Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 28, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ...

ରାଜ୍ୟ
Home ›› ରାଜ୍ୟ ››ଶୁଭାରମ୍ଭ ହେଲା ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ୟ୍ୟକ୍ରମ

ଶୁଭାରମ୍ଭ ହେଲା ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ୟ୍ୟକ୍ରମ

2025-02-05 09:38:34
14814
Share:
Facebook
Twitter
E-Mail
WhatsApp
Telegram
ଶୁଭାରମ୍ଭ ହେଲା ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ୟ୍ୟକ୍ରମ

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ୟ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ୟ୍ୟକ୍ରମରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂହ ଓ ଜିଲ୍ଲାପାଳ ଚଞ୍ଚଲ ରାଣା ପ୍ରମୁଖ ଉପସ୍ଥିତ ଅଛନ୍ତି।ଓଡ଼ିଶା ସରକାରଙ୍କ ପକ୍ଷରୁ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି । ୨୦୨୪-୨୫ରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ସରକାର ବଜେଟ୍ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି। ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ।
ଏଥିପାଇଁ ମୋଟ ପାଣ୍ଠିର ୪୦ ପ୍ରତିଶତ ବା ୪୦୦ କୋଟି କେବଳ ଆଇଟିଡିଏ ବା ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକରେ ଖର୍ଚ୍ଚ ହେବ । ରାଜ୍ୟର ମୋଟ ୩୧୪ ବ୍ଳକ୍ ଭିତରୁ ୧୨୧ଟି ବ୍ଳକ୍ ଆଇଟିଡିଏ ଅଧୀନରେ ଆସୁଛି । ଏ ସବୁ ଅଞ୍ଚଳର ବିକାଶକୁ ସରକାର ଅଧିକ ଗୁରୁତ୍ବ ଦେବେ । ବାକି ୧୯୩ଟି ବ୍ଲକରେ ଥିବା ପଞ୍ଚାୟତକୁ ୬୦୦ କୋଟି ଟଙ୍କାର ପାଣ୍ଠି ଆବଣ୍ଟନ ହେବ । ପ୍ରତି ଗାଁରେ ଭଲ ରାସ୍ତା ନିର୍ମାଣ ପାଇଁ ଟଙ୍କା ଦିଆଯିବ । ଗାଁରେ ବ୍ଲକ ଟପ୍ ରୋଡ୍, କଂକ୍ରିଟ୍ ରୋଡ଼ ଓ ପେଭର ବ୍ଲକ ରାସ୍ତା ତିଆରି ହେବ। ଆବଶ୍ୟକ ସ୍ଥାନରେ ଡ୍ରେନ୍ ବି ନିର୍ମାଣ ହେବ।
ତେବେ ପଞ୍ଚାୟତକୁ ମିଳିଥିବା ମୋଟ ପାଣ୍ଠିର ୩୫ ପ୍ରତିଶତ କେବଳ ରାସ୍ତା ନିର୍ମାଣ ପାଇଁ ଖର୍ଚ୍ଚ ହେବ । ଏହାଠାରୁ ଅଧିକ ଟଙ୍କା ରାସ୍ତା ନିର୍ମାଣ ପାଇଁ ଖର୍ଚ କରିହେବନି। ସଂରକ୍ଷିତ ଜଙ୍ଗଲ ଓ ଜଙ୍ଗଲ ଅଞ୍ଚଳ ଭିତରେ ରହୁଥିବା ଲୋକଙ୍କ ପାଇଁ ମଧ୍ୟ ମେଟାଲିଂ ମାନର ରାସ୍ତା ନିର୍ମାଣ କରଯିବ ।
ପୂର୍ବରୁ ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନାରେ ଜଙ୍ଗଲ ଅଞ୍ଚଳରେ ରାସ୍ତା ତିଆରି ଉପରେ କଟକଣା ଥିଲା । ଏଣିକି ଏହି ଯୋଜନା ଅଧୀନରେ ପ୍ରତି ବ୍ଲକରେ ରିଡିଂ ରୁମ୍ ବା ପଠନ ଗୃହ ବ୍ୟବସ୍ଥା କରାଯିବ । ଏଠାରେ ପଢ଼ା ବହି ସାଙ୍ଗକୁ ଇଣ୍ଟରନେଟ୍ ସୁବଧା ମିଳିବ। ପୂର୍ବାହ୍ନ ୯ଟାରୁ ରାତି ୯ଟା ଯିଏ ଏହା ଖୋଲା ରହିବ।

Powered by Froala Editor

Tags bikasita gain, bikasita odisha

Related articles Odisha News Lens 4.1

  • ହୃତ୍‌ପିଣ୍ଡ ସୁସ୍ଥ ରଖେ ଅମୃତଭଣ୍ଡା
    ବିଶେଷ

    ହୃତ୍‌ପିଣ୍ଡ ସୁସ୍ଥ ରଖେ ଅମୃତଭଣ୍ଡା

    15509
    Jun 28, 2025
  • ନାବାଳିକା ୟୁଟ୍ୟୁବରଙ୍କୁ ନିଶା ଦେଇ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନାବାଳିକା ୟୁଟ୍ୟୁବରଙ୍କୁ ନିଶା ଦେଇ ଦୁଷ୍କର୍ମ

    15164
    Jun 28, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ...
    ବାଣିଜ୍ୟ

    ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ...

    13560
    Jun 28, 2025
  • ବିସ୍ଫୋରଣରେ ୧୩ ପାକ୍‌ ଯବାନଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିସ୍ଫୋରଣରେ ୧୩ ପାକ୍‌ ଯବାନଙ୍କ ମୃତ୍ୟୁ

    14894
    Jun 28, 2025
  • ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ସ୍ବାଗତ
    ଦେଶ-ଦେଶାନ୍ତର

    ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ସ୍ବାଗତ

    15730
    Jun 26, 2025
  • ଆଇନ ଛାତ୍ରୀଙ୍କୁ କଲେଜ ପରିସରରେ ଦୁଷ୍କର୍ମ, ୩ ଗିରଫ
    ଦେଶ-ଦେଶାନ୍ତର

    ଆଇନ ଛାତ୍ରୀଙ୍କୁ କଲେଜ ପରିସରରେ ଦୁଷ୍କର୍ମ, ୩ ଗିରଫ

    14240
    Jun 27, 2025
  • ଆମେରିକାକୁ ଚେତାବନୀ ଦେଲେ ଖାମେନି, କହିଲେ ଏହା
    ଦେଶ-ଦେଶାନ୍ତର

    ଆମେରିକାକୁ ଚେତାବନୀ ଦେଲେ ଖାମେନି, କହିଲେ ଏହା

    13591
    Jun 27, 2025
  • ମୟୂରପୁଚ୍ଛ ବଦଳାଇ ଦିଏ ଭାଗ୍ୟ
    ବିଶେଷ

    ମୟୂରପୁଚ୍ଛ ବଦଳାଇ ଦିଏ ଭାଗ୍ୟ

    15248
    Jun 28, 2025
  •  ବର୍ଷା: ଆଶ୍ୱସ୍ତି ପାଇଲେ ଦିଲ୍ଲୀବାସୀ
    ଦେଶ-ଦେଶାନ୍ତର

    ବର୍ଷା: ଆଶ୍ୱସ୍ତି ପାଇଲେ ଦିଲ୍ଲୀବାସୀ

    15202
    Jun 28, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ହୃତ୍‌ପିଣ୍ଡ ସୁସ୍ଥ ରଖେ ଅମୃତଭଣ୍ଡା

    15509
    Jun 28, 2025
  • ଦେଶ-ଦେଶାନ୍ତର

    ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ସ୍ବାଗତ

    15730
    Jun 26, 2025
  • ଦେଶ-ଦେଶାନ୍ତର

    ନାବାଳିକା ୟୁଟ୍ୟୁବରଙ୍କୁ ନିଶା ଦେଇ ଦୁଷ୍କର୍ମ

    15164
    Jun 28, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16594
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16713
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17026
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15513
    Apr 03, 2021

ବିଶେଷ

  • ହୃତ୍‌ପିଣ୍ଡ ସୁସ୍ଥ ରଖେ ଅମୃତଭଣ୍ଡା

    15509
    Jun 28, 2025
  • ମୟୂରପୁଚ୍ଛ ବଦଳାଇ ଦିଏ ଭାଗ୍ୟ

    15248
    Jun 28, 2025
  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    14249
    Jun 26, 2025
  • ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    15982
    Jun 26, 2025
  • ମାନସିକତାକୁ ସକାରାତ୍ମକ ରଖେ ଯୋଗ

    14936
    Jun 25, 2025

ବାଣିଜ୍ୟ

ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

ହଜାର ହଜାର ସଂଖ୍ୟାରେ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ଚଳିତ ବର୍ଷ ଐଶ୍ୱରୀୟ ଯାତ୍ରାରେ ଭକ୍ତମାନଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି

ପୁରୀ: ପୁରୀ ରଥଯାତ୍ରା ଭାରତର ଅନ୍ୟତମ ସର୍ବାଧିକ ପୂଜ୍ୟ ଆଧ୍ୟ ...

  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15554
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15536
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15004
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14825
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିସ୍ଫୋରଣରେ ୧୩ ପାକ୍‌ ଯବାନଙ୍କ ମୃତ୍ୟୁ

    14894
    Jun 28, 2025
  • ମୟୂରପୁଚ୍ଛ ବଦଳାଇ ଦିଏ ଭାଗ୍ୟ

    15248
    Jun 28, 2025
  • ଆମେରିକାକୁ ଚେତାବନୀ ଦେଲେ ଖାମେନି, କହିଲେ ଏହା

    13591
    Jun 27, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In