Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ ...

  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ...

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ...

  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

ରାଜ୍ୟ
Home ›› ରାଜ୍ୟ ››ଚାଷୀଙ୍କ ପାଇଁ ବଡ଼ ଘୋଷଣା: କିସାନ୍ କ୍ରେଡିଟ୍ କାର୍ଡର ଲିମିଟ୍ ବୃଦ୍ଧି

ଚାଷୀଙ୍କ ପାଇଁ ବଡ଼ ଘୋଷଣା: କିସାନ୍ କ୍ରେଡିଟ୍ କାର୍ଡର ଲିମିଟ୍ ବୃଦ୍ଧି

2025-02-01 09:42:00
14764
Share:
Facebook
Twitter
E-Mail
WhatsApp
Telegram
ଚାଷୀଙ୍କ ପାଇଁ ବଡ଼ ଘୋଷଣା: କିସାନ୍ କ୍ରେଡିଟ୍ କାର୍ଡର ଲିମିଟ୍ ବୃଦ୍ଧି

ନୂଆଦିଲ୍ଲୀ:ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି ।   ବଜେଟରେ ଚାଷୀଙ୍କ ପାଇଁ ବଡ଼ ଘୋଷଣା । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ବଜେଟ୍ ଉପସ୍ଥାପନ କରି ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନାର ଘୋଷଣା କରିବା ସହିତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କିସାନ୍ କ୍ରେଡିଟ୍ କାର୍ଡର ଲିମିଟ୍ ମଧ୍ୟ କେନ୍ଦ୍ର ସରକାର ବୃଦ୍ଧି କରିଥିବା ନେଇ ଘୋଷଣା କରିଛନ୍ତି । ପୂର୍ବରୁ ଏହା ୩ ଲକ୍ଷ ଟଙ୍କା ରହିଥିବାବେଳେ, ଏବେ ଏହାକୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଅର୍ଥମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ବଜେଟ୍ ବିକାଶକୁ ନୂଆ ଦିଗ ଦେବ । ସମସ୍ତଙ୍କ ବିକାଶ, ମଧ୍ୟବିତ୍ତଙ୍କ କ୍ଷମତା ବୃଦ୍ଧି କରିବାକୁ ଏହି ବଜେଟ୍ ସମର୍ପିତ । ଯୁବ ଚାଷୀ, ଗ୍ରାମୀଣ ମହିଳା ଏବଂ ଛୋଟ ଛୋଟ ଚାଷୀଙ୍କ ଉପରେ ଏହି ବଜେଟରେ ଫୋକସ୍ କରାଯାଇଛି । ତେବେ ପ୍ରଧାନମନ୍ତ୍ରୀ ଧନଧ୍ୟାନ ଯୋଜନାକୁ ରାଜ୍ୟ ସରକାରଙ୍କ ସହ ମିଶି ଚଲାଇବେ କେନ୍ଦ୍ର ସରକାର । ଯାହାର ଫାଇଦା ୧.୭ କୋଟି ଚାଷୀଙ୍କୁ ମିଳିପାରିବ । ପ୍ରଥମ ପର୍ୟ୍ୟାୟରେ ୧୦୦ଟି ବିକାଶଶୀଳ କୃଷି ଜିଲ୍ଲାକୁ ଏଥିରେ ସାମିଲ କରାଯିବ ।

Powered by Froala Editor

Tags Budget

Related articles Odisha News Lens 4.1

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...

    14614
    Jan 22, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13774
    Jan 21, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15446
    Jan 22, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15856
    Jan 22, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14723
    Jan 21, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13683
    Jan 22, 2026
  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ
    ଦେଶ-ଦେଶାନ୍ତର

    ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ

    15325
    Jan 23, 2026
  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି  ବିଦ୍ୟାଦାତ୍ରୀ ମା’ ସରସ୍ୱତୀ
    ବିଶେଷ

    ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14875
    Jan 23, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15521
    Jan 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14875
    Jan 23, 2026
  • ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା ...

    14614
    Jan 22, 2026
  • ଦେଶ-ଦେଶାନ୍ତର

    ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ

    15325
    Jan 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17313
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14875
    Jan 23, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ

    15521
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    16122
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15765
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16423
    Jan 16, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14542
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ମାଡ୍ରାସ ହାଇକୋର୍ଟ

    15446
    Jan 22, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13683
    Jan 22, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ

    15856
    Jan 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In