Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ...

  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ...

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ...

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

ରାଜ୍ୟ
Home ›› ରାଜ୍ୟ ››ସୁଶାନ୍ତ ସିଂଙ୍କ ସ୍ଵାସ୍ଥ୍ୟବସ୍ଥା ପଚାରି ବୁଝିଲେ ନବୀନ

ସୁଶାନ୍ତ ସିଂଙ୍କ ସ୍ଵାସ୍ଥ୍ୟବସ୍ଥା ପଚାରି ବୁଝିଲେ ନବୀନ

2025-02-04 11:27:42
14986
Share:
Facebook
Twitter
E-Mail
WhatsApp
Telegram
ସୁଶାନ୍ତ ସିଂଙ୍କ ସ୍ଵାସ୍ଥ୍ୟବସ୍ଥା ପଚାରି ବୁଝିଲେ ନବୀନ

ଭୁବନେଶ୍ଵର: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଅସୁସ୍ଥ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଜାରି ରହିଛି। ଶ୍ବାସକ୍ରିୟା ଜନିତ ସମସ୍ୟାରେ ଆକ୍ରାନ୍ତ ହେବା ପରେ ତାଙ୍କୁ ବରଗଡ଼ରୁ ଭୁବନେଶ୍ବର ଅଣାଯାଇଛି। ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି। ସୁଶାନ୍ତଙ୍କୁ ହସ୍ପିଟାଲରେ ଭେଟିବାକୁ ଆସିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ଖବର ପାଇବା ପରେ ବିରୋଧୀ ଦଳ ନେତା ତଥା ଦଳର ମୁଖିଆ ନବୀନ ପଟ୍ଟନାୟକ ଡାକ୍ତରଖାନାରେ ପହଞ୍ଚି ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି। ଏହା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। କେବଳ ସେତିକି ନୁହେଁ, ସୁଶାନ୍ତଙ୍କୁ ଚିକିତ୍ସା କରୁଥିବା ଡାକ୍ତରୀ ଟିମ୍ ସହ ବି ଆଲୋଚନା କରିଛନ୍ତି ନବୀନ । ଗତ କିଛିଦିନ ହେବ ସୁଶାନ୍ତ ସିଂ ଅସୁସ୍ଥ ରହିଛନ୍ତି । ତେବେ ହଠାତ୍ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଆହୁରି ବିଗିଡ଼ି ଯିବାରୁ ସେ ଆପୋଲୋରେ ଭର୍ତ୍ତି ହୋଇଛନ୍ତି। ଫୁସଫୁସ ଜନିତ ଶ୍ଵାସକ୍ରିୟା ସମସ୍ୟାରେ ସେ ପୀଡ଼ିତ ଥିବା ପ୍ରାଥମିକ ଭାବେ ଜଣା ପଡ଼ିଛି। ନବୀନ୍ ସୁଶାନ୍ତଙ୍କୁ ଭେଟିବା ସମୟରେ ଭୁବନେଶ୍ବର ମେୟର ସୁଲୋଚନା ଦାସ, ବରିଷ୍ଠ ବିଜେଡ଼ି ନେତା ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଜେନା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ,ସ୍ନେହଙ୍ଗିନୀ ଛୁରିଆ ଓ ଅନଙ୍ଗ ଉଦୟ ସିଂହଦେହ ପ୍ରମୂଖ ହସ୍ପିଟାଲରେ ଉପସ୍ଥିତ ଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ
    ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15159
    Nov 07, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    14367
    Nov 05, 2026
  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା
    ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13457
    Nov 07, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13842
    Nov 06, 2026
  •  ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ
    ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13510
    Nov 07, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14905
    Nov 06, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13842
    Nov 07, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15751
    Nov 06, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...
    ବାଣିଜ୍ୟ

    ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...

    13953
    Nov 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13510
    Nov 07, 2026
  • ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14905
    Nov 06, 2026
  • ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ କୌଣସି କଟକଣା ନାହିଁ: ଇରାନ

    14367
    Nov 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17259
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17960
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17901
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18321
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13842
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14190
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14899
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15877
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15058
    Oct 27, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15307
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14143
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14155
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14422
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13842
    Nov 06, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15159
    Nov 07, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13842
    Nov 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In