Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ...

  • କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

  • ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ...

  • ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ...

  • ସେ ଦିନେ ଥିଲେ କୋଟିପତି, ଆଜି ରାସ୍ତାରେ...

  • ଭାରତୀଙ୍କ ଆମ୍ବ ରସମଲେଇ ଭାଇରାଲ

  • ‘କକଟେଲ୍ ୨’କୁ ମିଳିଲା A ସାର୍ଟିଫିକେଟ୍

  • ୧୦୦% ଇଥାନଲ ଯାନ ଚଳାଚଳ ଲାଗି ମଞ୍ଜୁରି

  • ‘କାଲା ହିରନ୍’ ପ୍ରଯୋଜକଙ୍କୁ ନୋଟିସ୍ ଜାରି

ରାଜ୍ୟ
Home ›› ରାଜ୍ୟ ››ଏସ୍‌ବିଆଇ ଏଟିଏମ୍‌କୁ ତାଡ଼ି ଲୁଟି ନେଲେ ଲୁଟେରା

ଏସ୍‌ବିଆଇ ଏଟିଏମ୍‌କୁ ତାଡ଼ି ଲୁଟି ନେଲେ ଲୁଟେରା

2025-01-24 07:20:41
13934
Share:
Facebook
Twitter
E-Mail
WhatsApp
Telegram
ଏସ୍‌ବିଆଇ ଏଟିଏମ୍‌କୁ ତାଡ଼ି ଲୁଟି ନେଲେ ଲୁଟେରା

ଭୁବନେଶ୍ୱର: ସାମନ୍ତରାପୁର ସ୍ଥିତ ଶ୍ରୀରାମ ନଗର ପାଖ ତିନି ଛକ ନିକଟରେ ଏସ୍‌ବିଆଇ ଏଟିଏମ୍‌କୁ ତାଡ଼ି ଲୁଟ୍‌ କଲେ ଲୁଟ୍‌ । ଘଟଣାସ୍ଥଳରେ ସିସିଟିଭିକୁ ଆଧାର କରି ଧଉଳି ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ରାଜଧାନୀ ଭୁବନେଶ୍ୱରର ସାମନ୍ତରାପୁର ସ୍ଥିତ ଶ୍ରୀରାମ ନଗର ପାଖ ତିନି ଛକ ନିକଟରେ ଏକ ଏସ୍‌ବିଆଇ ଏଟିଏମ୍‌ ରହିଛି । ଉକ୍ତ ଏଟିଏମ୍‌ ଉପରେ ଦୁର୍ବୃତ୍ତମାନେ ନଜର ରଖିଥିଲେ । ମଉକା ପାଇ ଏଟିଏମ୍‌ଟିକୁ ଚାଡି ଲୁଟ୍‌ କରିଛନ୍ତି ଲୁଟେରା । ଉକ୍ତ ଏଟିଏମ୍‌ରୁ ଲୁଟ୍‌ ହୋଇଥିବା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଧଉଳି ଥାନା ପୋଲିସ ପହଞ୍ଚି ସମସ୍ତ ସିସିଟିଭି ଫୁଟେଜ୍‌ ଯାଞ୍ଚ କରି ତଦନ୍ତ ଚଳାଇଛି ।  

Powered by Froala Editor

Tags Atm loot

Related articles Odisha News Lens 4.1

  • ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା
    ଅପରାଧ

    ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା

    13401
    Jun 15, 2026
  • ୧୦୦% ଇଥାନଲ ଯାନ ଚଳାଚଳ ଲାଗି ମଞ୍ଜୁରି
    ଦେଶ-ଦେଶାନ୍ତର

    ୧୦୦% ଇଥାନଲ ଯାନ ଚଳାଚଳ ଲାଗି ମଞ୍ଜୁରି

    13542
    Jun 15, 2026
  • ‘କାଲା ହିରନ୍’ ପ୍ରଯୋଜକଙ୍କୁ ନୋଟିସ୍ ଜାରି
    ମନୋରଞ୍ଜନ

    ‘କାଲା ହିରନ୍’ ପ୍ରଯୋଜକଙ୍କୁ ନୋଟିସ୍ ଜାରି

    15289
    Jun 15, 2026
  • ‘କକଟେଲ୍ ୨’କୁ ମିଳିଲା A ସାର୍ଟିଫିକେଟ୍
    ମନୋରଞ୍ଜନ

    ‘କକଟେଲ୍ ୨’କୁ ମିଳିଲା A ସାର୍ଟିଫିକେଟ୍

    14779
    Jun 15, 2026
  • ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ
    ଦେଶ-ଦେଶାନ୍ତର

    ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ

    14040
    Jun 15, 2026
  • କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ
    ଦେଶ-ଦେଶାନ୍ତର

    କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

    14402
    Jun 15, 2026
  • ଭାରତୀଙ୍କ ଆମ୍ବ ରସମଲେଇ ଭାଇରାଲ
    ମନୋରଞ୍ଜନ

    ଭାରତୀଙ୍କ ଆମ୍ବ ରସମଲେଇ ଭାଇରାଲ

    14396
    Jun 15, 2026
  • ସେ ଦିନେ ଥିଲେ କୋଟିପତି, ଆଜି ରାସ୍ତାରେ...
    ଦେଶ-ଦେଶାନ୍ତର

    ସେ ଦିନେ ଥିଲେ କୋଟିପତି, ଆଜି ରାସ୍ତାରେ...

    14932
    Jun 15, 2026
  • ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ଅନ୍ତ, ଖୋଲିବ ହୋର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ଅନ୍ତ, ଖୋଲିବ ହୋର୍ମୁଜ ପ୍ରଣାଳୀ

    14411
    Jun 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୦୦% ଇଥାନଲ ଯାନ ଚଳାଚଳ ଲାଗି ମଞ୍ଜୁରି

    13542
    Jun 15, 2026
  • ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    13986
    Jun 15, 2026
  • ଦେଶ-ଦେଶାନ୍ତର

    କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

    14402
    Jun 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16928
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17545
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17594
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17986
    Sep 06, 2023

ବିଶେଷ

  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14121
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15011
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13612
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15486
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14279
    Jun 07, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15469
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15216
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15698
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14041
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ

    14040
    Jun 15, 2026
  • ୧୦୦% ଇଥାନଲ ଯାନ ଚଳାଚଳ ଲାଗି ମଞ୍ଜୁରି

    13542
    Jun 15, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    13986
    Jun 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In