Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ...

  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ...

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ...

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପ୍ରାର୍ଥୀ କିଣିବା ଅଭିଯୋଗ, ACBକୁ ତଦନ୍ତ ନିର୍ଦ୍ଦେଶ

ପ୍ରାର୍ଥୀ କିଣିବା ଅଭିଯୋଗ, ACBକୁ ତଦନ୍ତ ନିର୍ଦ୍ଦେଶ

2025-02-07 20:14:14
16324
Share:
Facebook
Twitter
E-Mail
WhatsApp
Telegram
ପ୍ରାର୍ଥୀ କିଣିବା ଅଭିଯୋଗ, ACBକୁ ତଦନ୍ତ ନିର୍ଦ୍ଦେଶ

ଆମ ଆଦମୀ ପାର୍ଟିର ପ୍ରାର୍ଥୀଙ୍କୁ ବିଜେପି କିଣିବା ପାଇଁ ଉଦ୍ୟମ କରୁଥିବା ଅଭିଯୋଗ ପରେ ଏହାର ତଦନ୍ତ ଲାଗି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବିକୁ ନିର୍ଦ୍ଦେଶ ଦେଇଛନ୍ତି ଲେଫଟନାଣ୍ଟ ଗଭର୍ଣ୍ଣର ଭି.କେ. ସକ୍ସେନା। ଏସିବିର ଏକ ଟିମ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବାସଭବନରେ ପହଞ୍ଚିଛନ୍ତି। ତେବେ ଏହି ଟିମକୁ କେଜରିୱାଲ ଘରେ ପ୍ରବେଶ କରିବାକୁ ଦେଇ ନଥିବା ସୂଚନା ମିଳିଛି।

ଏସିବି ବା ଆଣ୍ଟିକରପଶନ ବ୍ୟୁରୋ ଅଧିକାରୀମାନେ ଅରବିନ୍ଦ କେଜରିୱାଲଙ୍କ ଘରେ ଆସି ବସିଥିଲେ। ତାଙ୍କୁ ପ୍ରଶ୍ନ ପଚାରିଥିଲେ। ତାଙ୍କୁ ପଚରାଗଲା ଯେ ତୁମେ ଯେଉଁ ଅଭିଯୋଗ ଆଣିଛ ତା’ ପଛରେ କ’ଣ ପ୍ରମାଣ ଅଛି? ଆମ ଆଦମୀ ପାର୍ଟିର ଆଇନଗତ ମୁଖ୍ୟ ସଞ୍ଜୀବ ନାସିଆର ଏ ବିଷୟରେ କିଛି ସୂଚନା ଦେଇଛନ୍ତି। ସେ ଅନେକ ଗମ୍ଭୀର ଅଭିଯୋଗ ମଧ୍ୟ ଲଗାଇଛନ୍ତି।

ଆମ ଆଦମୀ ପାର୍ଟିର ଆଇନଗତ ମୁଖ୍ୟ ସଞ୍ଜୀବ ନାସିଆର କହିଛନ୍ତି, ଏହା ବହୁତ ଆଶ୍ଚର୍ଯ୍ୟଜନକ। ଦୁର୍ନୀତି ନିବାରଣ ବ୍ୟୁରୋ (ଏସିବି) ଅଧିକାରୀମାନେ ଗତ କିଛି ଘଣ୍ଟା ଧରି ସେଠାରେ ବସିଥିଲେ। ତାଙ୍କ ପାଖରେ କୌଣସି କାଗଜପତ୍ର କିମ୍ବା ନିର୍ଦ୍ଦେଶ ନଥିଲା। ସେ ଫୋନରେ କାହା ସହିତ ଲଗାତାର କଥା ହେଉଥିଲେ। ଆମେ ସେମାନଙ୍କୁ ତଦନ୍ତ ପାଇଁ ନୋଟିସ ମାଗିଥିଲୁ କିନ୍ତୁ ସେମାନଙ୍କ ପାଖରେ କିଛି ନଥିଲା।

ଆପର ୭ ପ୍ରାର୍ଥୀଙ୍କୁ ୧୫ କୋଟି ଲେଖାଏ ଟଙ୍କାରେ କିଣିବାକୁ ବିଜେପି ଥୋପ ପକାଉଥିବା ନେଇ ଆପ୍ ସାଂସଦ ସଞ୍ଜୟ ସିଂ ଅଭିଯୋଗ କରିବା ପରେ ଦିଲ୍ଲୀ ରାଜନୀତିରେ ହଇଚଇ ସୃଷ୍ଟି ହୋଇଥିଲା। ସେପଟେ କେଜରିୱାଲ ବି ଅଭିଯୋଗ କରିଥିଲେ ମନ୍ତ୍ରୀ କରିବା ଲାଗି ଆପର ୧୬ ପ୍ରାର୍ଥୀଙ୍କୁ ବିଜେପି ପକ୍ଷରୁ ୧୫ କୋଟି ଲେଖାଏ ଟଙ୍କା ଯଚାଯାଉଛି। ଦିଲ୍ଲୀ ବିଜେପି ସମ୍ପାଦକ ବିଷ୍ଣୁ ମିତ୍ତଲଙ୍କ ଅବିଯୋଗ କ୍ରମେ ଲେଫଟନାଣ୍ଟ ଗଭର୍ଣ୍ଣର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ।

Powered by Froala Editor

Tags ama

Related articles Odisha News Lens 4.1

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15315
    Nov 06, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...
    ବାଣିଜ୍ୟ

    ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...

    13961
    Nov 07, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ
    ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15168
    Nov 07, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14915
    Nov 06, 2026
  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା
    ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13466
    Nov 07, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13851
    Nov 07, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    14376
    Nov 05, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15760
    Nov 06, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13851
    Nov 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13519
    Nov 07, 2026
  • ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15315
    Nov 06, 2026
  • ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13851
    Nov 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17259
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17960
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17901
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18321
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13851
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14199
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14900
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15879
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15059
    Oct 27, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15315
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14144
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14155
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14423
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13519
    Nov 07, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13851
    Nov 07, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15168
    Nov 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In