Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨୦ ହଜାର କୋଟିରେ ପ୍ରତିଷ୍ଠା କରାଯିବ ନ୍ୟୁକ୍ଲିୟର ଏନର୍ଜି ମିଶନ

୨୦ ହଜାର କୋଟିରେ ପ୍ରତିଷ୍ଠା କରାଯିବ ନ୍ୟୁକ୍ଲିୟର ଏନର୍ଜି ମିଶନ

2025-02-01 20:11:07
14775
Share:
Facebook
Twitter
E-Mail
WhatsApp
Telegram
୨୦ ହଜାର କୋଟିରେ ପ୍ରତିଷ୍ଠା କରାଯିବ ନ୍ୟୁକ୍ଲିୟର ଏନର୍ଜି ମିଶନ

ସଂସଦରେ ୨୦୨୫ର ସାଧାରଣ ବଜେଟ ଉପସ୍ଥାପନ କରୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।  ଏଥର  ବଜେଟ୍ ରେ ପାରମାଣବିକ ଶକ୍ତି ଉତ୍ପାଦନକୁ ଗୁରୁତ୍ଵାରୋପ ଦିଆଯାଇଛି। ଅର୍ଥମନ୍ତ୍ରୀ ତାଙ୍କ ଭାଷଣରେ କହିଥିଲେ ଯେ ସରକାର ସମସ୍ତଙ୍କ ବିକାଶ ଉପରେ ଧ୍ୟାନ ଦେଉଛନ୍ତି। ସମସ୍ତ ପ୍ରମୁଖ ଅର୍ଥନୀତି ମଧ୍ୟରେ ଆମର ଅର୍ଥନୀତି ସବୁଠାରୁ ଦ୍ରୁତ ଗତିରେ ଅଭିବୃଦ୍ଧି କରୁଛି। ଗତ ୧୦ ବର୍ଷ ମଧ୍ୟରେ ଆମର ଅଭିବୃଦ୍ଧି ଟ୍ରାକ ରେକର୍ଡ ଏବଂ ସାଂରଚନିକ ସଂସ୍କାର ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି।

ସେ କହିଥିଲେ ଯେ ଭାରତରେ ନ୍ୟୁକ୍ଲିୟର ଏନର୍ଜି ମିଶନ ପ୍ରତିଷ୍ଠା କରାଯିବ । ଏହି ମିଶନ ପାଇଁ ୨୦ ହଜାର କୋଟି ବ୍ୟୟବରାଦ କରାଯାଇଛି। କ୍ଷୁଦ୍ର ମଡ୍ୟୁଲାର୍ ରିଆକ୍ଟର ପ୍ରତିଷ୍ଠା କରି ଶକ୍ତି ଉତ୍ପାଦନ କରାଯିବ।

ନିର୍ମଳା ସୀତାରରମନ୍‌ ଭାଷଣରେ କହିଥିଲେ ଯେ ଆମର ଧ୍ୟାନ ‘ଜ୍ଞାନ’ ଉପରେ। ଯାହାର ଅର୍ଥ – ଗରିବ, ଯୁବକ, ଖାଦ୍ୟ ଯୋଗାଣକାରୀ ଏବଂ ମହିଳା ଶକ୍ତି। ସେ କହିଥିଲେ ଯେ ଭାରତର ସାମର୍ଥ୍ୟ ଏବଂ କ୍ଷମତା ଉପରେ ବିଶ୍ୱର ବିଶ୍ୱାସ ବୃଦ୍ଧି ପାଇଛି। 

Powered by Froala Editor

Tags nuclear

Related articles Odisha News Lens 4.1

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15500
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15528
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13882
    Oct 09, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15645
    Oct 09, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14558
    Oct 09, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13974
    Oct 09, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13926
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15217
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14676
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15528
    Oct 08, 2026
  • ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13974
    Oct 09, 2026
  • ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13882
    Oct 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17164
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17855
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17813
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18230
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14451
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14558
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15567
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14239
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15977
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15528
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14813
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15528
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14016
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପରଲୋକରେ ଅଭିନେତା ନାନା ପାଟେକର

    15217
    Oct 08, 2026
  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13926
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15120
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In