Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ...

Home ›› ››ଆଗାମୀ ୫ ବର୍ଷ ମଧ୍ୟରେ ଓଡ଼ିଶାର ପ୍ରତି ଗାଁକୁ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ

ଆଗାମୀ ୫ ବର୍ଷ ମଧ୍ୟରେ ଓଡ଼ିଶାର ପ୍ରତି ଗାଁକୁ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ

2025-02-05 09:54:32
15336
Share:
Facebook
Twitter
E-Mail
WhatsApp
Telegram
ଆଗାମୀ ୫ ବର୍ଷ ମଧ୍ୟରେ ଓଡ଼ିଶାର ପ୍ରତି ଗାଁକୁ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ରାଜନୀତି ଓ ବିକାଶ ଦୁଇଟି ପ୍ରସଙ୍ଗକୁ ଅଲଗା ରଖିବାକୁ ପଡ଼ିବ। ଫାଇଭ୍-ଟି ନାଁରେ ସଂପୂର୍ଣ୍ଣ ଭାବେ ଭୋଟ୍ ବ୍ୟାଙ୍କ ତିଆରି କରିବାକୁ ପୂର୍ବ ୨୪ ବର୍ଷର ସରକାର ଷଡ଼ଯନ୍ତ୍ର କରିଥିଲେ। ଏହା ଜରିଆରେ ବିକାଶ ନ କରି ହୀନମଣ୍ୟତାର ପ୍ରଦର୍ଶନ କରିଥିଲେ। ଆଜି ଓଡ଼ିଶା ବିକାଶ ଦିଗରେ ଏକ ଐତିହାସିକ ଦିନ। ଆଗାମୀ ୫ ବର୍ଷ ମଧ୍ୟରେ ଓଡ଼ିଶାର ପ୍ରତି ଗାଁକୁ ବିକଶିତ କରାଯିବ।ଦରିଦ୍ରତା ଓ ଅନଗ୍ରସରତା ବିରୁଦ୍ଧରେ ଲଢ଼େଇ ଜାରି ରହିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧାରଜଙ୍କିଆ ମିନିଷ୍ଟାଡିୟମଠାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ୟ୍ୟକ୍ରମର ଶୁଭାରମ୍ଭ କରିବା ପରେ ଅଭିଭାଷଣ ଦେଇ ଏଭଳି କହିଛନ୍ତି। ଏହି କାର୍ୟ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂହ ଓ ଜିଲ୍ଲାପାଳ ଚଞ୍ଚଲ ରାଣା ପ୍ରମୁଖ ଉପସ୍ଥିତ ଅଛନ୍ତି।

ପୂର୍ବରୁ ଓଡ଼ିଶା ସରକାରଙ୍କ ପକ୍ଷରୁ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି ।
୨୦୨୪-୨୫ରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ସରକାର ବଜେଟ୍ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି । ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ। ଏଥିପାଇଁ ମୋଟ ପାଣ୍ଠିର ୪୦ ପ୍ରତିଶତ ବା ୪୦୦ କୋଟି କେବଳ ଆଇଟିଡିଏ ବା ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକ୍ରେ ବ୍ଲକ୍ରେ ଖର୍ଚ୍ଚ ହେବ। ରାଜ୍ୟର ମୋଟ ୩୧୪ ବ୍ଳକ୍ ଭିତରୁ ୧୨୧ଟି ବ୍ଳକ୍ ଆଇଟିଡିଏ ଅଧୀନରେ ଆସୁଛି । ଏ ସବୁ ଅଞ୍ଚଳର ବିକାଶକୁ ସରକାର ଅଧିକ ଗୁରୁତ୍ବ ଦେବେ।
୨୦୨୪-୨୫ରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ସରକାର ବଜେଟ୍ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି । ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ।ଏଥିପାଇଁ ମୋଟ ପାଣ୍ଠିର ୪୦ ପ୍ରତିଶତ ବା ୪୦୦ କୋଟି କେବଳ ଆଇଟିଡିଏ ବା ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକରେ ଖର୍ଚ୍ଚ ହେବ । ରାଜ୍ୟର ମୋଟ ୩୧୪ ବ୍ଳକ୍ ଭିତରୁ ୧୨୧ଟି ବ୍ଳକ୍ ଆଇଟିଡିଏ ଅଧୀନରେ ଆସୁଛି । ଏ ସବୁ ଅଞ୍ଚଳର ବିକାଶକୁ ସରକାର ଅଧିକ ଗୁରୁତ୍ବ ଦେବେ । ବାକି ୧୯୩ଟି ବ୍ଲକରେ ଥିବା ପଞ୍ଚାୟତକୁ ୬୦୦ କୋଟି ଟଙ୍କାର ପାଣ୍ଠି ଆବଣ୍ଟନ ହେବ । ପ୍ରତି ଗାଁରେ ଭଲ ରାସ୍ତା ନିର୍ମାଣ ପାଇଁ ଟଙ୍କା ଦିଆଯିବ । ଗାଁରେ ବ୍ଲକ ଟପ୍ ରୋଡ୍, କଂକ୍ରିଟ୍ ରୋଡ଼ ଓ ପେଭର ବ୍ଲକ ରାସ୍ତା ତିଆରି ହେବ। ଆବଶ୍ୟକ ସ୍ଥାନରେ ଡ୍ରେନ୍ ବି ନିର୍ମାଣ ହେବ।

Powered by Froala Editor

Tags Cm

Related articles Odisha News Lens 4.1

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ
    ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14950
    Mar 11, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15158
    Mar 12, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14066
    Mar 12, 2026
  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ
    ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13754
    Mar 12, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14453
    Mar 11, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13826
    Mar 12, 2026
  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ
    ଦେଶ-ଦେଶାନ୍ତର

    ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14538
    Mar 12, 2026
  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15436
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13937
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14453
    Mar 11, 2026
  • ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13754
    Mar 12, 2026
  • ଦେଶ-ଦେଶାନ୍ତର

    ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14538
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13937
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15023
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14777
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15222
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15377
    Mar 03, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15133
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14984
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13754
    Mar 12, 2026
  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14559
    Mar 12, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14453
    Mar 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In