Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବଜେଟ: ଏହା କହିଲେ ଅର୍ଥମନ୍ତ୍ରୀ

ବଜେଟ: ଏହା କହିଲେ ଅର୍ଥମନ୍ତ୍ରୀ

2025-02-01 07:30:11
14889
Share:
Facebook
Twitter
E-Mail
WhatsApp
Telegram
ବଜେଟ: ଏହା କହିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି ।
ଏହି ଅବସରରେ ସେ କହିଛନ୍ତି ଯେ ଅର୍ଥନୀତିରେ ସମୃଦ୍ଧି ସାରା ବିଶ୍ୱକୁ ଚକିତ କରିଛି । ଗତ ୧୦ ବର୍ଷରେ ଅନେକ ସଂସ୍କାର କରାଯାଇଛି । ଏଥର ବଜେଟରେ ୧୦ଟି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି । ମଧ୍ୟମ ଶ୍ରେଣୀର ଲୋକଙ୍କ ବିକାଶକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ପ୍ରଧାନମନ୍ତ୍ରୀ କୃଷି ଧନ ଜନ ଯୋଜନାକୁ ପ୍ରଥମିକତା ଦିଆଯାଇଛି । କୃଷି ଉପôାଦନ ବୃଦ୍ଧି ଉପରେ ଗୁରୁତ୍ୱ ରହିଛି । ଏହାଦ୍ୱାରା ୧.୭ କୋଟି କୃଷକ ଉପକୃତ ହେବେ । ଏଡିବୁଲ ଅଏଲରେ ଆତ୍ମନିର୍ଭର ହେବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୬ ବର୍ଷିଆ ସ୍କିମ କେନ୍ଦ୍ର ସରକାର ଆରମ୍ଭ କରିବାକୁ ଯାଉଛନ୍ତି । ବିହାରରେ ଏକ ମକାନା ବୋର୍ଡ ଗଠନ କରାଯିବ ।
ଏହି ମକାନା ବୋର୍ଡ ବିହାର କୃଷକଙ୍କୁ ତାଲିମ ପ୍ରଦାନ କରିବ । ମତ୍ସ୍ୟ ଉପôାଦନରେ ଭାରତ ସାରା ବିଶ୍ୱରେ ଦ୍ୱିତୀୟ । ଟେକ୍ସଟାଇଲ ସେକ୍ଟର ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
ୟୁରିଆ ଉପôାଦନରେ ଦେଶକୁ ଆତ୍ମନିର୍ଭର କରିବୁ ।

ଏମଏସଏମଇ ବିକାଶର ଦ୍ୱିତୀୟ ଇଞ୍ଜିନ । ୭.୫ କୋଟି ଏମଏସଏମଇ କର୍ମଚାରୀଙ୍କ ଉପରେ ଫୋକସ ରହିଛି । ଏମଏସଏମଇ କ୍ଷେତ୍ର ପାଇଁ ଅଧିକ ଋଣ ମଞ୍ଜୁର କରାଯିବ । ଯୁବକଙ୍କୁ ଏମଏସଏମଇ ଦ୍ୱାରା ଅଧିକ ନିଯୁକ୍ତି ଦେଇ ହେବ । ଅଣଚମଡ଼ା ଶିଳ୍ପ ଉପରେ ଏଥଣ ଫୋକସ ରହିବ ।  ଅଣଚମଡ଼ା ଶିଳ୍ପ ଦ୍ୱାରା ୨୨ ଲକ୍ଷ ଉପକୃତ ହେବେ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । 

ପୁଞ୍ଜିନିବେଶ ବିକାଶର ତୃତୀୟ ଇଞ୍ଜିନ । ସକ୍ଷମ ଅଙ୍ଗନବାଡ଼ି ଯୋଜନା ଦ୍ୱାରା ଉପକୃତ ହେବେ ୮କୋଟି ପିଲା  ।୧ କୋଟି ଗର୍ଭବତୀ ଓ ୨୦ ଲକ୍ଷ ଅପପୁଷ୍ଟି ପିଲା ଉପକୃତ ହେବେ । ୧୦ ବର୍ଷରେ ମେଡିକାଲ ସିଟ ୧.୧ ଲକ୍ଷ ବୃଦ୍ଧି ଘଟିଛି । ସବୁ ଜିଲ୍ଲା ହସ୍ପିଟାଲରେ କ୍ୟାନ୍ସର ଚିକିତ୍ସା କେନ୍ଦ୍ର ରହିବ । 

ଏଣିକି ସବୁ ଉଚ୍ଚମାଧ୍ୟମିକ ସ୍କୁଲରେ ବ୍ରଡବ୍ୟାଣ୍ଡ ବ୍ୟବସ୍ଥା ରହିବ । ସେହିଭଳି ଏଆଇ ଶିକ୍ଷାକୁ ପ୍ରୋତ୍ସାହନ ପାଇଁ ୫୦୦ କୋଟିର ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି । 

ମେଡିକାଲ ଶିକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯିବ ।  ଆସନ୍ତା ବର୍ଷ ଆଉ ୧୦ ହଜାର ମେଡିକାଲ ସିଟ ବୃଦ୍ଧି କରାଯିବ । ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର ମେଡିକାଲ ସିଟ ବୃଦ୍ଧି କରାଯିବା ନେଇ ଲକ୍ଷ୍ୟ ରଖାଯାଇଛି । 

ସହରାଞ୍ଚଳ ବିକାଶ ପାଇଁ ୧ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି । ୨୦୨୮ ସୁଦ୍ଧା ଜଳ ଜୀବନ ମିଶନ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ୧୧ ଗିଗା ୱାଟ ପରମାଣୁ ଶକ୍ତି ଉପôାଦନ ନେଇ ମଧ୍ୟ ଲକ୍ଷ୍ୟ ରଖାଯାଇଛି । ନୁ୍ୟକ୍ଲିର ଏନର୍ଜି ମିଶନ ପ୍ରତିଷ୍ଠା କରାଯିବ । ନୁ୍ୟକ୍ଲିର ଏନର୍ଜି ମିଶନ ପାଇଁ ୨୦ ହଜାର କୋଟି ବ୍ୟୟ ବରାଦ କରାଯାଇଛି । କ୍ଷୁଦ୍ର ମଡୁ୍ୟଲାର ରିଆକ୍ଟର ପ୍ରତିଷ୍ଠା କରି ଶକ୍ତି ଉପôାଦନ କରାଯିବ । ପରମାଣୁ ଶକ୍ତି ପାଇଁ ୨୦ ହଜାର କୋଟି ନିବେଶହେବ ।  ମଡିଫାଏଡ ଉଡ଼ାଣ ସ୍ମିମ ଲାଗୁ ହେବ । ଯୋଡ଼ି ହେବେ ଆଉ ୪ କୋଟି ବିମାନ ଯାତ୍ରୀ । ବିହାର ପାଟନାରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପ୍ରତିଷ୍ଠା କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । 

ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ପର୍ଯ୍ୟଟନ ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଉଛି ସୁଧମୁକ୍ତ ଋଣ । ଆଗାମୀ ୫୦ ବର୍ଷ ପାଇଁ ରାଜ୍ୟଗୁଡ଼ିକୁ ସୁଧମୁକ୍ତ ଋଣ ପ୍ରଦାନ କରାଯିବ । ଏହାଛଡ଼ା ଜିଓ ସ୍ପେଶାଲ ମିଶନ ପ୍ରତିଷ୍ଠା କରାଯିବ । ପ୍ରଧାନମନ୍ତ୍ରୀ ଗତିଶକ୍ତି ଯୋଜନା ଜରିଆରେ ଏହାକୁ ପ୍ରତିଷ୍ଠା କରାଯିବ । ବୈଷୟିକ ଶିକ୍ଷା କ୍ଷେତ୍ରରେ ମଧ୍ୟ ୧୦ ହଜାର ଫେଲୋସିପ ଦିଆଯିବ । 

ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ଆୟକର ବିଲ ଆସିବ ବୋଲି କହିଛନ୍ତି । ଆସନ୍ତା ସପ୍ତାହରେ ନୂଆ ଆୟକର ବିଲ ଆସିବ ବୋଲିସେ କହିଛନ୍ତି ।  ବୀମା କ୍ଷେତ୍ରରେ ଏଫଡିଆଇ ୭୫ ପ୍ରତିଶତରୁ ୧୦୦ ପ୍ରତିଶତକୁ ବୃଦ୍ଧି ପାଇଛି । ସେହିପରି ସେ କହିଛନ୍ତି ଯେ ଖେଳନା ତିଆରି ଶିଳ୍ପକୁ ଅଧିକ ଗୁରୁତ୍ୱ ଦିଆଯିବ । ଭାରତ ଖେଳନା ଶିଳ୍ପର ଗ୍ଲୋବାଲ ହବ ହେବ । ଗିଗ ୱାର୍କର୍ସଙ୍କ ପାଇଁ ଆଇଡି କାର୍ଡର ବ୍ୟବସ୍ଥା କରାଯିବ । ସବୁ ଘରକୁ ଟ୍ୟାପ ଯୋଗେ ଜଳଯୋଗାଣ ଲକ୍ଷ୍ୟ ହାସଲ କରାଯାଇଛି । ଏସଏଚଜି ପାଇଁ ଗ୍ରାମୀଣ କ୍ରେଡିଟ କାର୍ଡ ପ୍ରଦାନ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । 

ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ କେଉଁ କେଉଁ ଜିନିଷ ଶସ୍ତା ହେବ ତାହାର ତଥ୍ୟ ମଧ୍ୟ ରଖିଛନ୍ତି । ଏଲଇଡି ଟିଭି ଉପରୁ  କର ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ଏହାଛଡ଼ା ଇଭିରେ ବ୍ୟବହାର ହେଉଥିବା ବ୍ୟାଟେରୀ ଉପରୁ ମଧ୍ୟ କର ହ୍ରାସ କରାଯାଇଛି । ମୋବାଇଲ ବ୍ୟାଟେରୀ, ଚମଡ଼ାଜାତ ଦ୍ରବ୍ୟର ଦର ମଧ୍ୟ କମିବ । ଏହାଛଡ଼ା ଜୀବନ ରକ୍ଷାକାରୀ ଔଷଧ ମଧ୍ୟ ଶସ୍ତା ହେବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । କ୍ୟାନସର ଓ ଅନ୍ୟ ଦୂରାରୋଗ୍ୟ ବ୍ୟାଧି ପାଇଁ ବ୍ୟବହାର ହେଉଥିବା ଔଷଧର ଦାମ ମଧ୍ୟ କମିବ । ୩୬ ପ୍ରକାର ଜୀବନ ରକ୍ଷାକାରୀ ଔଷଧ ଶସ୍ତା ହେବ । ୩୬ ଜୀବନ ରକ୍ଷାକାରୀ ଔଷଧ ଉପରୁ କଷ୍ଟମ ଡୁ୍ୟଟି ସମ୍ପୂର୍ଣ୍ଣ ଛାଡ଼ କରାଯାଇଛି । 

Powered by Froala Editor

Tags Budget

Related articles Odisha News Lens 4.1

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    14064
    Oct 16, 2026
  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ  ଲାଲକୃଷ୍ଣ ଆଡଭାନୀ
    ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    13908
    Oct 17, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13699
    Oct 16, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    13879
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15245
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13482
    Oct 17, 2026
  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ
    ଦେଶ-ଦେଶାନ୍ତର

    ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

    13449
    Oct 17, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    13841
    Oct 17, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13914
    Oct 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13482
    Oct 17, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    13879
    Oct 17, 2026
  • ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14064
    Oct 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17190
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17884
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17831
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18254
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14955
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14644
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14749
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15752
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14425
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14452
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13984
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15103
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15811
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

    13449
    Oct 17, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    13841
    Oct 17, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13699
    Oct 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In