Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମହାମାରୀ ରୂପ ନେଲାଣି GBS : ପୁଣେ, ମହାରାଷ୍ଟ୍ର ପରେ କୋଲକାତାରେ ୩ ମୃତ୍ୟୁ

ମହାମାରୀ ରୂପ ନେଲାଣି GBS : ପୁଣେ, ମହାରାଷ୍ଟ୍ର ପରେ କୋଲକାତାରେ ୩ ମୃତ୍ୟୁ

2025-01-31 19:57:19
16200
Share:
Facebook
Twitter
E-Mail
WhatsApp
Telegram
ମହାମାରୀ ରୂପ ନେଲାଣି GBS : ପୁଣେ, ମହାରାଷ୍ଟ୍ର ପରେ କୋଲକାତାରେ ୩ ମୃତ୍ୟୁ

GBS ଅର୍ଥାତ ଗୁଇଲେନ ବାରେ ସିଣ୍ଡ୍ରୋମର ଆତଙ୍କ ଏବେ ବୃଦ୍ଧି ପାଇବାରେ ଲାଗିଛି। ଜିବିଏସ୍‌ ଭାଇରସ ମହାମାରୀ ପାଲଟିଛି ବୋଲି କୁହାଯାଉଛି। ମହାରାଷ୍ଟ୍ରରେ ଶୁକ୍ରବାର ଜିବିଏସ୍‌ ଭାଇରସ ଯୋଗୁଁ ଆଉ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ପୁଣେରେ ଏହି ଭାଇରସ ଯୋଗୁଁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି। ସେହିପରି,କୋଲକାତାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି । ଉତ୍ତର ୨୪- ପ୍ରଗଣାର ଜଣେ ୧୦ ବର୍ଷର ବାଳକର କୋଲକାତାର ଡକ୍ଟର ବିସି ରୟ ପୋଷ୍ଟ ଗ୍ରାଜୁଏଟ୍ ଇନଷ୍ଟିଚ୍ୟୁଟ୍ ଅଫ୍ ପେଡିଆଟ୍ରିକ ସାଇନସେସରେ ମୃତ୍ୟୁ ଘଟିଛି । ଏହି ନୂଆ GBS ରୋଗର ସମସ୍ତ ଲକ୍ଷଣ ଏହି ବାଳକ ପାଖରେ ଥିଲା ଡାକ୍ତରଖାନା ସୂତ୍ରରୁ ଜଣାପଡିଛି ।

ମହାରାଷ୍ଟ୍ରରେ ଏହି ଜିବିଏସ୍‌ ଭାଇରସ ଯୋଗୁଁ ଏପର୍ଯ୍ୟନ୍ତ ଚାରି ଜଣଙ୍କର ମୃତ୍ୟୁ ହୋଇସାରିଛି। ପୁଣେରେ ସର୍ବାଧିକ ସଂଖ୍ୟକ ଜିବିଏସ୍‌ ଭାଇରସ ମାମଲା ରହିଛି। ବର୍ତ୍ତମାନ ସୁଦ୍ଧା ପୁଣେରେ ୧୩୦ ଜଣ ଜିବିଏସ୍‌ ଭାଇରସ ରୋଗୀ ଅଛନ୍ତି। ଗୁରୁବାର ପୁଣେରେ ହିଁ ଜଣେ ମହିଳା ଏହି ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିଲେ। ଗୁରୁବାର ଏହି ଭାଇରସ ଯୋଗୁଁ ଦ୍ୱିତୀୟ ମୃତ୍ୟୁ ଘଟିଥିଲା। ଭାଇରସ ଯୋଗୁଁ ପ୍ରଥମ ମୃତ୍ୟୁ ଜଣେ ପୁରୁଷଙ୍କର ହୋଇଥିଲା। 

ସୂଚନାଯୋଗ୍ୟ, ଜିବିଏସ୍‌ର ପୂରା ନାମ Guillain-Barre Syndrome ଅଟେ। ଏହି ଭାଇରସ ପୁଣେରେ ଆତଙ୍କ ସୃଷ୍ଟି କରିଛି। ଏହାର ତାଣ୍ଡବ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଗୁଇଲେନ୍-ବାରେ ସିଣ୍ଡ୍ରୋମ୍ (GBS) ଏକ ବିରଳ ସ୍ନାୟୁଗତ ରୋଗ । ଯାହା ଶରୀରର ସ୍ନାୟୁଗୁଡ଼ିକୁ ଆକ୍ରମଣ କରିଥାଏ । ଫଳରେ ଦୁର୍ବଳ ଅନୁଭବ ହୋଇଥାଏ । ଏଥିରେ ଆକ୍ରାନ୍ତ ହୋଇଥିବା ରୋଗୀ ବେଳେବେଳେ ପକ୍ଷାଘାତ ଭଳି ଭୟଙ୍କର ସମସ୍ୟା ମଧ୍ୟ ସୃଷ୍ଟି ହୋଇଥାଏ । ଜି.ବି.ଏସ. ଏକ ବିରଳ ରୋଗ ହୋଇଥିବା ବେଳେ ଏହା ବ୍ୟାପିବାର ସଠିକ କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ । 

Powered by Froala Editor

Tags GBS

Related articles Odisha News Lens 4.1

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14763
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14474
    Aug 16, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13321
    Aug 16, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14378
    Aug 15, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15597
    Aug 14, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15437
    Aug 15, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14023
    Aug 15, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13819
    Aug 14, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14137
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14023
    Aug 15, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15597
    Aug 14, 2026
  • ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14137
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17032
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17649
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17699
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18098
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13321
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14783
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14562
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14400
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15979
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14240
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14363
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15267
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14639
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15437
    Aug 15, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14474
    Aug 16, 2026
  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14023
    Aug 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In