Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ...

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

Home ›› ››୩୧ରୁ ଫେବୃଆରୀ ୨ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ମୟୂରଭଞ୍ଜ ଉତ୍ସବ

୩୧ରୁ ଫେବୃଆରୀ ୨ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ମୟୂରଭଞ୍ଜ ଉତ୍ସବ

2025-01-30 06:21:51
14646
Share:
Facebook
Twitter
E-Mail
WhatsApp
Telegram
୩୧ରୁ ଫେବୃଆରୀ ୨ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ମୟୂରଭଞ୍ଜ ଉତ୍ସବ

ଭୁବନେଶ୍ୱର: ଜାନୁଆରୀ  ୩୧ରୁ ଫେବୃଆରୀ ୨ ତାରିଖ ପର୍ୟ୍ୟନ୍ତ  ୩ଦିନ ବ୍ୟାପୀ ଭୁବନେଶ୍ୱର ସ୍ଥିତ ଉତ୍କଳ ମଣ୍ଡପଠାରେ ମୟୂରଭଞ୍ଜ ଉତ୍ସବ ଅନୁଷ୍ଠିତ  ହେବ । ମୟୂରଭଞ୍ଜ ସାଂସ୍କୃତିକ ସଂସଦ  ଆନୁଲ୍ୟରେ ମହାସମାରୋହରେ ଏହି ଉତ୍ସବ ଆୟୋଜିତ ହେଉଥିବା ନେଇ ବୁଧବାର ସଂସଦ ପରିସରରେ  ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ  ସୂଚନା ଦିଆଯାଇଛି । ୩୧ ତାରିଖ  ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ  ମାଝୀ ଏହାର ଉଦ୍‌ଘାଟନ କରିବେ । 

ତିନିଦିନ ଧରି ଦର୍ଶକ ମୟୂରଭଞ୍ଜର  କଳା, ସଂସ୍କୃତି, ଐତିହ୍ୟ, ସ୍ଥାପତ୍ୟ,  ବ୍ୟଞ୍ଜନ ଓ ପର୍ୟ୍ୟଟନର ଭରପୂର ମଜା  ଉଠାଇବା ସହିତ ଛଉ, ଝୁମର ନାଚ  ସାଙ୍ଗକୁ ବିଶିଷ୍ଟ ସିନେ କଳାକାରମାନଙ୍କ  ଦ୍ୱାରା ପରିବେଷିତ ରଙ୍ଗାରଙ୍ଗ ସାଂସ୍କୃତିକ  କାର୍ୟ୍ୟକ୍ରମରେ ଝୁମିବେ । ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ୟ୍ୟନ୍ତ କାର୍ୟ୍ୟକ୍ରମ ଚାଲିବ । ଏଥି  ସହ ଫେବୃଆରୀ ୧ ତାରିଖ ଦିନ ୧୦ଟାରୁ  ୨ଟା ପର୍ୟ୍ୟନ୍ତ ମୟୂରଭଞ୍ଜର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ତମ  ଜୟନ୍ତୀ ପାଳନ ହେବ । ଏହି ଅବସରରେ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟର୍ସଠାରେ  ଅନୁଷ୍ଠିତ ସଭାରେ ମୟୂରଭଞ୍ଜର  ମହାରାଜା ଓ ମହାରାଣୀ ଯୋଗଦେବେ । ବିଭିନ୍ନ କ୍ଷେତ୍ରରେ ଓଡ଼ିଶାକୁ ମୟୂରଭଞ୍ଜର  ଅବଦାନ ସମ୍ପର୍କରେ ଆଲୋଚନା ହେବ ବୋଲି ସୂଚନା ଦିଆଯାଇଛି । ସାମ୍ବାଦିକ  ସମ୍ମିଳନୀରେ ଉତ୍ସବ କମିଟିର ଚେୟାରମ୍ୟାନ୍‌ ଡ. ଅରୁଣ କୁମାର ରଥଙ୍କ  ସମେତ ସଂସଦର ସାଧାରଣ ସମ୍ପାଦକ  ଡ. ରଜନୀକାନ୍ତ ବିଶ୍ୱାଳ, ସମ୍ପାଦକ  ବିଶିଷ୍ଟ ସିନେ ଲେଖକ ଚିନ୍ମୟ  ଦାସ ପଟ୍ଟନାୟକ, ସମ୍ପାଦକ ବିଶିଷ୍ଟ  ଉଦ୍ୟୋଗପତି ସ୍ୱରୂପ ରଞ୍ଜନ ଦାସ,  ବରିଷ୍ଠ ସିନେ ନିର୍ଦ୍ଦେଶକ ଗଦାଧର ପୁଟ୍ଟୀ, ବିଶିଷ୍ଟ ଅଭିନେତା ସୁକାନ୍ତ ରଥ,  ଆଗଧାଡ଼ିର ସିନେ ନିର୍ଦ୍ଦେଶକ ତାପସ କୁମାର ସରଘରିଆ ଓ ଅନ୍ୟମାନେ  ଉପସ୍ଥିତ ଥିଲେ । 

Powered by Froala Editor

Tags Cm

Related articles Odisha News Lens 4.1

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13643
    Feb 14, 2026
  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ
    ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13657
    Feb 13, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15117
    Feb 14, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15006
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15180
    Feb 14, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13990
    Feb 13, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14837
    Feb 13, 2026
  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା
    ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14240
    Feb 12, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15575
    Feb 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13657
    Feb 13, 2026
  • ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15710
    Feb 12, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13643
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15117
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15575
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16060
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13997
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14682
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14948
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14458
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16066
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15348
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15575
    Feb 13, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14837
    Feb 13, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15710
    Feb 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In