Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ ...

  • ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ

  • ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ...

  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

  • ଚରିତ୍ର ଗଠନ, ଦେଶପ୍ରେମ ଓ ...

  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ...

  • ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ

  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ...

  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମମତା କୁଲକର୍ଣ୍ଣୀ କିନ୍ନର ଅଖାଡ଼ାର 'ମହାମଣ୍ଡଳେଶ୍ୱର'

ମମତା କୁଲକର୍ଣ୍ଣୀ କିନ୍ନର ଅଖାଡ଼ାର 'ମହାମଣ୍ଡଳେଶ୍ୱର'

2025-01-25 20:34:32
14648
Share:
Facebook
Twitter
E-Mail
WhatsApp
Telegram
ମମତା କୁଲକର୍ଣ୍ଣୀ କିନ୍ନର ଅଖାଡ଼ାର 'ମହାମଣ୍ଡଳେଶ୍ୱର'

ପୂର୍ବତନ ବଲିଉଡ୍ ଅଭିନେତ୍ରୀ ମମତା କୁଲକର୍ଣ୍ଣୀଙ୍କ ରାଜ୍ୟାଭିଷେକ ଉତ୍ସବ ସହିତ, ତାଙ୍କୁ କିନ୍ନର ଅଖାଡ଼ାର 'ମହାମଣ୍ଡଳେଶ୍ୱର' କରାଯାଇଛି। ସେ ପବିତ୍ର ସଙ୍ଗମରେ ପିଣ୍ଡ ଦାନ କରିଥିବା ଜଣାପଡ଼ିଛି। ମହାମଣ୍ଡଳେଶ୍ୱର ହେବା ପରେ ତାଙ୍କର ନାଁ ପରିବର୍ତ୍ତନ କରାଯାଇଛି। ନୂଆ ନାଁ ରହିଛି ଶ୍ରୀ ୟମାଇ ମମତା ନନ୍ଦଗିରି।

କିନ୍ନର ଆଖଡ଼ାର ଆଚାର୍ଯ୍ୟ ମହାମଣ୍ଡଳେଶ୍ୱର ଲକ୍ଷ୍ମୀ ନାରାୟଣ କହିଛନ୍ତି, କିନ୍ନର ଆଖଡ଼ା ପକ୍ଷରୁ ମମତାଙ୍କୁ ମହାମଣ୍ଡଳେଶ୍ୱର କରାଯାଇଛି। ସିଏ ପୂର୍ବରୁ ଜୁନା ଆଖଡା ମହାମଣ୍ଡଳେଶ୍ୱରଙ୍କଠାରୁ ଦୀକ୍ଷିତ ହୋଇଥିଲେ। ତାଙ୍କ ଗୁରୁଙ୍କ ବ୍ରହ୍ମଲୀନ ପରେ ତାଙ୍କୁ କୌଣସି ଦିଶା ମିଳୁନଥିଲା। ତେଣୁ ସେ ମୋ ସହିତ ଓ କିନ୍ନର ଆଖଡା ଯୋଗାଯୋଗରେ ଆସିଥିଲେ। ଗୁରୁବାର ସେ ଆଖଡ଼ାକୁ ଆସି ସନାତନ ଧର୍ମରେ ପୂର୍ଣ୍ଣ ଭାବେ ଯୋଡ଼ିହେବାକୁ ଚାହିଁଥିଲେ। ସେଥିପାଇଁ ମହାମଣ୍ଡଳେଶ୍ୱର ହେବାକୁ ଆଶା ବ୍ୟକ୍ତ କରିଥିଲେ।

ଏବେ, ମମତା ତାଙ୍କର ଆଧ୍ୟାତ୍ମିକ ଯାତ୍ରା ଏବଂ କିନ୍ନର ଅଖାଡ଼ାର 'ମହାମଣ୍ଡଳେଶ୍ୱର' ହେବା ପରେ ତାଙ୍କ ମୋଟ ସମ୍ପତ୍ତିକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରିପୋର୍ଟ ଅନୁସାରେ, ମମତା କୁଲକର୍ଣ୍ଣୀଙ୍କ ମୋଟ ସମ୍ପତ୍ତି ପ୍ରାୟ ୧୦ ନିୟୁତ ଡଲାର ଅର୍ଥାତ୍ ୮୫ କୋଟି। ବଲିଉଡରେ ତାଙ୍କର କ୍ୟାରିଅର ଗଢ଼ିବା ସମୟରେ ସେ ଏହି ସମ୍ପତ୍ତି ଅର୍ଜନ କରିଥିଲେ।

Powered by Froala Editor

Tags mamata

Related articles Odisha News Lens 4.1

  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

    13622
    Nov 15, 2026
  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ
    ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13632
    Nov 15, 2026
  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ
    ଖେଳ ଖବର

    ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14372
    Nov 15, 2026
  • ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG
    ଦେଶ-ଦେଶାନ୍ତର

    ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG

    14261
    Nov 15, 2026
  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା
    ଦେଶ-ଦେଶାନ୍ତର

    ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା

    14811
    Nov 14, 2026
  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ
    ଦେଶ-ଦେଶାନ୍ତର

    ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14634
    Nov 14, 2026
  • ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ
    ଦେଶ-ଦେଶାନ୍ତର

    ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ

    15623
    Nov 14, 2026
  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ...
    ବାଣିଜ୍ୟ

    ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ...

    13756
    Nov 14, 2026
  • ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ
    ଦେଶ-ଦେଶାନ୍ତର

    ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ

    14248
    Nov 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG

    14261
    Nov 15, 2026
  • ଖେଳ ଖବର

    ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14372
    Nov 15, 2026
  • ଦେଶ-ଦେଶାନ୍ତର

    ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14634
    Nov 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17279
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17982
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17939
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18353
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14490
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14279
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15630
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14417
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14493
    Nov 05, 2026

ବାଣିଜ୍ୟ

ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍


ପୂର୍ବାଞ୍ଚଳର ଆଧ୍ୟାତ୍ମିକ ଜ୍ଞାନ ଓ ଆଧୁନିକ ଶିକ୍ଷାର ସମନ୍ୱୟରେ ଏକ ପରିବର୍ତ୍ତନଶୀଳ ‘ହାଓ ଟୁ ଲିଭ୍’ ପାଠ୍ୟକ୍ରମ; ଜ୍ଞାନୀ, ଦକ୍ଷ, ଆଲୋକପ୍ରାପ୍ତ ଓ ଦାୟିତ୍ୱବାନ ବିଶ୍ୱ ନାଗରିକ ଗଢ଼ିବା ଲକ୍ଷ୍ୟ

କେନ୍ଦୁଝର : ଏହି ଶିଶୁ ଦିବସ ଅବସରରେ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ (UGIS) ...

  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15280
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14366
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15588
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14168
    Nov 04, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

    13622
    Nov 15, 2026
  • ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ

    14248
    Nov 15, 2026
  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14372
    Nov 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In