Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ...

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ...

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ...

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ...

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

ବାଣିଜ୍ୟ
Home ›› ବାଣିଜ୍ୟ ››ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

2025-01-28 07:59:45
14954
Share:
Facebook
Twitter
E-Mail
WhatsApp
Telegram
ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

ରୟାଲ ଏନଫିଲ୍ଡର କମ୍ପ୍ୟାକ୍ଟ ଏବଂ ଷ୍ଟାଇଲିସ୍‌ ରୋଡଷ୍ଟର ହଣ୍ଟର ୩୫୦ ନୂଆ ମାଇଲଖୁଣ୍ଟ ସୃଷ୍ଟି କରିଛି ।  ଏହି ମଡେଲ ୫,୦୦,୦୦୦ ବିକ୍ରି ପଞ୍ଜିକରଣ ଅତିକ୍ରମ କରିଛି। ସହରାଞ୍ଚଳ ଭ୍ରମଣକାରୀ ଏବଂ ନୂତନ ଯୁଗର ରାଇଡର୍ସଙ୍କ ପାଇଁ ପ୍ରସ୍ତୁତ ଏହି ମଡେଲ ହଣ୍ଟର ୩୫୦ ରୟାଲ ଏନଫିଲ୍ଡର କୁଲ ଷ୍ଟାଇଲିଂ, ଗତିଶୀଳ ପ୍ରଦର୍ଶନ ଏବଂ ଆଧୁନିକ-ରେଟ୍ରୋ ଯୁବ ରାଇଡର୍ସଙ୍କର ପସନ୍ଦ ପାଲଟିଛି। 

ହଣ୍ଟର ୩୫୦ର ବ୍ୟାପକ ଲୋକପ୍ରିୟତା ଉଭୟ ଭାରତ ଏବଂ ବିଶ୍ୱର ବିଭିନ୍ନ ବଜାରରେ ଏହାର ବିସ୍ତୃତ ଆକର୍ଷଣର ଏକ ପ୍ରମାଣ। ଏ ସମ୍ପର୍କରେ ରୟାଲ ଏନଫିଲ୍ଡର ମୁଖ୍ୟ ବାଣିଜି୍ୟକ ଅଧିକାରୀ ୟଦବିନ୍ଦର ସିଂହ ଗୁଲେରିଆ କହିଛନ୍ତି, ହଣ୍ଟର ୩୫୦ ପ୍ରକୃତରେ ସହରାଞ୍ଚଳ ଏବଂ ଗତିଶୀଳ ପରିବେଶରେ ଯାତ୍ରା କରିବାର ଅର୍ଥକୁ ପୁନଃନିର୍ଦ୍ଧାରଣ କରିଛି। 

୨୦୨୨ ଅଗଷ୍ଟରେ ଏହି ମଡେଲର ଶୁଭାରମ୍ଭ ହୋଇଥିବାବେଳେ ଦ୍ରୁତ ଗତିରେ ଏହାର ବ୍ରିକି ବୃଦ୍ଧି ପାଉଛି। ବ୍ରାଣ୍ଡର ମୋଟରସାଇକେଲ ମଡେଲଗୁଡ଼ିକ ମଧ୍ୟରୁ ଏହା ଅନ୍ୟତମ ହୋଇଥିଲାବେଳେ ସାରା ବିଶ୍ୱରେ ଏହାର ୫୦ ଲକ୍ଷ ସନ୍ତୁଷ୍ଟ ମାଲିକ/ଗ୍ରାହକ ରହିଛନ୍ତି। ଅଳ୍ପ ସମୟ ମଧ୍ୟରେ ୫,୦୦,୦୦୦ ବିକ୍ରି ମାଇଲଖୁଣ୍ଟ ସୃଷ୍ଟି କରି ହଣ୍ଟର ୩୫୦ ପ୍ରତି ଆମ ଗ୍ରାହକଙ୍କ ସୀମାହୀନ ଭଲପାଇବା ପ୍ରତିଫଳନ ପାଲଟିଛି।

Powered by Froala Editor

Tags hunter

Related articles Odisha News Lens 4.1

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15087
    May 27, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14637
    May 27, 2026
  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି
    ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13628
    May 27, 2026
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା
    ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13617
    May 26, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ
    ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14695
    May 27, 2026
  •  ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା
    ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    14936
    May 27, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ
    ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13469
    May 27, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14736
    May 26, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ
    ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15179
    May 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13485
    May 26, 2026
  • ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13469
    May 27, 2026
  • ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13628
    May 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16883
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17505
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17552
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17933
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14695
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14629
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15743
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15034
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14444
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15425
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15167
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15657
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13994
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13485
    May 26, 2026
  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    14936
    May 27, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13469
    May 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In