Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶାରୁ ୪ ଜଣଙ୍କୁ ‘ପଦ୍ମଶ୍ରୀ’

ଓଡ଼ିଶାରୁ ୪ ଜଣଙ୍କୁ ‘ପଦ୍ମଶ୍ରୀ’

2025-01-25 20:35:14
15531
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାରୁ ୪ ଜଣଙ୍କୁ ‘ପଦ୍ମଶ୍ରୀ’

ସାଧାରଣତନ୍ତ୍ର ଦିବସ ଅବସରରେ ଗୃହ ମନ୍ତ୍ରାଳୟ ପକ୍ଷରୁ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। କଳା, ସମାଜସେବା, ଚିକିତ୍ସା, ଶିଳ୍ପ, ସାହିତ୍ୟ, କୀଡ଼ା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୋଟ୍ ୧୩୯ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ସରକାର ପଦ୍ମ ପୁରସ୍କାରରେ ସମ୍ମାନିତ କରିବେ। ଏହି ତାଲିକାରେ ଓଡ଼ିଶାର ୪ ଜଣ ଅଛନ୍ତି। ମେଡିସିନ କ୍ଷେତ୍ରରେ ଓଡ଼ିଶାର ଅଶୋକ ମହାପାତ୍ରଙ୍କୁ ପଦ୍ମଶ୍ରୀ। କଳାରେ ଅଦ୍ବୈତ ଚରଣ ଗଡ଼ନାୟକଙ୍କୁ ପଦ୍ମଶ୍ରୀ। କଳାରେ ଦୁର୍ଗା ଚରଣ ରଣବୀର, ସାହିତ୍ୟ ଓ ଶିକ୍ଷାରେ ପ୍ରତିଭା ଶତପଥୀଙ୍କୁ ପଦ୍ମଶ୍ରୀ ମିଳିଛି।

ମୂର୍ତ୍ତି ନିର୍ମାଣ ପାଇଁ ବିଖ୍ୟାତ ଅଦ୍ବୈତ ଚରଣ ଗଡ଼ନାୟକ ଢେଙ୍କାନାଳ ଜିଲ୍ଲା ନେଉଳାପୋଇ ଗାଁରେ ଜନ୍ମଗ୍ରହଣ କରିଥିଲେ। ସେ ଭୁବନେଶ୍ବରସ୍ଥିତ ବିକେ କଲେଜ୍‌ ଅଫ୍‌ ଆର୍ଟସ ଆଣ୍ଡ କ୍ରାଫ୍‌ଟରୁ ସ୍ନାତକ ଶିକ୍ଷା ପ୍ରାପ୍ତ କରିଥିଲେ। ନୂଆଦିଲ୍ଲୀସ୍ଥିତ କଲେଜ୍‌ ଅଫ୍‌ ଆର୍ଟରୁ ସ୍ନାତକୋତ୍ତର ଡିଗ୍ରି ହାସଲ କରିଥିଲେ। ଇଣ୍ଡିଆ ଗେଟ୍‌ ନିକଟରେ ନେତାଜୀ ସୁଭାଷ ବୋଷ, ନୂଆଦିଲ୍ଲୀର ରାଜଘାଟରେ ସ୍ଥାପିତ ‘ଦାଣ୍ଡି ଯାତ୍ରା’ର କଳାକୃତି ପ୍ରଶଂସନୀୟ ହୋଇପାରିଛି।

ପ୍ରଫେସର (ଡା.) ଅଶୋକ କୁମାର ମହାପାତ୍ର ଶ୍ରୀକ୍ଷେତ୍ର ପୁରୀ ନିକଟ ବ୍ରାହ୍ମଣ ଶାସନରେ ୧୯୫୨ ମସିହା ଡିସେମ୍ବର ୨୯ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ସେ ବ୍ରହ୍ମପୁରସ୍ଥିତ ଏମ୍‌କେସିଜିରୁ ୧୯୭୫ରେ ଏମବିବିଏସ୍‌ରେ ଉତ୍ତୀର୍ଣ୍ଣ ହୋଇଥିଲେ। ୧୯୮୩ରୁ ୨୦୧୭ ଯାଏଁ ସେ ଦିଲ୍ଲୀ ଏମ୍ସରେ ବିଭିନ୍ନ ପଦବଦବିରେ କାମ କରିଥିଲେ।

କେନ୍ଦ୍ର ସାହିତ୍ୟ ପୁରସ୍କାରପ୍ରାପ୍ତ ପ୍ରତିଭା ଶତପଥୀ ୧୯୪୫ ମସିହା ନଭେମ୍ବର ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ। ୧୯୬୨ ମସିହାରେ ତାଙ୍କର ପ୍ରଥମ କବିତା ସଂକଳନ ‘ଆମ କବିତା’ ପ୍ରକାଶ ପାଇଥିଲା। ସେବେ ଠାରୁ ତାଙ୍କର ଅନେକ ଗୁଡ଼ିଏ କବିତା ସଂକଳନ ପ୍ରକାଶିତ ହୋଇଛି। ତାଙ୍କର ପୁସ୍ତକ ହିନ୍ଦୀ ଓ ଇଂରାଜୀରେ ମଧ୍ୟ ଅନୁବାଦ ହୋଇଛି।

ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ଦୁର୍ଗାଚରଣ ରଣବୀରଙ୍କ ପାଖରେ ଦୀର୍ଘ ୨ ଦଶନ୍ଧିରୁ ଅଧିକ ସମୟର ଅଭିଜ୍ଞତା ରହିଛି। ସେ ହେଉଛନ୍ତି ଗୁରୁ ଦେବ ପ୍ରସାଦ ଦାସଙ୍କର ଶିଷ୍ୟ। ସେ ଭୁବନେଶ୍ବର, କଟକ, ନୂଆଦିଲ୍ଲୀ ଓ ଆମେରିକାରେ ଶିକ୍ଷାଦାନ କରିଛନ୍ତି।

ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ମଧ୍ୟରୁ ଗୋଟିଏ ଥିବା ପଦ୍ମ ପୁରସ୍କାର ତିନୋଟି ବର୍ଗ(ପଦ୍ମ ବିଭୂଷଣ, ପଦ୍ମଭୂଷଣ ଏବଂ ପଦ୍ମଶ୍ରୀ)ରେ ପ୍ରଦାନ କରାଯାଏ। କେନ୍ଦ୍ର ସରକାର ପଦ୍ମଶ୍ରୀ ପାଇଁ ୩୦ ଜଣଙ୍କ ନାମ ଘୋଷଣା କରିଛନ୍ତି। ଏହି ପୁରସ୍କାର କଳା, ସାମାଜିକ କାର୍ଯ୍ୟ, ସାର୍ବଜନୀନ ବ୍ୟାପାର, ବିଜ୍ଞାନ, ଇଞ୍ଜିନିୟରିଂ, ବ୍ୟବସାୟ, ଶିଳ୍ପ, ଔଷଧ, ସାହିତ୍ୟ, ଶିକ୍ଷା, କ୍ରୀଡା ଏବଂ ପ୍ରଶାସନିକ ସେବା ଭଳି ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତାକୁ ସ୍ବୀକୃତି ଦେଇଥାଏ।

Powered by Froala Editor

Tags padmashree

Related articles Odisha News Lens 4.1

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15216
    Oct 01, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15667
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14522
    Oct 01, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15110
    Sep 30, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    14876
    Oct 01, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15441
    Oct 01, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14864
    Sep 30, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14968
    Oct 01, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15153
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15667
    Oct 01, 2026
  • ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15110
    Sep 30, 2026
  • ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    15060
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17142
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17831
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17796
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18211
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15253
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14022
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15761
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15328
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14702
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14686
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14388
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14341
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15956
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14968
    Oct 01, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15153
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14864
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In