Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ...

  • ଅବସର ଏକ ଭାବପ୍ରବଣ ମୁହୂର୍ତ୍ତ: ମୋଦୀ

  • ‘ବଙ୍କର-ବଷ୍ଟର’ ବୋମା ମାଡ଼ରେ ମିସାଇଲ ...

  • ଚାର୍ଜ ପଏଣ୍ଟରେ ବିସ୍ଫୋରଣ: ୬ ମୃତ

  • ମୋତେ ବହିଷ୍କାର ପରେ ଝିଅକୁ କୌଣସି ...

  • ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ...

  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ...

  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

  • ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ...

  • ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!

Home ›› ››ବାରବାଟୀରେ ଦିନିକିଆ ମ୍ୟାଚ୍‌, ଆଜିଠାରୁ ଅନ୍‌ଲାଇନ୍‌ ଟିକଟ ବୁକିଂ

ବାରବାଟୀରେ ଦିନିକିଆ ମ୍ୟାଚ୍‌, ଆଜିଠାରୁ ଅନ୍‌ଲାଇନ୍‌ ଟିକଟ ବୁକିଂ

2025-02-02 07:03:19
14807
Share:
Facebook
Twitter
E-Mail
WhatsApp
Telegram
ବାରବାଟୀରେ ଦିନିକିଆ ମ୍ୟାଚ୍‌, ଆଜିଠାରୁ ଅନ୍‌ଲାଇନ୍‌ ଟିକଟ ବୁକିଂ

କଟକ: ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମ୍‌ରେ ଭାରତ-ଇଂଲଣ୍ଡ ୨ୟ ଦିନିକିଆ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଅନ୍‌ଲାଇନ ଟିକଟ ବୁକିଂ ରବିବାର ଅପରାହ୍‌ଣ ୪ଟାରୁ ଆରମ୍ଭ ହେବ। ଆୟୋଜକ ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍ (ଓସିଏ) ସୂତ୍ରରୁ ପ୍ରକାଶ ଯେ ମୋଟ ୪୦୦୦ ଟିକଟ ଅନ୍‌ଲାଇନରେ ବିକ୍ରି କରାଯିବ। ଏଥିରେ ଅଛି ଗ୍ୟାଲେରୀ ନଂ୨ ଓ ୪ (୯୦୦ ଟଙ୍କା), ଗ୍ୟାଲେରୀ ୭ (୭୦୦ ଟଙ୍କା), ସ୍ପେଶିଆଲ ଏନ୍‌କ୍ଲୋଜର (୬୦୦୦ ଟଙ୍କା), ଏସି ଗ୍ୟାଲେରୀ ବକ୍ସ (୮୦୦୦ ଟଙ୍କା) ଓ ନ୍ୟୁ ପାଭିଲିଅନ୍‌ (୧୦୦୦୦ ଟଙ୍କା)।

ତେବେ କ୍ରିକେଟପ୍ରେମୀ କିପରି ଅନ୍‌ଲାଇନ୍‌ ଟିକଟ ବୁକିଂ କରିବେ; ଆସନ୍ତୁ ଜାଣିବା।
ଟିକଟ କିଣିବା ପାଇଁ ପ୍ରଥମେ ଡିଷ୍ଟ୍ରିକ୍ଟ (District) ଆପ୍‌ ଡାଉନ୍‌ଲୋଡ୍‌ କରିବେ କିମ୍ବା ଡିଷ୍ଟ୍ରିକ୍ଟ.ଇନ୍‌ ୱେବ୍‌ସାଇଟ୍‌କୁ ଯିବେ। ରବିବାର ଅପରାହ୍ଣ ୪ଟା ପରେ ଉକ୍ତ ଆପ୍‌ ବା ୱେବ୍‌ସାଇଟ୍‌ରେ ବାରବାଟୀ ଦିନିକିଆ ମ୍ୟାଚ୍‌ର ବ୍ୟାନର ଦେଖାଯିବ। ଏଥି‌େ‌ର କ୍ଲିକ୍‌ କଲେ ‘ବୁକ୍‌ ଟିକେଟ୍‌ସ’ ଲେଖାଥିବା ମିଳିବ। ଏଥିରେ କ୍ଲିକ୍‌ କରିବା ପରେ ‘ବାୟ ନାଓ’ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବେ। ପୁଣି ଏଥିରେ କ୍ଲିକ୍‌ କରିବା ପରେ ଷ୍ଟାଡିୟମ୍‌ର ଲେଆଉଟ୍‌ ଦେଖାଯିବ। ଏଥିରେ ଆସନ ବାଛିବା ପରେ ‘ଚୁଜ୍‌ ଟିକେଟ୍‌ସ’ ଦେଖାଯିବ। ପରେ ସେମାନେ ଟିକଟ ସଂଖ୍ୟା ଦର୍ଶାଇବେ।

ସୂଚନାଯୋଗ୍ୟ; ଜଣେ ସର୍ବାଧିକ ୨ଟି ଟିକଟ ବୁକିଂ କରିପାରିବେ। ଏହାପରେ କେଉଁଠାରୁ ଟିକଟ ସଂଗ୍ରହ କରିବେ; ତାହା ମଧ୍ୟ ବାଛିବାକୁ ପଡ଼ିବ। ପରେ ଦେୟ ପୈଠ ପୃଷ୍ଠାରେ ସେମାନେ ପହଞ୍ଚିବେ। ୧୦ ମିନିଟ ମଧ୍ୟରେ ଦେୟ ପୈଠ କରିବାକୁ ହେବ। ଏଥିରେ ଏକାଧିକ ପ୍ରକାର (ୟୁପିଆଇ, ନେଟ୍‌ ବ୍ୟାଙ୍କିଙ୍ଗ୍‌ ଓ କାର୍ଡ) ଦୈୟ ପୈଠ ବ୍ୟବସ୍ଥା ରହିଛି। କେବଳ ଆନ୍ତର୍ଜାତିକ କ୍ରେଡିଟ୍‌ କାର୍ଡ ଗ୍ରହଣୀୟ ହେବ। ଦେୟ ପୈଠ ପରେ କ୍ରେତାଙ୍କୁ ସେମାନଙ୍କ ଆପ୍‌ରେ ଓ ଇ-ମେଲ୍‌ରେ ସୂଚନା ମିଳିବ। ଇ-ମେଲ୍‌ରେ ଥିବା କ୍ବୁଆର୍‌ କୋଡ୍‌ ଦେଖାଇ ଫେବୃଆରୀ ୭ରୁ ୯ ମଧ୍ୟ‌େ‌ର କଟକର କେମ୍ବ୍ରିଜ୍‌ ସ୍କୁଲ୍‌ ଓ ଭୁବନେଶ୍ବର କିଟ୍‌ର ଦୂତି ଚାନ୍ଦ ଷ୍ଟାଡିୟମ୍‌ରେ ମ୍ୟାଚ୍‌ ଟିକଟ ହାସଲ କରିହେବ।

Powered by Froala Editor

Tags Match

Related articles Odisha News Lens 4.1

  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍
    ଦେଶ-ଦେଶାନ୍ତର

    ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍

    15170
    Mar 17, 2026
  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ
    ଦେଶ-ଦେଶାନ୍ତର

    ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

    14709
    Mar 17, 2026
  • ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ଚାର୍ଜ
    ଦେଶ-ଦେଶାନ୍ତର

    ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ଚାର୍ଜ

    14929
    Mar 17, 2026
  • ଅବସର ଏକ ଭାବପ୍ରବଣ ମୁହୂର୍ତ୍ତ: ମୋଦୀ
    ଦେଶ-ଦେଶାନ୍ତର

    ଅବସର ଏକ ଭାବପ୍ରବଣ ମୁହୂର୍ତ୍ତ: ମୋଦୀ

    14222
    Mar 18, 2026
  • ଚାର୍ଜ ପଏଣ୍ଟରେ ବିସ୍ଫୋରଣ: ୬ ମୃତ
    ଦେଶ-ଦେଶାନ୍ତର

    ଚାର୍ଜ ପଏଣ୍ଟରେ ବିସ୍ଫୋରଣ: ୬ ମୃତ

    13348
    Mar 18, 2026
  • ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ
    ରାଜନୀତି

    ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ

    13340
    Mar 17, 2026
  •  ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ
    ବିଶେଷ

    ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    14952
    Mar 18, 2026
  • ଅସ୍କାର-୨୦୨୬:
    ଦେଶ-ଦେଶାନ୍ତର

    ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ଆନାଦର' ଶ୍ରେଷ୍ଠ ଫିଲ୍ମ

    14898
    Mar 17, 2026
  • ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!
    ମନୋରଞ୍ଜନ

    ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!

    15151
    Mar 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅବସର ଏକ ଭାବପ୍ରବଣ ମୁହୂର୍ତ୍ତ: ମୋଦୀ

    14222
    Mar 18, 2026
  • ଦେଶ-ଦେଶାନ୍ତର

    ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍

    15170
    Mar 17, 2026
  • ଦେଶ-ଦେଶାନ୍ତର

    ‘ବଙ୍କର-ବଷ୍ଟର’ ବୋମା ମାଡ଼ରେ ମିସାଇଲ ଘାଟି ଧ୍ୱଂସ

    13941
    Mar 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17376
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17439
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17787
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16256
    Apr 03, 2021

ବିଶେଷ

  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    14952
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14020
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13969
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14241
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13993
    Mar 12, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15685
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15146
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14996
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14507
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

    14709
    Mar 17, 2026
  • ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ଚାର୍ଜ

    14929
    Mar 17, 2026
  • ‘ବଙ୍କର-ବଷ୍ଟର’ ବୋମା ମାଡ଼ରେ ମିସାଇଲ ଘାଟି ଧ୍ୱଂସ

    13941
    Mar 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In