Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ...

  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ...

  • ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ...

  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ...

  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ...

  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ...

  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ...

  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ ...

  • ମୋଦୀଙ୍କ ପାଇଁ ଏହି ଗୀତ ପୋଷ୍ଟ କଲେ ...

ରାଜ୍ୟ
Home ›› ରାଜ୍ୟ ››ମାଟ୍ରିକ: ମାର୍ଚ୍ଚ ୧୯ରୁ ଖାତା ଦେଖା ଆରମ୍ଭ

ମାଟ୍ରିକ: ମାର୍ଚ୍ଚ ୧୯ରୁ ଖାତା ଦେଖା ଆରମ୍ଭ

2025-02-06 11:45:27
15033
Share:
Facebook
Twitter
E-Mail
WhatsApp
Telegram
ମାଟ୍ରିକ: ମାର୍ଚ୍ଚ ୧୯ରୁ ଖାତା ଦେଖା ଆରମ୍ଭ

କଟକ: ଚଳିବ ବର୍ଷ ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା। ମାର୍ଚ୍ଚ ୬ ତାରିଖ ଯାଏ ଚାଲିବ।  ମାଟ୍ରିକ ପରୀକ୍ଷା ଶେଷ ହେବା ପରେ ମାର୍ଚ୍ଚ ୧୯ରୁ ଖାତା ଦେଖା ଆରମ୍ଭ ହେବ । ପ୍ରାୟ ୧୩ ଦିନ ଧରି ମାଟ୍ରିକ ପରୀକ୍ଷା ଖାତା ଦେଖାଚାଲିବ । ତା ପରେ ରେଜଲ୍ଟ ବାହାରିବ । ଗୁରୁବାର ବୋର୍ଡ ଉପସଭାପତି ନିହାର ମହାନ୍ତି ଏହି ସୂଚନା ଦେଇଛନ୍ତି । 

 ମାଟ୍ରିକ୍ ପରୀକ୍ଷା ଯାଏ  ୭ଟା ୩୦ରୁ ସାଢ଼େ ୮ଟା ମଧ୍ୟରେ ଛାତ୍ରୀଛାତ୍ରୀମାନେ ପରୀକ୍ଷା କେନ୍ଦ୍ରରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷା ସକାଳ ୯ଟାରୁ ୧୧ଟା ୩୦ ମିନିଟ୍‌ ପର୍ୟ୍ୟନ୍ତ ଚାଲିବ । ପରୀକ୍ଷା ଆରମ୍ଭ ହେବାର ଏକ ଘଣ୍ଟା ଆଗରୁ ଓ ପରୀକ୍ଷା ଶେଷ ହୋଇ ଉତ୍ତର ଖାତା ସିଲ୍‌ ହେବା ପର୍ୟ୍ୟନ୍ତ ପରୀକ୍ଷା କେନ୍ଦ୍ରରେ ଭିଡିଓ ଯୋଗେ ସିଧା ପ୍ରସାରଣ କରାଯିବ । ୩୧୩୩ ପରୀକ୍ଷା କେନ୍ଦ୍ରରେ ଦିନେ ଛାଡ଼ି ଦିନେ ପରୀକ୍ଷା ଆୟୋଜନ କରିବ ବୋର୍ଡ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।

ଏଥି ସହିତ ବୋର୍ଡ ସଭାପତି ଆହୁରି କହିଛନ୍ତି, ପରୀକ୍ଷା ହେବା ଆଗରୁ ସେଣ୍ଟରରୁ କେହି ପ୍ରଶ୍ନପତ୍ର ମୋବାଇଲ୍‌ରେ ଫଟୋ ଉଠାଇ ପ୍ରଘଟ (ଭାଇରାଲ୍‌) କଲେ ସହଜରେ ଧରା ପଡ଼ିଯିବେ । ପ୍ରଶ୍ନପତ୍ର ପ୍ରଘଟକାରୀଙ୍କୁ ସାବାଡ୍‌ କରିବା ପାଇଁ ଏଥର ମାଟ୍ରିକ୍‌ର ପ୍ରତି ପ୍ରଶ୍ନପତ୍ର ଉପରେ ପରୀକ୍ଷାର୍ଥୀଙ୍କ ବୁକ୍‌ଲେଟ୍‌ର କ୍ରମିକ ନମ୍ବର ତଥା ସିରିଏଲ୍‌ ନମ୍ବର ୱାଟର୍‌ ମାର୍କରେ ଉଲ୍ଲେଖ ରହିବ । ବୁକଲେଟ୍‌ ନମ୍ବର ୱାଟର ମାର୍କ ସହ କ୍ୟୁ-ଆର୍‌ (କୁଇକ୍‌ ରେସ୍‌ପନ୍ସ) କୋଡ୍‌ ନମ୍ବର ଏବଂ ଷ୍ଟାଟିକ୍‌ କ୍ୟୁ-ଆର୍‌ କୋଡ୍‌ ଛାପ ପ୍ରତିଟି ପ୍ରଶ୍ନପତ୍ର ଉପରେ ଉଲ୍ଲେଖ କରାଇବା ପାଇଁ ବୋର୍ଡ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି । 

ଚଳିବ ବର୍ଷ  ବୋର୍ଡ ପରୀକ୍ଷାରେ କପି ରୋକିବାକୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସମସ୍ତ ପରୀକ୍ଷା କେନ୍ଦ୍ର ଏବଂ ନେଡାଲ ସେଣ୍ଟର ଗୁଡ଼ିକରେ ଏଆଇ କ୍ୟାମେରା ଖଞ୍ଜା ଯାଇଛି। ଏଥି ସହିତି ୪ ସ୍ତରୀୟ ସ୍କ୍ବାର୍ଡ ଗଠନ କରାଯାଇଛି। ମୋଟ ୧୭୨ ଟି ସ୍କ୍ବାର୍ଡ ଗଠନ ହେବ।  ଜିଲ୍ଲା ଶିକ୍ଷା ଅଧିକାରୀ ୭୦ ଟିମ୍, ବୋର୍ଡ ପକ୍ଷରୁ ୪୨ ଟିମ୍, ଶିକ୍ଷା ବିଭାଗ ଏବଂ ପୋଲିସ ପ୍ରଶାସନ ସ୍କ୍ବାର୍ଡ ଟିମ୍ ଗଠନ ହେବ। ସିଧା ପ୍ରସାରଣ ଅନୁଧ୍ୟାନ ଲାଗି ବୋର୍ଡ ମୁଖ୍ୟ କାର୍ୟ୍ୟାଳୟରେ ଏକ କଣ୍ଟ୍ରୋଲ୍‌ ରୁମ୍‌ ରହିବ । କଣ୍ଟ୍ରୋଲ୍‌ ରୁମ୍‌ରେ ବୋର୍ଡ ଅଧିକାରୀମାନେ ବସି ପରୀକ୍ଷା କେନ୍ଦ୍ରରେ ପରିଚାଳନା ବ୍ୟବସ୍ଥାକୁ ଅନୁଧ୍ୟାନ କରିବେ । ସିଧା ପ୍ରସାରଣ ସମୟରେ ଯଦି କୌଣସି କେନ୍ଦ୍ରର ଭୂମିକାକୁ ନେଇ ସନ୍ଦେହ ସୃଷ୍ଟି ହୁଏ, ବୋର୍ଡ ଦ୍ୱାରା ଗଠିତ ସ୍କାଡ ତ୍ୱରିତ୍ୱ ପଦକ୍ଷେପ ନେବା ସହ କାର୍ୟ୍ୟାନୁଷ୍ଠାନ ନେବ। ଆସନ୍ତା ୧୨ ତାରିଖରୁ ୩୦ ଜିଲ୍ଲାର ୩୧୪ ପରୀକ୍ଷା ନେଡାଲ ସେଣ୍ଟରକୁ ପ୍ରଶ୍ନପତ୍ର ପଠାଇବାକୁ  ପ୍ରକ୍ରିୟା ଆରମ୍ଭ କରିବ ବୋର୍ଡ। ୧୯ ତାରିଖ ସୁଦ୍ଧା ନୋଡାଲ କେନ୍ଦ୍ରରେ ପହଞ୍ଚିବ ପ୍ରଶ୍ନ।

Powered by Froala Editor

Tags Matric paper evaluation

Related articles Odisha News Lens 4.1

  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ
    ଦେଶ-ଦେଶାନ୍ତର

    ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

    14927
    Sep 16, 2026
  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ
    ଦେଶ-ଦେଶାନ୍ତର

    ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ

    15382
    Sep 15, 2026
  •  ମୋଦୀଙ୍କ ପାଇଁ  ଏହି ଗୀତ ପୋଷ୍ଟ କଲେ ମାଲେସିଆ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପାଇଁ ଏହି ଗୀତ ପୋଷ୍ଟ କଲେ ମାଲେସିଆ ପ୍ରଧାନମନ୍ତ୍ରୀ

    14079
    Sep 15, 2026
  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍
    ଦେଶ-ଦେଶାନ୍ତର

    ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    13940
    Sep 16, 2026
  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ କବଜା କଲେ ହାଉତି ବିଦ୍ରୋହୀ
    ଦେଶ-ଦେଶାନ୍ତର

    ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ କବଜା କଲେ ହାଉତି ବିଦ୍ରୋହୀ

    14187
    Sep 15, 2026
  • ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ
    ଦେଶ-ଦେଶାନ୍ତର

    ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ

    14004
    Sep 16, 2026
  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

    14900
    Sep 16, 2026
  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର  ଡ଼. ସଞ୍ଜୁକ୍ତା ପରାଶର
    ଦେଶ-ଦେଶାନ୍ତର

    ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    13841
    Sep 16, 2026
  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା

    15455
    Sep 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    13841
    Sep 16, 2026
  • ଦେଶ-ଦେଶାନ୍ତର

    ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ

    14004
    Sep 16, 2026
  • ଦେଶ-ଦେଶାନ୍ତର

    ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

    14900
    Sep 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17097
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17778
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17765
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18169
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14541
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16162
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14693
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14003
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14810
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14315
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14080
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14708
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15043
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    13940
    Sep 16, 2026
  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

    14900
    Sep 16, 2026
  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    13841
    Sep 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In