Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ ...

  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ...

  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ ...

  • ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ

  • ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ...

  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

ମନୋରଞ୍ଜନ
Home ›› ମନୋରଞ୍ଜନ ››ଲାଇଭ୍ ସୋରେ ମହିଳାଙ୍କୁ ଲିପ୍‌କିସ୍ କଲେ ଉଦିତ୍‌

ଲାଇଭ୍ ସୋରେ ମହିଳାଙ୍କୁ ଲିପ୍‌କିସ୍ କଲେ ଉଦିତ୍‌

2025-02-01 20:12:57
17247
Share:
Facebook
Twitter
E-Mail
WhatsApp
Telegram
ଲାଇଭ୍ ସୋରେ ମହିଳାଙ୍କୁ ଲିପ୍‌କିସ୍ କଲେ ଉଦିତ୍‌

ବଲିଉଡର ଜଣାଶୁଣା କଣ୍ଠଶିଳ୍ପୀ ଉଦିତ୍ ନାରାୟଣ ଜଣେ ମହିଳା ପ୍ରଶଂସକଙ୍କ ଓଠକୁ ଚୁମ୍ବନ ଦେଉଥିବା ସାମ୍ନାକୁ ଆସିଛି। ଏଥିପାଇଁ ଏବେ ତାଙ୍କୁ ଟ୍ରୋଲ କରାଯାଉଛି। ଏ ଭିଡିଓ ଏକ୍ସରେ ଖୁବ୍ ଭାଇରାଲ ହେବାରେ ଲାଗିଛି । ଯାହା ପାଇଁ ସୋସିଆଲ ମିଡିଆ ୟୁଜର୍ସ ଉଦିତଙ୍କ କାର୍ଯ୍ୟକୁ ନେଇ ତାଙ୍କୁ ସମାଲୋଚନା କରିବା ଆରମ୍ଭ କରିଛନ୍ତି ।

ଭାଇରାଲ ହେଉଥିବା ଭିଡିଓରେ ଉଦିତ୍ ନାରାୟଣ ଷ୍ଟେଜରେ 'ଟିପ୍ ଟିପ୍ ବରସା ପାଣି' ଗୀତ ଗାଉଥିଲେ । ଜଣ ଜଣ କରି ମହିଳା ଫ୍ୟାନ୍ ତାଙ୍କ ପାଖକୁ ସେଲଫି ନେବାକୁ ଆସିଥିଲେ । ପ୍ରାୟ ସବୁ ମହିଳାଙ୍କ ଗାଲକୁ ଉଦିତ୍ କିସ୍ କରୁଥିବା ଦେଖାଯାଇଥିଲା । ଭାଇରାଲ ଭିଡିଓ ମୁତାବକ କଳାଡ୍ରେସ୍ ପିନ୍ଧିଥିବାଜୟ ଜଣେ ମହିଳା ଉଦିତଙ୍କ ପାଖକୁ ସେଲଫି ନେବାକୁ ଆସିଥିଲେ । ଠିକ୍ ସେତିକିବେଳେ ମହିଳା ଜଣକ ଉଦିତଙ୍କ ଗାଲକୁ କିସ୍ କରିଥିଲେ । ଏହାପରେ ସଙ୍ଗେ ସଙ୍ଗେ ଉଦିତ ନାରାୟଣ ମହିଳାଙ୍କ ଓଠକୁ ଚୁମ୍ବନ ଦେଇଥିବାର ଦେଖିବାକୁ ମିଳୁଛି । ଏହା ଦେଖି ମହିଳା ଆଶ୍ଚର୍ଯ୍ୟ ହୋଇଯାଇଥିବା ବେଳେ ଉପସ୍ଥିତ ଲୋକେ ଜୋରରେ ପାଟି କରୁଛନ୍ତି। ଏଥିପାଇଁ ଏବେ ତାଙ୍କୁ ଟ୍ରୋଲ କରାଯାଉଛି।

ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ ସୋସିଆଲ ମିଡିଆ ୟୁଜର୍ସ ଉଦିତଙ୍କ କାର୍ଯ୍ୟକୁ ନିନ୍ଦା କରିଛନ୍ତି ।

Powered by Froala Editor

Tags udit

Related articles Odisha News Lens 4.1

  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ
    ମନୋରଞ୍ଜନ

    ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14403
    Nov 16, 2026
  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ
    ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13803
    Nov 15, 2026
  • ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ
    ଦେଶ-ଦେଶାନ୍ତର

    ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ

    14416
    Nov 15, 2026
  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ
    ଦେଶ-ଦେଶାନ୍ତର

    ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15005
    Nov 16, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା
    ବାଣିଜ୍ୟ

    ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13640
    Nov 16, 2026
  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ
    ଖେଳ ଖବର

    ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14535
    Nov 15, 2026
  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    14998
    Nov 16, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15128
    Nov 16, 2026
  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

    13800
    Nov 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15005
    Nov 16, 2026
  • ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

    13800
    Nov 15, 2026
  • ଦେଶ-ଦେଶାନ୍ତର

    ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG

    14430
    Nov 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17284
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17986
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17942
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18357
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14652
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14312
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15652
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14439
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14514
    Nov 05, 2026

ବାଣିଜ୍ୟ

୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

ବିବାହ ଋତୁ ଆରମ୍ଭ ହେବାକୁ ଥିବା ବେଳେ ପୁଣି ସୁନା ଓ ରୁପା ଦରରେ ହ୍ରାସ ଦେଖିବାକୁ ମିଳିଛି।  ବିଶେଷ କରି ରୁପା ଦରରେ ଅଧିକ ହ୍ରାସ ରେକର୍ଡ କରାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୋମବାର ସକାଳ ପ୍ରାୟ ୯ଟା ୧୩ ସୁଦ୍ଧା ସୁନା ଦର ୧୦ ଗ୍ରାମ ପିଛା ୧,୩୬,୨୨୦ ଟଙ୍କାରେ କାରବାର କରୁଥିଲା। 

୨୪ କ୍ୟାରେଟ ...

  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    13897
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15419
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14373
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15592
    Nov 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13803
    Nov 15, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14403
    Nov 16, 2026
  • ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ

    14416
    Nov 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In