Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 17, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ...

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ...

  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ...

  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ...

  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ...

  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

  • ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କେଉଁ ଜିନିଷ ହେବ ଶସ୍ତା ଜାଣନ୍ତୁ ?

କେଉଁ ଜିନିଷ ହେବ ଶସ୍ତା ଜାଣନ୍ତୁ ?

2025-02-01 08:17:26
15835
Share:
Facebook
Twitter
E-Mail
WhatsApp
Telegram
କେଉଁ ଜିନିଷ ହେବ ଶସ୍ତା ଜାଣନ୍ତୁ ?

ନୂଆଦିଲ୍ଲୀ: ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି । 
ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ କେଉଁ କେଉଁ ଜିନିଷ ଶସ୍ତା ହେବ ତାହାର ତଥ୍ୟ ମଧ୍ୟ ରଖିଛନ୍ତି । ଏଲଇଡି ଟିଭି ଉପରୁ  କର ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ଏହାଛଡ଼ା ଇଭିରେ ବ୍ୟବହାର ହେଉଥିବା ବ୍ୟାଟେରୀ ଉପରୁ ମଧ୍ୟ କର ହ୍ରାସ କରାଯାଇଛି । ମୋବାଇଲ ବ୍ୟାଟେରୀ, ଚମଡ଼ାଜାତ ଦ୍ରବ୍ୟର ଦର ମଧ୍ୟ କମିବ । ଏହାଛଡ଼ା ଜୀବନ ରକ୍ଷାକାରୀ ଔଷଧ ମଧ୍ୟ ଶସ୍ତା ହେବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । କ୍ୟାନସର ଓ ଅନ୍ୟ ଦୂରାରୋଗ୍ୟ ବ୍ୟାଧି ପାଇଁ ବ୍ୟବହାର ହେଉଥିବା ଔଷଧର ଦାମ ମଧ୍ୟ କମିବ । ୩୬ ପ୍ରକାର ଜୀବନ ରକ୍ଷାକାରୀ ଔଷଧ ଶସ୍ତା ହେବ । ୩୬ ଜୀବନ ରକ୍ଷାକାରୀ ଔଷଧ ଉପରୁ କଷ୍ଟମ ଡୁ୍ୟଟି ସମ୍ପୂର୍ଣ୍ଣ ଛାଡ଼ କରାଯାଇଛି । 
ସେହିପରି ଆସନ୍ତା ସପ୍ତାହରେ ନୂଆ ଆୟକର ବିଲ ଆସିବ ବୋଲିସେ କହିଛନ୍ତି ।  ବୀମା କ୍ଷେତ୍ରରେ ଏଫଡିଆଇ ୭୫ ପ୍ରତିଶତରୁ ୧୦୦ ପ୍ରତିଶତକୁ ବୃଦ୍ଧି ପାଇଛି । ସେହିପରି ସେ କହିଛନ୍ତି ଯେ ଖେଳନା ତିଆରି ଶିଳ୍ପକୁ ଅଧିକ ଗୁରୁତ୍ୱ ଦିଆଯିବ । ଭାରତ ଖେଳନା ଶିଳ୍ପର ଗ୍ଲୋବାଲ ହବ ହେବ । ଗିଗ ୱାର୍କର୍ସଙ୍କ ପାଇଁ ଆଇଡି କାର୍ଡର ବ୍ୟବସ୍ଥା କରାଯିବ । ସବୁ ଘରକୁ ଟ୍ୟାପ ଯୋଗେ ଜଳଯୋଗାଣ ଲକ୍ଷ୍ୟ ହାସଲ କରାଯାଇଛି । ଏସଏଚଜି ପାଇଁ ଗ୍ରାମୀଣ କ୍ରେଡିଟ କାର୍ଡ ପ୍ରଦାନ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । 
ଏହାଛଡ଼ା ସେ କହିଛନ୍ତି ଯେ ଆଗାମୀ ୫୦ ବର୍ଷ ପାଇଁ ରାଜ୍ୟଗୁଡ଼ିକୁ ସୁଧମୁକ୍ତ ଋଣ ପ୍ରଦାନ କରାଯିବ । ଏହାଛଡ଼ା ଜିଓ ସ୍ପେଶାଲ ମିଶନ ପ୍ରତିଷ୍ଠା କରାଯିବ । ପ୍ରଧାନମନ୍ତ୍ରୀ ଗତିଶକ୍ତି ଯୋଜନା ଜରିଆରେ ଏହାକୁ ପ୍ରତିଷ୍ଠା କରାଯିବ । ବୈଷୟିକ ଶିକ୍ଷା କ୍ଷେତ୍ରରେ ମଧ୍ୟ ୧୦ ହଜାର ଫେଲୋସିପ ଦିଆଯିବ । 
ସେହିପରି ପର୍ଯ୍ୟଟନ ବିକାଶ ପାଇଁ ୨୦ ହଜାର କୋଟି ବ୍ୟୟବରାଦ କରାଯାଇଛି । ଡେଷ୍ଟିନେସନ ଟୁରିଜିମକୁ ଅଧିକ ଗୁରୁତ୍ୱ ଦିଆଯିବ ।  ୫୦ଟି ଟୁରିଷ୍ଟ ସାଇଟର ବିକାଶ କରାଯିବ । ମେଡିକାଲ ଟୁରିଜିମକୁ ଅଧିକ ଗୁରୁତ୍ୱ ଦିଆଯିବ । 
ସେହିପରି ସହରାଞ୍ଚଳ ବିକାଶ ପାଇଁ ୧ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି । ୨୦୨୮ ସୁଦ୍ଧା ଜଳ ଜୀବନ ମିଶନ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ୧୧ ଗିଗା ୱାଟ ପରମାଣୁ ଶକ୍ତି ଉପôାଦନ ନେଇ ମଧ୍ୟ ଲକ୍ଷ୍ୟ ରଖାଯାଇଛି । ନୁ୍ୟକ୍ଲିର ଏନର୍ଜି ମିଶନ ପ୍ରତିଷ୍ଠା କରାଯିବ । ନୁ୍ୟକ୍ଲିର ଏନର୍ଜି ମିଶନ ପାଇଁ ୨୦ ହଜାର କୋଟି ବ୍ୟୟ ବରାଦ କରାଯାଇଛି । କ୍ଷୁଦ୍ର ମଡୁ୍ୟଲାର ରିଆକ୍ଟର ପ୍ରତିଷ୍ଠା କରି ଶକ୍ତି ଉପôାଦନ କରାଯିବ । ପରମାଣୁ ଶକ୍ତି ପାଇଁ ୨୦ ହଜାର କୋଟି ନିବେଶହେବ । ମଡିଫାଏଡ ଉଡ଼ାଣ ସ୍ମିମ ଲାଗୁ ହେବ । ଯୋଡ଼ି ହେବେ ଆଉ ୪ କୋଟି ବିମାନ ଯାତ୍ରୀ । ବିହାର ପାଟନାରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପ୍ରତିଷ୍ଠା କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

Powered by Froala Editor

Tags Budget

Related articles Odisha News Lens 4.1

  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି
    ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15358
    Jun 17, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14721
    Jun 16, 2025
  •  ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ
    ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14711
    Jun 16, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15731
    Jun 16, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14537
    Jun 16, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...
    ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...

    13369
    Jun 17, 2025
  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ
    ଦେଶ-ଦେଶାନ୍ତର

    ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13657
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14402
    Jun 16, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ
    ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14175
    Jun 17, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14175
    Jun 17, 2025
  • ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15731
    Jun 16, 2025
  • ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15358
    Jun 17, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16966
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15494
    Apr 03, 2021

ବିଶେଷ

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14175
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15358
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15731
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14402
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14724
    Jun 13, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15372
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14482
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15703
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16333
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14721
    Jun 16, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15731
    Jun 16, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15358
    Jun 17, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In