Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ...

  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ...

  • ପୁଣି ତାଲିମ ପ୍ରାପ୍ତ ବିମାନ ...

  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ ...

  • ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ

  • ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ...

  • ରିତୁ ତାୱଡେ ହେବେ ମୁମ୍ବାଇ ମେୟର

  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ...

  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ...

  • ଗୋଲାପ ଦିବସ

Home ›› ››ଭୋଟିଂ ଦିନ ଏକଜିଟ୍‌ ପୋଲ ଉପରେ କଟକଣା ଜାରି

ଭୋଟିଂ ଦିନ ଏକଜିଟ୍‌ ପୋଲ ଉପରେ କଟକଣା ଜାରି

2025-02-03 11:25:12
14980
Share:
Facebook
Twitter
E-Mail
WhatsApp
Telegram
ଭୋଟିଂ ଦିନ ଏକଜିଟ୍‌ ପୋଲ ଉପରେ କଟକଣା ଜାରି

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମଝିରେ ଆଉ ମାତ୍ର ଗୋଟିଏ ଦିନ ଥିବା ବେଳେ ଆଜି ଶେଷ ହେଉଛି ପ୍ରଚାର । ଆଜି ଅନ୍ତିମ ଦିନରେ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ ଓ ଷ୍ଟାର ପ୍ରଚାରକମାନେ ପ୍ରଚାରରେ ଲାଗିଛନ୍ତି । ଆଜି ‘ଆପ’ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ, ବିଜେପି ପକ୍ଷରୁ ରାଜନାଥ ସିଂଙ୍କ ସମେତ ଅନ୍ୟ କିଛି ବରିଷ୍ଠ ନେତା ଓ କଂଗ୍ରେସର ଚର୍ଚ୍ଚିତ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ପ୍ରମୁଖ ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରଚାର କରିବାର କାର୍ୟ୍ୟକ୍ରମ ରହିଛି ।୫ ତାରିଖରେ ଭୋଟିଂ ଶେଷ ହେବାକୁ ଥିବା ବେଳେ ୮ ତାରିଖରେ ଭୋଟ ଗଣତି ଓ ଫଳାଫଳ ପ୍ରକାଶ ପାଇବ । ଭୋଟିଂ ଦିନ ଏକଜିଟ୍‌ ପୋଲ ବା ବୁଥବାହୁଡା ଜନମତ ପ୍ରକାଶନ କିମ୍ବା ପ୍ରଶାରଣ ଉପରେ କଟକଣା ଜାରି କରିଛନ୍ତି ନିର୍ବାଚନ ଆୟୋଗ । ପୂର୍ବାହ୍ନ ୭ଟାରୁ ସଂଧ୍ୟା ସାଢେ ୬ ମଧ୍ୟରେ ଏକଜିଟ୍‌ ପୋଲ ଉପରେ ନିଷେଧାଦେଶ ରହିଛି । ଏହାର ଉଲ୍ଲଂଘନ ସ୍ଥଳେ କାର୍ୟ୍ୟାନୁଷ୍ଟାନ ଗ୍ରହଣ କରାଯିବ ବୋଲି ନିର୍ବାଚନ ଆୟୋଗଙ୍କ ପକ୍ଷରୁ କୁହାଯାଇଛି ।
ନିର୍ବାଚନ ଆଚରଣ ବିଧି ଅନୁସାରେ, ସଂଧ୍ୟା ୫ଟାରେ ପ୍ରଚାର ଶେଷ ହେବ । କେବଳ ସ୍ଥାନୀୟ ନେତାଙ୍କୁ ଛାଡିଲେ ଅନ୍ୟ ବଡ଼ ନେତାମାନେ ନିଜ ନିର୍ବାଚନ ମଣ୍ଡଳୀକୁ ଫେରିଯିବେ । ଆସନ୍ତାକାଲି ଡ୍ରାଏ ଡେ’ ଥିବା ବେଳେ ବୁଧବାର (୫ ତାରିଖ) ବିଧାନସଭା ନିର୍ବାଚନ ପାଇଁ ସମସ୍ତ ୭୦ ଆସନରେ ଏକକାଳୀନ ଭୋଟ ପଡିବ । ଏଥିପାଇଁ ପ୍ରଶାସନିକ ସ୍ତରରେ ମଧ୍ୟ ସମସ୍ତ ବ୍ୟବସ୍ଥା ପ୍ରାୟ ଶେଷ ପର୍ୟ୍ୟାୟରେ ପହଞ୍ଚିଛି । ଶାସନରେ ଥିବା ଅରବିନ୍ଦ କେଜ୍ରିଓ୍ବାଲଙ୍କ ଆମ ଆଦମୀ ପାର୍ଟି ଓ କେନ୍ଦ୍ରରେ ଶାସନରେ ଥିବା ‘ଭାରତୀୟ ଜନତା ପାର୍ଟି’ ମଧ୍ୟରେ ଏଥର କଡା ପ୍ରତିଦ୍ବନ୍ଦ୍ବିତା ଆଶା କରାଯାଉଛି । ତେବେ ‘ଆପ’ରୁ ଏକକାଳୀନ ୭ ବିଧାୟକଙ୍କ ଇସ୍ତଫା ପରେ ଦଳ ସାମାନ୍ୟ ଦୁର୍ବଳ ପଡିଥିବା ମଧ୍ୟ ଦୃଶ୍ୟମାନ ହେଉଛି ।

Powered by Froala Editor

Tags Delhi election

Related articles Odisha News Lens 4.1

  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି
    ଦେଶ-ଦେଶାନ୍ତର

    ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13594
    Feb 07, 2026
  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ
    ଦେଶ-ଦେଶାନ୍ତର

    ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ

    13574
    Feb 08, 2026
  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI
    ଦେଶ-ଦେଶାନ୍ତର

    ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    15087
    Feb 07, 2026
  • ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ
    ଦେଶ-ଦେଶାନ୍ତର

    ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ

    13630
    Feb 08, 2026
  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ
    ଦେଶ-ଦେଶାନ୍ତର

    ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ

    15314
    Feb 08, 2026
  • ରିତୁ ତାୱଡେ ହେବେ ମୁମ୍ବାଇ ମେୟର
    ରାଜନୀତି

    ରିତୁ ତାୱଡେ ହେବେ ମୁମ୍ବାଇ ମେୟର

    15297
    Feb 07, 2026
  • ଗୋଲାପ ଦିବସ
    ବିଶେଷ

    ଗୋଲାପ ଦିବସ

    15684
    Feb 07, 2026
  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’
    ରାଜନୀତି

    କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’

    13719
    Feb 08, 2026
  • ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ଭାଇରାଲ
    ଦେଶ-ଦେଶାନ୍ତର

    ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ଭାଇରାଲ

    15522
    Feb 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    15087
    Feb 07, 2026
  • ବିଶେଷ

    ଗୋଲାପ ଦିବସ

    15684
    Feb 07, 2026
  • ଦେଶ-ଦେଶାନ୍ତର

    ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ

    13574
    Feb 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16220
    Apr 03, 2021

ବିଶେଷ

  • ଗୋଲାପ ଦିବସ

    15684
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15603
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16109
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14232
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14448
    Jan 31, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15746
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15501
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ଭାଇରାଲ

    15522
    Feb 08, 2026
  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13594
    Feb 07, 2026
  • ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ

    13385
    Feb 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In