Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ସମୟର ସଦୁପଯୋଗ କରନ୍ତୁ ଏହିପରି

ଖେଳ ଖବର
Home ›› ଖେଳ ଖବର ››ଇଂଲଣ୍ଡ ବିପକ୍ଷରେ ଖେଳି ରେକର୍ଡ କଲେ ମିତାଲି

ଇଂଲଣ୍ଡ ବିପକ୍ଷରେ ଖେଳି ରେକର୍ଡ କଲେ ମିତାଲି

2021-07-04 20:31:23
18566
Share:
Facebook
Twitter
E-Mail
WhatsApp
Telegram
ଇଂଲଣ୍ଡ ବିପକ୍ଷରେ ଖେଳି ରେକର୍ଡ କଲେ ମିତାଲି

ବିଶ୍ବ ରେକର୍ଡ ହାସଲ କରିଛନ୍ତି ମିତାଲି ରାଜ । ରେକର୍ଡ ସହ ମିତାଲି ରାଜ୍ ୧୦ ହଜାରରୁ ଅଧିକ ରନ୍ କ୍ଲବରେ ସାମିଲ ହୋଇଛନ୍ତି । ଇଂଲଣ୍ଡ ବିପକ୍ଷ ମ୍ୟାଚରେ ମିତାଲି ଦମଦାର ପ୍ରଦର୍ଶନ କରି ଏହି ରେକର୍ଡ ହାସଲ କରିଛନ୍ତି ।  ମିତାଲିଙ୍କ ପଛରେ ଇଂଲଣ୍ଡର ପୂର୍ବତନ ଅଧିନାୟକର ଚାର୍ଲସ ଏଡଓ୍ବାର୍ଡସ ଦ୍ବିତୀୟ ସ୍ଥାନରେ ରହିଛନ୍ତି । ଏବେ ଭାରତୀୟ ଟିମ ପାଇଁ ଟେଷ୍ଟ ଓ ଦିନିକିଆ ମ୍ୟାଚରେ ଅଧିନାୟକ ଦାୟିତ୍ବ ତୁଲାଉଛନ୍ତି ମିତାଲି ।  ସେ ସମସ୍ତ ଫର୍ମାଟ ଦିନିକିଆ, ଟି-୨୦ ଓ ଟେଷ୍ଟରେ ୧୦ ହଜାର ୨୭୩ ରନ୍ କରି ଏହି ବିଶ୍ବ ରେକର୍ଡ ହାସଲ କରିଛନ୍ତି । ମିତାଲି ହାସଲ କରିଥିବା ୧୦ ହଜାରରୁ ଅଧିକ ରନ ଭିତରୁ କେବଳ ଦିନିକିଆ ମ୍ୟାଚରେ ୭ ହଜାର ୩୦୪ ରନ୍ କରିଛନ୍ତି ।

Powered by Froala Editor

Tags mitali

Related articles Odisha News Lens 4.1

  • ରାଜନୀତିରୁ ଅବସର ବୟସକୁ ନେଇ ମୋଦୀଙ୍କୁ କଂଗ୍ରେସର ଟାର୍ଗେଟ
    ଦେଶ-ଦେଶାନ୍ତର

    ରାଜନୀତିରୁ ଅବସର ବୟସକୁ ନେଇ ମୋଦୀଙ୍କୁ କଂଗ୍ରେସର ଟାର୍ଗେଟ

    15446
    Jul 11, 2025
  • ଦିଲ୍ଲୀ ଡବଲ ମର୍ଡର ମାମଲାର ପର୍ଦ୍ଦାଫାଶ: ସ୍ତ୍ରୀ ଓ ୩ୟ ସନ୍ତାନକୁ ଗଳାକାଟି ହତ୍ୟା ...
    ଦେଶ-ଦେଶାନ୍ତର

    ଦିଲ୍ଲୀ ଡବଲ ମର୍ଡର ମାମଲାର ପର୍ଦ୍ଦାଫାଶ: ସ୍ତ୍ରୀ ଓ ୩ୟ ସନ୍ତାନକୁ ଗଳାକାଟି ହତ୍ୟା ...

    15942
    Jul 10, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ
    ବିଶେଷ

    ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15239
    Jul 12, 2025
  • ବିଲ୍‍ ବାକି ଥିଲେ ବି ରୋଗୀଙ୍କ ମୃତଦେହକୁ ଅଟକାଇ ପାରିବେନି କୌଣସି ହସ୍ପିଟାଲ
    ଦେଶ-ଦେଶାନ୍ତର

    ବିଲ୍‍ ବାକି ଥିଲେ ବି ରୋଗୀଙ୍କ ମୃତଦେହକୁ ଅଟକାଇ ପାରିବେନି କୌଣସି ହସ୍ପିଟାଲ

    14244
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ
    ବିଶେଷ

    ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14390
    Jul 10, 2025
  • କପିଲଙ୍କ କାଫେ ଉପରକୁ ଗୁଳି ମାଡ କଲେ ଦୁର୍ବୃତ୍ତ
    ଦେଶ-ଦେଶାନ୍ତର

    କପିଲଙ୍କ କାଫେ ଉପରକୁ ଗୁଳି ମାଡ କଲେ ଦୁର୍ବୃତ୍ତ

    13805
    Jul 11, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14234
    Jul 11, 2025
  •  ଇଡି ଜାଲରେ ୨୯ ଚଳଚ୍ଚିତ୍ର ଅଭିନେତା
    ଦେଶ-ଦେଶାନ୍ତର

    ଇଡି ଜାଲରେ ୨୯ ଚଳଚ୍ଚିତ୍ର ଅଭିନେତା

    15796
    Jul 10, 2025
  • ଏନସିଆର୍‍ ଅଞ୍ଚଳରେ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଏନସିଆର୍‍ ଅଞ୍ଚଳରେ ଭୂମିକମ୍ପ ଝଟକା

    15472
    Jul 10, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀ ଡବଲ ମର୍ଡର ମାମଲାର ପର୍ଦ୍ଦାଫାଶ: ସ୍ତ୍ରୀ ଓ ୩ୟ ସନ୍ତାନକୁ ଗଳାକାଟି ହତ୍ୟା କରିଥିଲା ସ୍ଵାମୀ

    15942
    Jul 10, 2025
  • ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14234
    Jul 11, 2025
  • ବିଶେଷ

    ସମୟର ସଦୁପଯୋଗ କରନ୍ତୁ ଏହିପରି

    14368
    Jul 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16614
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16731
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17043
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15533
    Apr 03, 2021

ବିଶେଷ

  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14368
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15239
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14234
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14390
    Jul 10, 2025
  • ପାଦ ତଳି କୁଣ୍ଡାଇ ହେବା ଦେଇଥାଏ କି ସଙ୍କେତ ଜାଣନ୍ତୁ....

    14289
    Jul 08, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15865
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16407
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14054
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15575
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14390
    Jul 10, 2025
  • ଦିଲ୍ଲୀ ଡବଲ ମର୍ଡର ମାମଲାର ପର୍ଦ୍ଦାଫାଶ: ସ୍ତ୍ରୀ ଓ ୩ୟ ସନ୍ତାନକୁ ଗଳାକାଟି ହତ୍ୟା କରିଥିଲା ସ୍ଵାମୀ

    15942
    Jul 10, 2025
  • ରାଜନୀତିରୁ ଅବସର ବୟସକୁ ନେଇ ମୋଦୀଙ୍କୁ କଂଗ୍ରେସର ଟାର୍ଗେଟ

    15446
    Jul 11, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In