Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମହାକାଶରୁ ଏମିତି ଦେଖାଯାଉଛି ମହାକୁମ୍ଭ ମେଳା, ଇସ୍ରୋ ଜାରି କଲା ଫଟୋ

ମହାକାଶରୁ ଏମିତି ଦେଖାଯାଉଛି ମହାକୁମ୍ଭ ମେଳା, ଇସ୍ରୋ ଜାରି କଲା ଫଟୋ

2025-01-23 19:45:32
15494
Share:
Facebook
Twitter
E-Mail
WhatsApp
Telegram
ମହାକାଶରୁ ଏମିତି ଦେଖାଯାଉଛି ମହାକୁମ୍ଭ ମେଳା, ଇସ୍ରୋ ଜାରି କଲା ଫଟୋ

ବିଶ୍ୱର ସବୁଠୁ ବଡ଼ ଧାର୍ମିକ ସମାରୋହ ମହାକୁମ୍ଭ ମେଳା ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହୋଇଛି। ତେବେ ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ)ର ଏକ ରାଡାର ଇମେଜିଂ ସାଟେଲାଇଟ୍‌ ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାର ଫଟୋ ପଠାଇଛି।

କୁମ୍ଭମେଳା ପାଇଁ ପ୍ରସ୍ତୁତି ପୂର୍ବରୁ ଓ ପ୍ରସ୍ତୁତି ପରେ କେମିତି ଦେଖାଯାଉଛି ପ୍ରୟାଗରାଜର ସଂଗମ ସ୍ଥଳ ସେହି ଫଟୋ ଜାରି କରିଛି ଇସ୍ରୋ । କୁମ୍ଭ ପାଇଁ ଉତ୍ତର ପ୍ରଦେଶ ସରକାର ନିର୍ମାଣ କରିଥିବା ଭିତ୍ତିଭୂମିର ପରିମାଣ ଇସ୍ରୋର ସାଟେଲାଇଟ ଇମେଜରେ ଦେଖିବାକୁ ମିଳିଛି । ଏହି ଫଟୋ ଉଠାଇବା ପାଇଁ ସୋଫିଷ୍ଟିକେଟେଡ୍ ଅପଟିକାଲ ସାଟେଲାଇଟ, ଡେ ଆଣ୍ଡ ନାଇଟ୍ ଭିୟୁ ରାଡାରସାଟ୍ ବ୍ୟବହାର ହୋଇଛି । ଇସ୍ରୋର ହାଇଦ୍ରାବାଦ ସ୍ଥିତ ନ୍ୟାସନାଲ ରିପୋର୍ଟ ସେନସେସିଂ ସେଣ୍ଟର ପକ୍ଷରୁ ଏହି ସବୁ ଫଟୋ ଉଠାଯାଇଛି ।

ହାଇଦ୍ରାବାଦରେ ଥିବା ଇସ୍ରୋର ଜାତୀୟ ରିମୋର୍ଟ ସେନ୍ସିଂ ସେଣ୍ଟର (ଏନ୍‌ଆର୍‌ଏସ୍‌ସି) ପକ୍ଷରୁ ‘ରାଡାରସେଟ-ରିସାଟ ୧ଏ’ ଦ୍ୱାରା ମହାକାଶରୁ ନିଆଯାଇଥିବା ୨ଟି ସାଟେଲାଇଟ୍‌ ଫଟୋକୁ ବୁଧବାର ଜାରି କରାଯାଇଛି।

ସାଟେଲାଇଟ୍‌ ଚିତ୍ରରେ ମହାକୁମ୍ଭରେ ନିର୍ମିତ ଅସ୍ଥାୟୀ ଟେଣ୍ଟ ସିଟି, ନଦୀ ଉପରେ ନିର୍ମିତ ପାଣ୍ଟୁନ ବ୍ରିଜ୍‌ ଓ ସଙ୍ଗମ ଆଦି ଦୃଶ୍ୟମାନ ହେଉଛି। ସେହିପରି ମେଳାରେ ନିର୍ମିତ ବିଶାଳ ଢାଞ୍ଚାକୁ ମଧ୍ୟ ଏହି ଫଟୋରେ ଦେଖିବାକୁ ମିଳିଛି। ସାଟେଲାଇଟ୍‌ ଚିତ୍ରରେ ପ୍ରୟାଗରାଜର ପରେଡ ଗ୍ରାଉଣ୍ଡ ସହ ନୂତନ ଶିବାଳୟ ପାର୍କର ନିର୍ମାଣ କାର୍ଯ୍ୟ ମଧ୍ୟ ସ୍ଥାନ ପାଇଛି। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି, ବିଭିନ୍ନ ନୂତନ ଜ୍ଞାନ କୌଶଳ ଦ୍ୱାରା ଇସ୍ରୋ ପକ୍ଷରୁ ଜାରି ହେଉଥିବା ସାଟେଲାଇଟ୍‌ ଫଟୋଗୁଡ଼ିକର ସହାୟତାରେ ମହାକୁମ୍ଭ ମେଳାର ପରିଚାଳନା ସମେତ ବିପର୍ଯ୍ୟୟ ଓ ଦଳାଚକଟାକୁ ରୋକିବା ଦିଗରେ ସ୍ଥାନୀୟ ପ୍ରଶାସନକୁ ସହାୟତା ମିଳୁଛି।

Powered by Froala Editor

Tags isro

Related articles Odisha News Lens 4.1

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14687
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15132
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15538
    Oct 08, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14569
    Oct 09, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15513
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13893
    Oct 09, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13985
    Oct 09, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13937
    Oct 08, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15656
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15538
    Oct 08, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14569
    Oct 09, 2026
  • ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15228
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17164
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17855
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17813
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18230
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14454
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14559
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15568
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14240
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15978
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15538
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14825
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15539
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14016
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14687
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15513
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13893
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In