Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ ...

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ...

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ ...

  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ...

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ...

  • ମମତା ବାନାର୍ଜୀଙ୍କ ଘରେ CID ଟିମ୍

  • ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ...

  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

  • ସାକ୍ଷାତ୍‌କାର ମଝିରୁ ଆଙ୍କରଙ୍କ ଉପରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବଜେଟ୍‌ରେ ରେଳ ମନ୍ତ୍ରଣାଳୟକୁ ପ୍ରାୟ ୨.୫୨ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ

ବଜେଟ୍‌ରେ ରେଳ ମନ୍ତ୍ରଣାଳୟକୁ ପ୍ରାୟ ୨.୫୨ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ

2025-02-03 11:03:08
15512
Share:
Facebook
Twitter
E-Mail
WhatsApp
Telegram
ବଜେଟ୍‌ରେ ରେଳ ମନ୍ତ୍ରଣାଳୟକୁ ପ୍ରାୟ ୨.୫୨ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ

ନୂଆଦିଲ୍ଲୀ:ଏଥର ବଜେଟ୍‌ରେ ରେଳ ମନ୍ତ୍ରଣାଳୟକୁ ପ୍ରାୟ ୨.୫୨ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ ହୋଇଥିବା ଜଣାପଡ଼ିଛି । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, କେନ୍ଦ୍ର ସରକାର ରେଳୱେର ବିକାଶ ଉପରେ ଅଧିକ ଗୁରୁତ୍ବ ଦେଉଛନ୍ତି । ଯେତିକି ବଜେଟ୍‌ ବ୍ୟୟବରାଦ ହୋଇଛି ତାହା ରେଳର ବିକାଶ କରିବା ଦିଗରେ ମହତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ବନ୍ଦେ ଭାରତ ଏକ୍ସପ୍ରେସ୍‌ । ମହଙ୍ଗା ହେଲେ ବି ନିର୍ଦ୍ଧାରିତ ସମୟ, ଆରାମ ଦାୟକ ଯାତ୍ରା ଲାଗି ରେଳଯାତ୍ରୀଙ୍କ ବିଶ୍ବାସ ଭାଜନ ହୋଇପାରିଛି । ତେଣୁ ଏହି ଟ୍ରେନ୍‌ରେ ପ୍ରତିଦିନ ଲକ୍ଷାଧିକ ଲୋକ ଯାତ୍ରା କରୁଛନ୍ତି । ଏମିତିରେ ଭାରତୀୟ ରେଲୱେ ନେଟୱର୍କ  ଏମିତି ଏକ ନେଟୱର୍କ ଯେଉଁଥିରେ ପ୍ରତିଦିନ ଅଢେଇ କୋଟିରୁ ଉର୍ଦ୍ଧ୍ବ ଲୋକ ଯାତ୍ରା କରନ୍ତି । ସେଇଥି ଲାଗି କୁହାଯାଏ ପୃଥିବୀର ସର୍ବାଧିକ ଲୋକ ଭାରତର ରେଳରେ ହିଁ ଯାତ୍ରା କରନ୍ତି । କିନ୍ତୁ ରେଳରେ ଲଗାତାର ବିକାଶ କରିବା ଲାଗି ମୋଦି ସରକାର ଅନେକ ପ୍ରକାର ବ୍ୟବସ୍ଥା କରିଛନ୍ତି । ନୂଆ ନୂଆ ଟ୍ରେନ୍‌ ବି ଚଳାଚଳ କରୁଛି । ଅବଶ୍ୟ ବଜେଟ୍‌ରେ ରେଳକୁ ନେଇ ସେମିତି କିଛି ବିଶେଷ କଥା କହିନାହାନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । କିନ୍ତୁ ବଜେଟ୍‌ ପରେ ରେଳମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଆଗାମୀ ଦୁଇରୁ ତିନି ବର୍ଷ ମଧ୍ୟରେ ଦେଶରେ ୨୦୦ ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍‌, ୧୦୦ ଅମୃତ ଭାରତ ଟ୍ରେନ୍‌, ୫୦ ନମୋ ଭାରତ ସହ ୧୭ ହଜାରରୁ ଅଧିକ ଜେନେରାଲ କ୍ଲାସ୍‌ ବଗି ଟ୍ରେନ୍‌ରେ ସାମିଲ ହେବ । ଏମିତି ହେଲେ ଭାରତର ରେଳନେଟୱର୍କ ଆହୁରି ମଜବୁତ ହେବା ସହିତ ଯାତ୍ରୀ ପରିବହନ ବ୍ୟବସ୍ଥାରେ ଅଧିକ ସୁଧାର ଆସିବ । ଏଥର ରେଳ ବଜେଟ୍‌ ପୂର୍ବବର୍ଷ ପରି ରହିଛି । ଏଥର ବଜେଟ୍‌ରେ ରେଳ ମନ୍ତ୍ରଣାଳୟକୁ ପ୍ରାୟ ୨.୪୨ ଲକ୍ଷ କୋଟି ବ୍ୟୟବରାଦ ହୋଇଥିବା ସୂଚନା ମିଳିଛି । ଖାଲି ଏତିକି ନୁହେଁ ବରଂ ୧୦ ହଜାର କୋଟି ଅତିରିକ୍ତ ଅର୍ଥ ମିଳିଛି, ଯାହାଦ୍ବାର ରେଳର ପୁନଃନିର୍ମାଣ ଓ ସଶକ୍ତିକରଣ ଦିଗରେ ବଡ଼ ଭୂମିକା ନେବ । ପୁରା ରେଲୱେ ବଜେଟ୍‌କୁ ଯଦି ବିଶ୍ଲେଷଣ କରାଯାଏ ତାହାଲେ ୨.୬୨ ଲକ୍ଷ କୋଟି ହେବ ବୋଲି କୁହାଯାଉଛି ।

Powered by Froala Editor

Tags Railway

Related articles Odisha News Lens 4.1

  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ
    ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14149
    Jun 09, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....
    ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13257
    Jun 10, 2026
  • ସାକ୍ଷାତ୍‌କାର ମଝିରୁ ଆଙ୍କରଙ୍କ ଉପରେ ରାଗି ଯାଇ ମୂର୍ଖ କହି ମାଇକ୍ରୋଫୋନ୍ ଫିଙ୍ଗି ...
    ଦେଶ-ଦେଶାନ୍ତର

    ସାକ୍ଷାତ୍‌କାର ମଝିରୁ ଆଙ୍କରଙ୍କ ଉପରେ ରାଗି ଯାଇ ମୂର୍ଖ କହି ମାଇକ୍ରୋଫୋନ୍ ଫିଙ୍ଗି ...

    13766
    Jun 09, 2026
  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ
    ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14381
    Jun 10, 2026
  • ମମତା ବାନାର୍ଜୀଙ୍କ ଘରେ CID ଟିମ୍
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଘରେ CID ଟିମ୍

    14663
    Jun 09, 2026
  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର
    ଦେଶ-ଦେଶାନ୍ତର

    ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

    15030
    Jun 09, 2026
  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ
    ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    14992
    Jun 09, 2026
  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ
    ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13231
    Jun 10, 2026
  • ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ
    ଦେଶ-ଦେଶାନ୍ତର

    ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ

    15708
    Jun 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13257
    Jun 10, 2026
  • ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14381
    Jun 10, 2026
  • ଦେଶ-ଦେଶାନ୍ତର

    ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ

    15708
    Jun 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16917
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17536
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17582
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17974
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13257
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15157
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14133
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14029
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14958
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15458
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15201
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15687
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14027
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମମତା ବାନାର୍ଜୀଙ୍କ ଘରେ CID ଟିମ୍

    14663
    Jun 09, 2026
  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13620
    Jun 10, 2026
  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

    15030
    Jun 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In