Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ ...

  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ...

  • ‘ଜୀବନ୍ୟାସ’ ପୁରସ୍କୃତ

ରାଜ୍ୟ
Home ›› ରାଜ୍ୟ ››ସୁରକ୍ଷିତ ହେବ ସତ୍ୟବାଦୀ ବକୁଳବନର ଐତିହ୍ୟ

ସୁରକ୍ଷିତ ହେବ ସତ୍ୟବାଦୀ ବକୁଳବନର ଐତିହ୍ୟ

2025-02-07 06:49:20
14366
Share:
Facebook
Twitter
E-Mail
WhatsApp
Telegram
ସୁରକ୍ଷିତ ହେବ ସତ୍ୟବାଦୀ ବକୁଳବନର ଐତିହ୍ୟ

ଭୁବନେଶ୍ବର: ସୁରକ୍ଷିତ ହେବ ସତ୍ୟବାଦୀ ବକୁଳବନର ଐତିହ୍ୟ । ଏହାକୁ ସୁରକ୍ଷିତ ରଖାଯାଇ ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ । ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ ପାଇଁ ଉଦ୍ୟମ । ଏହାର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।
ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ କାର୍ୟ୍ୟ ହାତକୁ ନେଇଛନ୍ତି ରାଜ୍ୟ ସରକାର । ଲୋକସେବା ଭବନରେ ଏନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଏକ ଉପସ୍ଥାପନା ମୁଖ୍ୟମନ୍ତ୍ରୀଙ୍କ ନିକଟରେ ହୋଇଛି । ଲୋକସେବା ଭବନରେ ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଉପସ୍ଥାପନା ପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି ।
ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରାଯିବ । ଏହା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଶାଳିନୀ ପଣ୍ଡିତ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ମନୋଜ କୁମାର ସାହୁ, ପର୍ୟ୍ୟଟନ ବିଭାଗର ଶାସନ ସଚିବ ବଲୱନ୍ତ ସିଂହ ଏବଂ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।ଗୁରୁଶିଷ୍ୟ ପରମ୍ପରାର ଅନନ୍ୟ ନିଦର୍ଶନ ବହନ କରୁଥିବା ସତ୍ୟବାଦୀର ବକୁଳବନ ୧୯୦୯ ମସିହାରେ ପଞ୍ଚସଖାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା । ସେ ସମୟରେ ଓଡିଶାର ବହୁ ଜଣାଶୁଣା ପଣ୍ଡିତ, ଜ୍ଞାନୀ, ଦେଶଭକ୍ତମାନେ ଏହି ବିଦ୍ୟାଳୟର ଶିକ୍ଷକ ଥିଲେ । ତତ୍କାଳୀନ ସମୟରେ ଏହା ଓଡ଼ିଶାର ଏକ ପ୍ରତିଷ୍ଠିତ ବିଦ୍ୟାଳୟ ଭାବେ ଖ୍ୟାତି ଅର୍ଜନ କରିଥିଲା । ଆଜି ମଧ୍ୟ ଏକ ଐତିହ୍ୟ ସଂପନ୍ନ ଶିକ୍ଷାନୁଷ୍ଠାନ ଭାବେ ଏହାର ସ୍ୱତନ୍ତ୍ରତା ରହିଛି । ଏହି ବକୁଳବନ ଅଞ୍ଚଳର ବିକାଶ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି । ଏହି ବିଦ୍ୟାଳୟର ଆଦର୍ଶ ଓ ଆଭିମୁଖ୍ୟ ବିଷୟରେ ବର୍ତ୍ତମାନର ପିଢିଙ୍କୁ ଅବଗତ କରାଇବା ପାଇଁ ଏହାର ମୂଳ ଢାଞ୍ଚା ଅନୁରୂପ ବିକାଶ କରାଯିବ । ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରୁ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଏହି ସ୍ଥାନ ପରିଦର୍ଶନ କରିବେ । ଏହାର ଐତିହ୍ୟ ସଂପର୍କରେ ଜ୍ଞାନ ଅର୍ଜନ କରିପାରିବେ । ଏହା ପର୍ୟ୍ୟଟକମାନଙ୍କୁ ମଧ୍ୟ ଆକୃଷ୍ଟ କରିବ ।

Powered by Froala Editor

Tags Cm

Related articles Odisha News Lens 4.1

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍
    ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15557
    Mar 14, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ
    ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14418
    Mar 15, 2026
  • ‘ଜୀବନ୍ୟାସ’ ପୁରସ୍କୃତ
    ମନୋରଞ୍ଜନ

    ‘ଜୀବନ୍ୟାସ’ ପୁରସ୍କୃତ

    13745
    Mar 14, 2026
  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...
    ଦେଶ-ଦେଶାନ୍ତର

    ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...

    13415
    Mar 15, 2026
  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13501
    Mar 14, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14531
    Mar 14, 2026
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    14771
    Mar 15, 2026
  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...
    ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13769
    Mar 14, 2026
  • LPG ସଙ୍କଟ : ୮୮ ଲକ୍ଷ ବୁକିଂ
    ଦେଶ-ଦେଶାନ୍ତର

    LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14096
    Mar 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14334
    Mar 14, 2026
  • ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15557
    Mar 14, 2026
  • ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13769
    Mar 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13930
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13909
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14482
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15098
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14853
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14992
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14096
    Mar 15, 2026
  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14334
    Mar 14, 2026
  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ କାର୍ଯ୍ୟ ସପ୍ତାହ ଲାଗୁ

    13415
    Mar 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In