Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ...

  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ...

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ...

  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ...

  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ ...

  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

Home ›› ››ଏମିତି ଚୋର ଦେଖିନଥିବେ, ଲୁଟ୍ ଟଙ୍କାରେ ଗର୍ଲଫ୍ରେଣ୍ଡ ପାଇଁ କିଣିଛି ୩ କୋଟିର ବଙ୍ଗଳା

ଏମିତି ଚୋର ଦେଖିନଥିବେ, ଲୁଟ୍ ଟଙ୍କାରେ ଗର୍ଲଫ୍ରେଣ୍ଡ ପାଇଁ କିଣିଛି ୩ କୋଟିର ବଙ୍ଗଳା

2025-02-05 20:12:21
15345
Share:
Facebook
Twitter
E-Mail
WhatsApp
Telegram
ଏମିତି ଚୋର ଦେଖିନଥିବେ, ଲୁଟ୍ ଟଙ୍କାରେ ଗର୍ଲଫ୍ରେଣ୍ଡ ପାଇଁ କିଣିଛି ୩ କୋଟିର ବଙ୍ଗଳା

ପଞ୍ଚାକ୍ଷରୀ ସ୍ବାମୀ (୩୭) ନାମକ ଜଣେ ଯୁବକ ଲୋକଙ୍କୁ ଲୁଟିିଥିବା ଟଙ୍କାରେ ଅଭିନେତ୍ରୀ ଗର୍ଲଫ୍ରେଣ୍ଡଙ୍କ ପାଇଁ କୋଲାକାତାରେ ବିଳାସପୂର୍ଣ୍ଣ ଘର ନିର୍ମାଣ କରିଛନ୍ତି। ଏହି ଘରର ମୂଲ୍ୟ ୩ କୋଟି ଟଙ୍କା। ତେବେ ପଞ୍ଚାକ୍ଷରୀ ପୋଲିସ ହାତରେ ଧରାପଡି ବର୍ତ୍ତମାନ ଅଭିଯୁକ୍ତ ଜେଲର ଚକି ପେଶୁଛି। ୩୭ ବର୍ଷର ପଞ୍ଚାକ୍ଷରୀ ସ୍ବାମୀ ମହାରାଷ୍ଟ୍ରର ସୋଲାପୁର ଅଞ୍ଚଳର ଅଟେ। ସେ ବିବାହିତ ଓ ତାର ଛୁଆ ରହିଥିଲେ ମଧ୍ୟ ଅନ୍ୟ ମହିଳାଙ୍କ ସହ ତାର ସମ୍ପର୍କ ଥାଏ। ପଞ୍ଚାକ୍ଷରୀ ମହାରାଷ୍ଟ୍ର, ଗୁଜରାଟ ଏବଂ କର୍ନାଟକରେ ବର୍ଷେ ଧରି ଚୋରି, ଡକାୟତି, ଲୁଟ୍‌ ଭଳି ବିଭିନ୍ନ ଆପରାଧିକ କାର୍ଯ୍ୟକଳାପରେ ଲିପ୍ତ ଥିଲେ।

ସେ ୨୦୦୩ରେ ନାବାଳକ ଥିବା ସମୟରେ ଚୋରି କରିବା ଆରମ୍ଭ କରିଥିଲେ। ୨୦୦୯ ସୁଦ୍ଧା ପଞ୍ଚାକ୍ଷରୀ ଜଣେ ପେସାଦାର ଚୋର ଭାବେ ପରିଣତ ହୋଇଯାଇଥିଲେ। ପଞ୍ଚାକ୍ଷରୀ ପୋଲିସକୁ କହିଛନ୍ତି, ସେ ୨୦୧୪-୧୫ରେ ଜଣେ ପ୍ରସିଦ୍ଧ ଅଭିନେତ୍ରୀଙ୍କ ସମ୍ପର୍କରେ ଆସିଥିଲେ। ତାଙ୍କ ସହ ପଞ୍ଚାକ୍ଷରୀଙ୍କର ପ୍ରେମ ସମ୍ପର୍କ ସ୍ଥାପନ ହୋଇଥିଲା। ଉଭୟ ପରସ୍ପରକୁ ଡେଟିଂ କରିବା ସହ ରିଲେଶନ୍‌ଶିପ୍‌ରେ ମଧ୍ୟ ରହିଥିଲେ। ସେ ଉକ୍ତ ଅଭିନେତ୍ରୀଙ୍କ ପାଇଁ ବହୁ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ବୋଲି ସ୍ବୀକାର କରିଛନ୍ତି। ସେ କୋଲକାତାରେ ୩ କୋଟି ଟଙ୍କା ମୂଲ୍ୟର ଏକ ଘର ନିର୍ମାଣ କରି ଉକ୍ତ ଅଭିନେତ୍ରୀଙ୍କୁ ଉପହାରରେ ଦେଇଥିଲେ। ସେହିପରି ଗର୍ଲଫ୍ରେଣ୍ଡଙ୍କୁ ୨୨ ଲକ୍ଷ ଟଙ୍କା ମୂଲ୍ୟର ଏକ ଆକ୍ୱାରିଅମ ମଧ୍ୟ ଗିଫ୍ଟରେ ଦେଇଥିଲେ ବୋଲି ପଞ୍ଚାକ୍ଷରୀ ଜେରା ସମୟରେ ପୋଲିସକୁ କହିଛନ୍ତି।

୨୦୧୬ରେ ସ୍ବାମୀ ପ୍ରଥମ ଥର ଗୁଜରାଟ ପୋଲିସ ଦ୍ବାରା ଗିରଫ ହୋଇଥିବା ବେଳେ ୬ ବର୍ଷ ଜେଲରେ ରହିଥିଲ। ପରେ ମହାରାଷ୍ଟ୍ରରେ ସମାନ ଏକ ମାମଲାରେ ଗିରଫ ହୋଇଥିଲା। ୨୦୨୪ରେ ଜେଲରୁ ମୁକୁଳିବା ପରେ ସେ ବେଙ୍ଗାଲୁରୁକୁ ସିଫ୍ଟ କରିଥିଲା। ଜାନୁଆରୀ ୯ ତାରିଖରେ ବେଙ୍ଗାଲୁରୁର ମଦିଭାଲା ମାର୍କେଟରୁ ଚୋରି କରି ଧରା ପଡିଥିଲା। ପୋଲିସ ତା ନିକଟରୁ ଏକ ଲୁହା ରଡ, ସୁନା ତରଳାଇବାରେ ବ୍ୟବହୃତ ଫାୟାର ଗନ ଉଦ୍ଧାର କରିଥିଲା। ଏହା ସହିତ ୧୮୧ ଗ୍ରାମର ସୁନା ବିସ୍କୁଟ ଓ ୩୩୩ ଗ୍ରାମର ରୂପା ଉଦ୍ଧାର କରାଯାଇଥିଲା।


Powered by Froala Editor

Tags loot

Related articles Odisha News Lens 4.1

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର
    ବିଶେଷ

    ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13644
    Mar 15, 2026
  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...
    ଦେଶ-ଦେଶାନ୍ତର

    ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...

    13676
    Mar 15, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14769
    Mar 14, 2026
  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା
    ଦେଶ-ଦେଶାନ୍ତର

    ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା

    13707
    Mar 15, 2026
  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ
    ଦେଶ-ଦେଶାନ୍ତର

    ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

    14611
    Mar 15, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ
    ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14664
    Mar 15, 2026
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    15019
    Mar 15, 2026
  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ
    ଦେଶ-ଦେଶାନ୍ତର

    ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ

    14590
    Mar 16, 2026
  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...
    ଦେଶ-ଦେଶାନ୍ତର

    ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...

    13554
    Mar 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14342
    Mar 15, 2026
  • ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14664
    Mar 15, 2026
  • ଦେଶ-ଦେଶାନ୍ତର

    ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

    13554
    Mar 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13644
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14168
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13939
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14509
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15124
    Mar 08, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14992
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

    13554
    Mar 16, 2026
  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14342
    Mar 15, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14664
    Mar 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In