Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ...

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ...

  • ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ...

  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ...

  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ...

  • LPG ସିଲିଣ୍ଡର ସଙ୍କଟ, ଦେଶବ୍ୟାପୀ ଏସମା ଲାଗୁ

  • ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ...

  • 'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ...

ରାଜ୍ୟ
Home ›› ରାଜ୍ୟ ›› ରାଜ୍ୟରେ ୩୮୮୩ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ସିଙ୍ଗଲ ୱିଣ୍ଡୋ ମଞ୍ଜୁରୀ

ରାଜ୍ୟରେ ୩୮୮୩ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ସିଙ୍ଗଲ ୱିଣ୍ଡୋ ମଞ୍ଜୁରୀ

2025-01-23 08:32:52
14951
Share:
Facebook
Twitter
E-Mail
WhatsApp
Telegram
 ରାଜ୍ୟରେ  ୩୮୮୩ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ସିଙ୍ଗଲ ୱିଣ୍ଡୋ ମଞ୍ଜୁରୀ

ଭୁବନେଶ୍ବର: ମେକ ଇନ କନକ୍ଲେଭ ୨୦୨୫ ପୂର୍ବରୁ ରାଜ୍ୟର ଶିଳ୍ପାୟନ ପ୍ରକ୍ରିୟାରେ ଲାଗିଛି ଡେଣା । ରାଜ୍ୟରେ ପ୍ରାୟ ୩୮୮୩ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ବୈଠକରେ ମଞ୍ଜୁରୀ ମିଳିଛି । ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ବୈଠକରେ ୧୭ଟି ନୂଆ ଶିଳ୍ପକୁ ମଞ୍ଜୁରୀ ମିଳିଛି । ଏହି ସବୁ ପ୍ରକଳ୍ପ କାର୍ୟ୍ୟକ୍ଷମ ହେଲେ ସମଗ୍ର ରାଜ୍ୟରେ ୧୨ ହଜାର ୨୮୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଅନୁମୋଦନ ଲାଗି ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ କୁମାର ଶର୍ମା ତଥ୍ୟ ଉପସ୍ଥାପନ କରିଛନ୍ତି ।
ନୂଆବର୍ଷ ଆରମ୍ଭରୁ ରାଜ୍ୟ ସରକାର ଶିଳ୍ପାୟନର ନୂଆ ଅଧ୍ୟାୟ । ଜାନୁଆରୀ ୧ରେ ରାଜ୍ୟରେ ୪ ହଜାର ୨୨୨ କୋଟି ୨୪ ଲକ୍ଷ ଟଙ୍କାର ପୁଞ୍ଜିନିବେଶକୁ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ବୈଠକ ମଞ୍ଜୁରୀ ଦେଇଥିଲା । ୨୫ଟି ନୂଆ ଶିଳ୍ପ ପ୍ରକଳ୍ପ କାର୍ୟ୍ୟକାରୀ ହେଲେ ପ୍ରାୟ ୧୪ ହଜାର ୪୯୭ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ସେହିପରି ଜାନୁଆରୀ ୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ୪୪,୭୯୩.୦୩ କୋଟି ନିବେଶକୁ ମଞ୍ଜୁରୀ ଦେଇଥିଲେ । ଏହି ପ୍ରକଳ୍ପ କାର୍ୟ୍ୟକାରୀ ହେଲେ ୨୩,୦୦୫ ନିଯୁକ୍ତି ମିଳିବ ବୋଲି କୁହାଯାଇଛି ।
ବୁଧବାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ବୈଠକରେ ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଏହି ପ୍ରକଳ୍ପ କାର୍ୟ୍ୟକ୍ଷମ ହେଲେ ରାଜ୍ୟରେ ୧୨ ହଜାର ୨୮୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ମଞ୍ଜୁରୀ ମିଳିଥିବା ପ୍ରକଳ୍ପ ମଧ୍ୟରେ ଚାରିଟି ଗଞ୍ଜାମ, ଚାରିଟି ଯାଜପୁର, ତିନୋଟି ସମ୍ବଲପୁର, ଖୋର୍ଦ୍ଧାରେ ଦୁଇଟି, ରାୟଗଡା ଗୋଟେ, ଝାରସୁଗୁଡା ଗୋଟେ, ଅନୁଗୋଳରେ ଗୋଟେ ଓ ଢେଙ୍କାନାଳରେ ଗୋଟେ ପ୍ରକଳ୍ପ ରହିଛି । ୮୭୧ କୋଟି ଟଙ୍କା ନିବେଶରେ ବିଆର ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ଼ ସମ୍ବଲପୁରରେ ଇସ୍ପାତ କାରଖାନା ବସାଇବାକୁ ଯୋଜନା କରିଛି । ୫୧୩୭ ନିଯୁକ୍ତି ସୁଯୋଗ ୫ ସୃଷ୍ଟି ହେବ । ୫୭ କୋଟି ଟଙ୍କା ବ୍ୟୟରେ କ୍ୱାଣ୍ଟ ସୋଲାର ଟେକ୍ନୋଲୋଜି ସମ୍ବଲପୁରରେ ସୌର ପ୍ରକଳ୍ପ ପାଇଁ ଆବଶ୍ୟକ ଯନ୍ତ୍ରାଂଶ ନିର୍ମାଣ କରିବ । ୩୫୦ ନିଯୁକ୍ତି ସୁଯୋଗ ରହିଛି ।ସେହିଭଳି ଆଲପ୍ସ ମାଇନିଂ ସର୍ଭିସେସ ସମ୍ବଲପୁରରେ ୬୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୨୦ ଲକ୍ଷ ମେଟ୍ରିକ ଟନ କ୍ଷମତା ବିଶିଷ୍ଟ କୋଲ ଓ୍ୱାସେରୀ ପ୍ରତିଷ୍ଠା କରିବ । ୪୫୦ ଜଣଙ୍କ ଲାଗି ନିଯୁକ୍ତି ସୁଯୋଗ ରହିଛି । ସେହିପରି ଗଞ୍ଜାମ ଜିଲ୍ଲାରେ ଚାରୋଟି ପ୍ରକଳ୍ପ ରହିଛି । ସେଥିମଧ୍ୟରୁ ୩୦୦ କୋଟି ଟଙ୍କା ନିବେଶରେ ହେଟେରୋ ଡଗ୍ରସ ଔଷଧ ପ୍ରସ୍ତୁତି କରିବ । ଏଥିରେ ୧୫୦୦ ଜଣଙ୍କ ଲାଗି ନିଯୁକ୍ତି ସୁଯୋଗ ରହିଛି । ଅନର ଲ୍ୟାବ ଲିମିଟେଡ ୩୦୦ କୋଟି ଟଙ୍କା ବ୍ୟୟରେ ଔଷଧ ପ୍ରସ୍ତୁତି ପାଇଁ ଯୋଜନା ରଖିଛି । ଏଥିରେ ମଧ୍ୟ ୧୫୦୦ ଜଣଙ୍କ ଲାଗି ନିଯୁକ୍ତି ସୁଯୋଗ ରହିଛି । ବିକାଶ ହସ୍ପିଟାଲିଟି ସଂସ୍ଥା ୬୦ କୋଟି ଟଙ୍କା ବ୍ୟୟରେ ହୋଟେଲ ନିର୍ମାଣ କରାଯିବ । ଫଳରେ ୧୫୫ ଜଣଙ୍କ ଲାଗି ନିଯୁକ୍ତି ସୁଯୋଗ ରହିବ । ସେହିପରି ଶ୍ରୀଜଗନ୍ନାଥ ଲାଇମ ଆଣ୍ଡ କେମିକାଲ ୫୯.୦୨ କୋଟି ଟଙ୍କା ବ୍ୟୟରେ କୁଇକ ଲାଇମ କାରଖାନା ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛି । ଏଥିରେ ୧୫୦ ନିଯୁକ୍ତି ସୁଯୋଗ ରହିଛି । ସେହିଭଳି ଯାଜପୁର ଜିଲ୍ଲାରେ ୪ଟି ପ୍ରକଳ୍ପ ଥିବା ବେଳେ ରାୟଗଡା, ଝାରସୁଗୁଡା, ଅନୁଗୋଳ ଓ ଢେଙ୍କାନାଳରେ ଗୋଟିଏ ଲେଖାଏଁ ଏବଂ ଖୋର୍ଦ୍ଧାରେ ଦୁଇଟି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି ।

Powered by Froala Editor

Tags Industry

Related articles Odisha News Lens 4.1

  • 'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ପାଇଁ ଭୁଲ ମାଗିଲା NCERT
    ଦେଶ-ଦେଶାନ୍ତର

    'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ପାଇଁ ଭୁଲ ମାଗିଲା NCERT

    15227
    Mar 11, 2026
  • LPG ସିଲିଣ୍ଡର ସଙ୍କଟ, ଦେଶବ୍ୟାପୀ ଏସମା ଲାଗୁ
    ଦେଶ-ଦେଶାନ୍ତର

    LPG ସିଲିଣ୍ଡର ସଙ୍କଟ, ଦେଶବ୍ୟାପୀ ଏସମା ଲାଗୁ

    13763
    Mar 11, 2026
  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ
    ଦେଶ-ଦେଶାନ୍ତର

    କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ

    14937
    Mar 11, 2026
  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14332
    Mar 11, 2026
  • ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ
    ଦେଶ-ଦେଶାନ୍ତର

    ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ

    13537
    Mar 11, 2026
  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା
    ରାଜନୀତି

    ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା

    14195
    Mar 11, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13852
    Mar 11, 2026
  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ
    ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14864
    Mar 11, 2026
  •  ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ

    15463
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ

    13537
    Mar 11, 2026
  • ଦେଶ-ଦେଶାନ୍ତର

    କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ

    14937
    Mar 11, 2026
  • ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14864
    Mar 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13852
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15014
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14768
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15213
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15367
    Mar 03, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15673
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15132
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14983
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ

    14937
    Mar 11, 2026
  • ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ

    15463
    Mar 11, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13852
    Mar 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In