Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ...

ରାଜ୍ୟ
Home ›› ରାଜ୍ୟ ››ଦୁର୍ଘଟଣାରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଦୁର୍ଘଟଣାରେ ଚାଲିଗଲା ବୃଦ୍ଧଙ୍କ ଜୀବନ

2025-02-02 10:10:21
15040
Share:
Facebook
Twitter
E-Mail
WhatsApp
Telegram
ଦୁର୍ଘଟଣାରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଭୁବନେଶ୍ୱର: ପ୍ରତାପରୁଦ୍ରପୁର ଠାରେ ବୃଦ୍ଧଙ୍କ ଉପରେ ଚଢିଗଲା ହାଇୱା । ଘଟଣା ସ୍ଥଳରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତକ ନୂଆ ସାହି ଗ୍ରାମର ବାସନ ପଣ୍ଡା ବୋଲି ଜଣାପଡ଼ିଛି । ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ଥାନା ଅନ୍ତର୍ଗତ ପ୍ରତାପରୁଦ୍ରପୁର ଠାରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ବୃଦ୍ଧ ଜଣକ ରାସ୍ତାରେ ଯାଉଥିବା ବେଳେ ତାଙ୍କ ଉପରେ ଏକ ହାଇୱା ଚଢିଯାଇଥିଲା । ଫଳରେ ବୃଦ୍ଧ ଜଣକ ଘଟଣା ସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବାଲିଅନ୍ତା ପୋଲିସ ପହଞ୍ଚି ବୃଦ୍ଧଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Powered by Froala Editor

Tags Accident

Related articles Odisha News Lens 4.1

  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...
    ବିଶେଷ

    ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...

    14784
    Jun 08, 2025
  • ସ୍ତ୍ରୀର କଟାମୁଣ୍ଡ ଧରି ଥାନାରେ ପହଞ୍ଚିଲା ସ୍ୱାମୀ
    ଅପରାଧ

    ସ୍ତ୍ରୀର କଟାମୁଣ୍ଡ ଧରି ଥାନାରେ ପହଞ୍ଚିଲା ସ୍ୱାମୀ

    14873
    Jun 07, 2025
  • ମେଡିକାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ମେଡିକାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ

    15313
    Jun 07, 2025
  • ମଣିପୁରର ଏହି ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ
    ଦେଶ-ଦେଶାନ୍ତର

    ମଣିପୁରର ଏହି ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ

    15083
    Jun 08, 2025
  • ଡରାଇଲାଣି କରୋନା: ଦେଶରେ ୨୪ ଘଣ୍ଟାରେ ୩୭୮ ନୂଆ ସଂକ୍ରମିତ ଚିହ୍ନଟ, ୬ ମୃତ
    ଦେଶ-ଦେଶାନ୍ତର

    ଡରାଇଲାଣି କରୋନା: ଦେଶରେ ୨୪ ଘଣ୍ଟାରେ ୩୭୮ ନୂଆ ସଂକ୍ରମିତ ଚିହ୍ନଟ, ୬ ମୃତ

    14536
    Jun 08, 2025
  • ଆଖି ପାଇଁ ସପୁରୀ ରସ
    ବିଶେଷ

    ଆଖି ପାଇଁ ସପୁରୀ ରସ

    15707
    Jun 08, 2025
  • ସର୍ଚ୍ଚ ଅପରେସନରେ ଟଳିଲେ ୭ ମାଓବାଦୀ, ମୃତକ ଭିତରେ ଅଛି ମୋଷ୍ଟ ୱାଣ୍ଟେଡ ଭାସ୍କର
    ଦେଶ-ଦେଶାନ୍ତର

    ସର୍ଚ୍ଚ ଅପରେସନରେ ଟଳିଲେ ୭ ମାଓବାଦୀ, ମୃତକ ଭିତରେ ଅଛି ମୋଷ୍ଟ ୱାଣ୍ଟେଡ ଭାସ୍କର

    15731
    Jun 07, 2025
  • ରାସ୍ତା ମଝିରେ ଲ୍ୟାଣ୍ଡ କଲା ହେଲିକପ୍ଟର, ଭାଙ୍ଗିଲା କାର୍
    ଦେଶ-ଦେଶାନ୍ତର

    ରାସ୍ତା ମଝିରେ ଲ୍ୟାଣ୍ଡ କଲା ହେଲିକପ୍ଟର, ଭାଙ୍ଗିଲା କାର୍

    14988
    Jun 07, 2025
  • ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ନିର୍ବନ୍ଧ
    ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ନିର୍ବନ୍ଧ

    13872
    Jun 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ନିର୍ବନ୍ଧ

    13872
    Jun 08, 2025
  • ଦେଶ-ଦେଶାନ୍ତର

    ରାସ୍ତା ମଝିରେ ଲ୍ୟାଣ୍ଡ କଲା ହେଲିକପ୍ଟର, ଭାଙ୍ଗିଲା କାର୍

    14988
    Jun 07, 2025
  • ଦେଶ-ଦେଶାନ୍ତର

    ଡରାଇଲାଣି କରୋନା: ଦେଶରେ ୨୪ ଘଣ୍ଟାରେ ୩୭୮ ନୂଆ ସଂକ୍ରମିତ ଚିହ୍ନଟ, ୬ ମୃତ

    14536
    Jun 08, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16651
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16950
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15479
    Apr 03, 2021

ବିଶେଷ

  • ଆଖି ପାଇଁ ସପୁରୀ ରସ

    15707
    Jun 08, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...

    14784
    Jun 08, 2025
  • ସବୁ ପ୍ରକାର ପେଟ ରୋଗକୁ ଭଲ କରେ ପୋଦିନା

    14984
    Jun 07, 2025
  • ଘାସରେ ଚାଲିଲେ ମିଳେ ଅନେକ ଫାଇଦା

    15646
    Jun 07, 2025
  • ପ୍ରତିଦିନ ସକାଳେ ଅଧାଗ୍ଲାସ ଥଣ୍ଡା କ୍ଷୀର.....

    15503
    Jun 06, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15694
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16314
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14024
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14817
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସର୍ଚ୍ଚ ଅପରେସନରେ ଟଳିଲେ ୭ ମାଓବାଦୀ, ମୃତକ ଭିତରେ ଅଛି ମୋଷ୍ଟ ୱାଣ୍ଟେଡ ଭାସ୍କର

    15731
    Jun 07, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...

    14784
    Jun 08, 2025
  • ଲକ୍ଷ୍ନୌରେ ହେଲା ରିଙ୍କୁ-ପ୍ରିୟାଙ୍କ ନିର୍ବନ୍ଧ

    13872
    Jun 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In