Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

  • ସୁନା ଦରରେ ବଡ଼ ଧରଣର ହ୍ରାସ

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ...

ରାଜ୍ୟ
Home ›› ରାଜ୍ୟ ››‘କନ ବନେଗା କରୋଡ଼ପତି’ରେ ଲକ୍ଷପତି ବନିଗଲେ କରିସ୍ମା

‘କନ ବନେଗା କରୋଡ଼ପତି’ରେ ଲକ୍ଷପତି ବନିଗଲେ କରିସ୍ମା

2025-02-03 19:43:21
15340
Share:
Facebook
Twitter
E-Mail
WhatsApp
Telegram
‘କନ ବନେଗା କରୋଡ଼ପତି’ରେ ଲକ୍ଷପତି ବନିଗଲେ କରିସ୍ମା

କନ୍ ବନେଗା କରୋଡପତିରେ କମାଲ କରିଛନ୍ତି ଓଡ଼ିଆ ଝିଅ କରିସ୍ମା । ବଲିଉଡ୍ ଲିଜେଣ୍ଡ ଅମିତାଭଙ୍କ ସାମ୍ନାରେ ହଟ୍ ସିଟରେ ବସିବାର ସୁଯୋଗ ପାଇଛନ୍ତି ସେ । ଚ୍ୟାଲେଞ୍ଜିଂ ‘ସୁପର ସନ୍ଦୁକ’ ସେଗମେଣ୍ଟରେ ତାଙ୍କର ସଫଳତା ତାଙ୍କୁ କେବଳ ୧୨,୫୦,୦୦୦ ଟଙ୍କା ଦେଇନାହିଁ ବରଂ ବିଗ ବି’ ତାଙ୍କୁ ଲଞ୍ଚ୍‌ ପାଇଁ ନିମନ୍ତ୍ରଣ କରିଛନ୍ତି।

କରିସ୍ମାଙ୍କ ବାପା ବିଜୟ କୁମାର ଶର୍ମା ଜଣେ ବ୍ୟବସାୟୀ । ତାଙ୍କ ମା’ କାନ୍ତି ଦେବୀ ଜଣେ ଗୃହିଣୀ । ବିଜୟଙ୍କ ସ୍ୱପ୍ନ ଥିଲା ହଟ୍ ସିଟରେ ବସି କେବିସି ଖେଳିବା, ଯାହାକୁ ସତ କରିଛନ୍ତି ଝିଅ କରିସ୍ମା । ବହୁତ କଷ୍ଟିଆ ପ୍ରଶ୍ନର ଉତ୍ତର ଦେଇ କରିସ୍ମା ଜିତିପାରିଛନ୍ତି୧୨,୫୦,୦୦୦ ଟଙ୍କା।

ଜାନୁଆରୀ ୨୩ ଏବଂ ୨୭ରେ କରିସ୍ମା କେବିସି ଖେଳିଥିବା ଏପିସୋଡ୍ ଟେଲିକାଷ୍ଟ ହୋଇଥିଲା । ସହରର ୨ଟି ସ୍ଥାନରେ ବଡ଼ ଏଲଇଡି ସ୍କ୍ରିନ୍ ଲଗାଯାଇଥିଲା । ଯେଉଁଠାରେ ପରିବାର ଲୋକେ ଏବଂ ସାଙ୍ଗମାନେ ବସି ଟିଭି ଦେଖିଥିବା ନଜରକୁ ଆସିଥିଲା ।

କରିସ୍ମା ସାହସର ସହିତ ପ୍ରଶ୍ନଗୁଡ଼ିକର ମୁକାବିଲା କରିଥିଲେ। ସେ ପ୍ରଥମ ପ୍ରଶ୍ନରେ ଏକ ଲାଇଫ୍‌ଲାଇନ୍‌ ବ୍ୟବହାର କରିଥିଲେ। ଅମିତାଭ ତାଙ୍କ ଅସ୍ଥିରତାକୁ ଲକ୍ଷ୍ୟ କରି ପାଣି ଦେଇଥିଲେ, ଏପରିକି କିଛି ସମୟ ପାଇଁ ତାଙ୍କ ସିଟ ଛାଡି ଧୀରେ ଧୀରେ ତାଙ୍କ ହାତ ଧରି କିଛି ଶାନ୍ତ ନିଶ୍ୱାସ ବ୍ୟାୟାମ କରାଇଥିଲେ। ପରେ କରିସ୍ମା ସମସ୍ତ ୧୦ଟି ପ୍ରଶ୍ନର ସଠିକ ଉତ୍ତର ଦେବା ପରେ ତାଙ୍କୁ ଲଞ୍ଚ୍‌ ପାଇଁ ନିମନ୍ତ୍ରଣ କରିଥିଲେ। ୧୧ତମ ପ୍ରଶ୍ନଟି ଖେଳ ଉପରେ ଆଧାରିତ ଥିଲା। କିନ୍ତୁ କରିସ୍ମା ଏହାର ଉତ୍ତର ସଠିକ୍‌ ଦେଇପାରି ନ ଥିଲେ। ଫଳରେ ତାଙ୍କୁ ୧୨,୫୦,୦୦୦ରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା।


Powered by Froala Editor

Tags karishma

Related articles Odisha News Lens 4.1

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍
    ବାଣିଜ୍ୟ

    ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14985
    Sep 03, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14463
    Sep 03, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15330
    Sep 03, 2026
  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ,  ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...
    ଦେଶ-ଦେଶାନ୍ତର

    କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...

    14876
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15240
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13749
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13629
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ
    ବାଣିଜ୍ୟ

    ସୁନା ଦରରେ ବଡ଼ ଧରଣର ହ୍ରାସ

    14097
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13555
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ...

    14463
    Sep 03, 2026
  • ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13555
    Sep 03, 2026
  • ବାଣିଜ୍ୟ

    ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14985
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17069
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17712
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18137
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13367
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14471
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14778
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14732
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14070
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13555
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14097
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14985
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14503
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15240
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13629
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13749
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In