ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର
କଣ୍ଟାବାଞ୍ଜି: ରେଲୱେ ଟ୍ରାକରୁ ଜଣେ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛି। ମୁରିବାହାଲ ରେଲୱେ ଷ୍ଟେସନ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କ ପରିଚୟ ମିଳିନଥିବାବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।
Powered by Froala Editor