ଷୀଙ୍କ ବୟାନ, ଡାକ୍ତରୀ ରିପୋର୍ଟ ଏବଂ ଅନ୍ୟ ତଥ୍ୟ ପ୍ରମାଣକୁ ଭିତ୍ତି କରି ଉପରୋକ୍ତ ଦଣ୍ଡାଦେଶ ଶୁଣାଇବା ସହିତ ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ଅସୀମ ପ୍ରହରାଜ ମାମଲା ପରିଚାଳନା କରିଥିଲେ।

Powered by Froala Editor

Tags Jail

Related articles Odisha News Lens 4.1

  • ଲାରି ଏଲିସନ ବିଶ୍ଵର ୨ୟ ଧନୀ
    ଦେଶ-ଦେଶାନ୍ତର

    ଲାରି ଏଲିସନ ବିଶ୍ଵର ୨ୟ ଧନୀ

    14159
    Jun 15, 2025
  • ହିମାଳୟ  ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ
    ବାଣିଜ୍ୟ

    ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15024
    Jun 14, 2025
  •  କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…
    ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14417
    Jun 13, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    14270
    Jun 12, 2025
  • କେଶ ଝଡ଼ିବା କମାଇବ ଯୋଗ
    ବିଶେଷ

    କେଶ ଝଡ଼ିବା କମାଇବ ଯୋଗ

    14370
    Jun 13, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14629
    Jun 13, 2025
  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    14200
    Jun 12, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15788
    Jun 13, 2025
  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13849
    Jun 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    14200
    Jun 12, 2025
  • ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14417
    Jun 13, 2025
  • ଦେଶ-ଦେଶାନ୍ତର

    ଲାରି ଏଲିସନ ବିଶ୍ଵର ୨ୟ ଧନୀ

    14159
    Jun 15, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16965
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15489
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    14370
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14417
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15597
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    15127
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14214
    Jun 10, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14480
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15702
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16329
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14032
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    14200
    Jun 12, 2025
  • କେଶ ଝଡ଼ିବା କମାଇବ ଯୋଗ

    14370
    Jun 13, 2025
  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15024
    Jun 14, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In