Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ...

  • ଆହୁରି ୭ ଦିନ ହେବ ଭୟଙ୍କର ଗରମ

  • ବିଜୟ ସରକାରଙ୍କ ଠାରୁ ସମର୍ଥନ ...

  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିହାରରେ ଗଠନ କରାଯିବ ମକାନା ବୋର୍ଡ

ବିହାରରେ ଗଠନ କରାଯିବ ମକାନା ବୋର୍ଡ

2025-02-01 07:01:06
14289
Share:
Facebook
Twitter
E-Mail
WhatsApp
Telegram
ବିହାରରେ ଗଠନ କରାଯିବ ମକାନା ବୋର୍ଡ

ନୂଆଦିଲ୍ଲୀ: ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି । 
ଏହି ଅବସରରେ ସେ କହିଛନ୍ତି ଯେ ଅର୍ଥନୀତିରେ ସମୃଦ୍ଧି ସାରା ବିଶ୍ୱକୁ ଚକିତ କରିଛି । ଗତ ୧୦ ବର୍ଷରେ ଅନେକ ସଂସ୍କାର କରାଯାଇଛି । ଏଥର ବଜେଟରେ ୧୦ଟି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି । ମଧ୍ୟମ ଶ୍ରେଣୀର ଲୋକଙ୍କ ବିକାଶକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ପ୍ରଧାନମନ୍ତ୍ରୀ କୃଷି ଧନ ଜନ ଯୋଜନାକୁ ପ୍ରଥମିକତା ଦିଆଯାଇଛି । କୃଷି ଉପôାଦନ ବୃଦ୍ଧି ଉପରେ ଗୁରୁତ୍ୱ ରହିଛି । ଏହାଦ୍ୱାରା ୧.୭ କୋଟି କୃଷକ ଉପକୃତ ହେବେ । ଏଡିବୁଲ ଅଏଲରେ ଆତ୍ମନିର୍ଭର ହେବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୬ ବର୍ଷିଆ ସ୍କିମ କେନ୍ଦ୍ର ସରକାର ଆରମ୍ଭ କରିବାକୁ ଯାଉଛନ୍ତି । ବିହାରରେ ଏକ ମକାନା ବୋର୍ଡ ଗଠନ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଏହି ମକାନା ବୋର୍ଡ ବିହାର କୃଷକଙ୍କୁ ତାଲିମ ପ୍ରଦାନ କରିବ ।

Powered by Froala Editor

Tags Budget

Related articles Odisha News Lens 4.1

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା
    ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15449
    May 21, 2026
  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...
    ଅପରାଧ

    ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...

    15618
    May 20, 2026
  • ଆହୁରି ୭ ଦିନ ହେବ ଭୟଙ୍କର ଗରମ
    ଦେଶ-ଦେଶାନ୍ତର

    ଆହୁରି ୭ ଦିନ ହେବ ଭୟଙ୍କର ଗରମ

    14554
    May 20, 2026
  • ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)
    ରାଜନୀତି

    ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

    13647
    May 20, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14551
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14707
    May 20, 2026
  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି
    ଦେଶ-ଦେଶାନ୍ତର

    ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    15014
    May 20, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15422
    May 21, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ
    ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14014
    May 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15449
    May 21, 2026
  • ଅପରାଧ

    ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ଗଞ୍ଜେଇ ଟାଣୁଥିଲା

    15618
    May 20, 2026
  • ଦେଶ-ଦେଶାନ୍ତର

    ଆହୁରି ୭ ଦିନ ହେବ ଭୟଙ୍କର ଗରମ

    14554
    May 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16870
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17485
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17536
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17921
    Sep 06, 2023

ବିଶେଷ

  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14064
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14407
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15470
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15079
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15580
    May 14, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15411
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15150
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15642
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13973
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

    13647
    May 20, 2026
  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    15014
    May 20, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15422
    May 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In