Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ...

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ...

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

ରାଜ୍ୟ
Home ›› ରାଜ୍ୟ ››ଚିଠି ପ୍ରସ୍ତୁତ କରୁଛୁ, ଖୁବଶୀଘ୍ର ସିବିଆଇକୁ ଦେବୁ: ଦୀପାଳି ଦାସ

ଚିଠି ପ୍ରସ୍ତୁତ କରୁଛୁ, ଖୁବଶୀଘ୍ର ସିବିଆଇକୁ ଦେବୁ: ଦୀପାଳି ଦାସ

2025-01-29 10:18:35
15056
Share:
Facebook
Twitter
E-Mail
WhatsApp
Telegram
ଚିଠି ପ୍ରସ୍ତୁତ କରୁଛୁ, ଖୁବଶୀଘ୍ର ସିବିଆଇକୁ ଦେବୁ: ଦୀପାଳି ଦାସ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ତାଙ୍କ ଝିଅ ଦୀପାଳି ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି । ତାଙ୍କ ବାପାଙ୍କ ହତ୍ୟା ମାମଲାର ତଦନ୍ତ ପାଇଁ ସିବିଆଇକୁ ଚିଠି ଲେଖିବୁ ବୋଲି ଦିପାଳି ଦାସ କହିଛନ୍ତି । ସେ କହିଛନ୍ତି ଯେ ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ଆମେ ଦାବି କରିବୁ । ଏନେଇ ଚିଠି ପ୍ରସ୍ତୁତ କରୁଛୁ, ଖୁବଶୀଘ୍ର ସିବିଆଇକୁ ଦେବୁ । ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଠିକ ଦୁଇବର୍ଷ ତଳେ ଆଜିର ଦିନରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା । 

ପ୍ରକାଶ ଯେ   ନବ ଦାସ ହତ୍ୟାକାଣ୍ଡ ମାମଲାରେ ସିବିଆଇ ତଦନ୍ତ କରିବାକୁ ଝିଅ ଦୀପାଳି ବାରମ୍ବାର ଦାବି କରିଆସୁଛନ୍ତି । ହେଲେ ଲିଖିତ ଆକାରରେ ଦେବାକୁ ବହୁ ବିଜେପି ନେତା କହିଆସୁଥିଲେ ।ସିବିଆଇ ତଦନ୍ତ କରିବାକୁ ଝିଅ ଦୀପାଳି ଦାବି କରିବା ପରେ ଏହାକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଛି।  ମାସେ ହେଲାଣି ନବଙ୍କ ମୃତ୍ୟୁକୁ ନେଇ ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି । ଆଉ ଏହି ସମୟରେ ବଡ ବୟାନ ଦେଇଥିଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କହିଥିଲେ ଏହି ମାମଲାରେ ତଦନ୍ତ ପ୍ରକ୍ରିୟା କଣ ହେବ, ସେ ନେଇ ସରକାର ଆଗକୁ ନିଷ୍ପତ୍ତି ନେବେ, ବିଭିନ୍ନ ତଥ୍ୟ ଗୋଟି ଗୋଟି କରି ସାମ୍ନାକୁ ଆସୁଛି। ସେ ଆହୁରି ମଧ୍ୟ କହିଥିଲେ,  ପୂର୍ବ ସରକାର ସମୟରେ ଭୟର ବାତାବରଣ ଥିବାରୁ ଅନେକ ଲୋକ ମୁହଁ ଖୋଲୁନଥିଲେ, ଏପରିକି ନବ ଦାସଙ୍କ ପରିବାର ଲୋକ ମଧ୍ୟ ମୁହଁ ଖୋଲିବାକୁ ସାହାସ କରୁନଥିଲେ, ସେ ଭୟ ଦୂରେଇ ଯାଇଛି । ତେଣୁ ଅନେକ ତଥ୍ୟ ଧୀରେ ଧୀରେ ସାମ୍ନାକୁ ଆସିବା ଆରମ୍ଭ ହୋଇଛି  ଆଉ ସେହି ସବୁ ତଥ୍ୟକୁ ହୁଏତ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ କରାଯିବ। 

ବିଜେଡି ସରକାର ଥିବା ବେଳେ କ୍ୟାବିନେଟ୍‌ ମନ୍ତ୍ରୀ ଥିଲେ ନବବାବୁ । ସରକାରୀ ଗସ୍ତରେ ଥିବା ବେଳେ ତାଙ୍କ ଉପରକୁ ଗୁଳି ମାଡ଼ ହୋଇଥିଲା । ସଙ୍ଗେ ସଙ୍ଗେ ସେଠାରେ ସେ ଗୁରୁତର ହୋଇପଡିଥିଲେ । ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କୁ ଭର୍ତ୍ତି କରାଯାଇଥିଲା ଚିକିତ୍ସା ଲାଗି । ଡାକ୍ତର ସେଠାରେ ଇସିଜି କରିଥିଲେ..ହେଲେ ସେହି ଇସିଜି ରିପୋର୍ଟକୁ ନେଇ କେଁ ଦେଖାଦେଇଥିଲା । ପରେ ପରେ ତଦନ୍ତଭାର ଯାଇଥିଲା କ୍ରାଇମବ୍ରାଞ୍ଚକୁ । ହେଲେ ବାବୁମାନେ କାହା ଚାପରେ କେମିତି ତଦନ୍ତ କଲେ ଯେ ଘଟଣାର ଦୁଇବର୍ଷ ପୂରିବାକୁ ବସିଲାଣି ହତ୍ୟା ଷଡ଼ଯନ୍ତ୍ରର ମାଷ୍ଟରମାଇଣ୍ଡ କିଏ ଥିଲେ ସେନେଇ କିଛି ଜଣାପଡ଼ିଲା ନାହିଁ । ଖାଲି ଏତିକି ନୁହେଁ ବରଂ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନରେ ବି ଭୁଲ ରିପୋର୍ଟ ଦର୍ଶାଯାଇଥିବା ରିପୋର୍ଟରେ କୁହାଯାଇଛି । ଏହାସହ ଜାଣିଶୁଣି ମାମଲାକୁ ଚପା ଯାଇଥିବା ଅଭିଯୋଗ ହୋଇଛି ।

Powered by Froala Editor

Tags naba das murder case

Related articles Odisha News Lens 4.1

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ
    ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15028
    Nov 07, 2026
  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା
    ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13331
    Nov 07, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14790
    Nov 06, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13843
    Nov 05, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    14249
    Nov 05, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13718
    Nov 07, 2026
  •  ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ
    ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13385
    Nov 07, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13723
    Nov 06, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15206
    Nov 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14790
    Nov 06, 2026
  • ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13718
    Nov 07, 2026
  • ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15028
    Nov 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17259
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17960
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17901
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18321
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13718
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14077
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14885
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15864
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15044
    Oct 27, 2026

ବାଣିଜ୍ୟ

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

ସିଡନୀ :  ସିଡନୀରେ ୪୦୦ରୁ ଅଧିକ ଓଡ଼ିଆ ସମ୍ପ୍ରଦାୟର ସଦସ୍ୟ ଏକତ୍ରିତ ହୋଇ ଦଶହରାକୁ ସ୍ୱାଗତ କରିଥିଲେ ଏବଂ ଫୁଲ ବଉଳ ବେଣୀ ପାଳନ କରିଥିଲେ। ଏହା ଓରିଓଜ୍ ର ଦ୍ୱିବାର୍ଷିକ ସାଂସ୍କୃତିକ ଉତ୍ସବ, ଯାହା ଭବିଷ୍ୟତ ପ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14098
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14155
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14418
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15862
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14790
    Nov 06, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ କୌଣସି କଟକଣା ନାହିଁ: ଇରାନ

    14249
    Nov 05, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15206
    Nov 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In