Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ...

  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଗର୍ଭବତୀଙ୍କୁ ଚଳନ୍ତା ଟ୍ରେନରୁ ଠେଲି ଦେଲେ

ଗର୍ଭବତୀଙ୍କୁ ଚଳନ୍ତା ଟ୍ରେନରୁ ଠେଲି ଦେଲେ

2025-02-07 20:14:53
16388
Share:
Facebook
Twitter
E-Mail
WhatsApp
Telegram
ଗର୍ଭବତୀଙ୍କୁ ଚଳନ୍ତା ଟ୍ରେନରୁ ଠେଲି ଦେଲେ

ଗର୍ଭବତୀ ମହିଳାଙ୍କୁ ଚଳନ୍ତା ଟ୍ରେନରୁ ଠେଲି ଦେଲେ ଜଣେ ଯୁବକ। ଟ୍ରେନରୁ ପଡ଼ି ଗର୍ଭବତୀ ମହିଳା ଜଣଙ୍କ ଗୁରୁତର ଆହତ ହୋଇଥିବା ବେଳେ ବର୍ତ୍ତମାନ ଏକ ସରକାରୀ ହସ୍ପିଟାଲରେ ସେ ଚିକିତ୍ସିତ ହେଉଛନ୍ତି । ଏଭଳି ଅଭାବନୀୟ ଘଟଣା ତାମିଲନାଡୁର କୋଏମ୍ବାଟୁର ଜିଲ୍ଲାରେ। ଏହି ମାମଲାରେ ସମ୍ପୃକ୍ତ ଜଣେ ସନ୍ଦିଗ୍ଧକୁ ପୋଲିସ ଅଟକ ରଖିଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ତାମିଲନାଡୁର ଭେଲୋର ଜିଲ୍ଲାରେ ଫେବୃଆରୀ ୬ ରାତିରେ ଜଣେ ଗର୍ଭବତୀ ମହିଳା ତିରୁପତି ଇଣ୍ଟରସିଟି ଏକ୍ସପ୍ରେସ ଯୋଗେ ଆନ୍ଧ୍ରପ୍ରଦେଶ ଚିତ୍ତୋରକୁ ଯାଉଥିଲେ। ଟ୍ରେନ ଷ୍ଟେସନ ଛାଡିବା ପରେ ୨୭ ବର୍ଷୀୟ ହେମରାଜ ଟ୍ରେନରେ ଚଢିଥିଲେ। ମହିଳା ଏକା ବସିଥିବା ଦେଖି ତାଙ୍କୁ ଦୁର୍ବ୍ୟବହାର କରିବା ସହ ପରେ ଯୌନ ଶୋଷଣ କରିବାକୁ ଚେଷ୍ଟା କରିଥିଲା ଯୁବକ।

ମହିଳା କମ୍ପାର୍ଟମେଣ୍ଟରେ ଯୁବକ ତାଙ୍କୁ ଶୌଚାଳୟ ପର୍ଯ୍ୟନ୍ତ ପିଛା କରିଥିଲେ । ସେଠାରେ ପ୍ରଥମେ ମହିଳାଙ୍କୁ ମୌଖିକ ଦୁର୍ବ୍ୟବହାର କରିବା ସହ ପରେ ଯୌନ ଶୋଷଣ କରିଥିଲେ ।
ମହିଳା ଜଣଙ୍କ ସାହାଯ୍ୟ ପାଇଁ ଚିତ୍କାର କରିଥିଲେ । ଏଥିରେ ଭୟଭୀତ ହୋଇ ଯୁବକ ମହିଳାଙ୍କୁ ଚଳନ୍ତା ଟ୍ରେନରୁ ତଳକୁ ଫିଙ୍ଗି ଦେଇଥିଲେ ।

ଚଳନ୍ତା ଟ୍ରେନରୁ ପଡ଼ି ଗର୍ଭବତୀ ମହିଳାଙ୍କ ଗୋଡ଼ ଏବଂ ହାତରେ ଫ୍ରାକ୍ଚର ଆସିଥିଲା ଏବଂ ମୁଣ୍ଡରେ ମଧ୍ୟ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି। ଏନେଇ ଜୋଲାରପେଟାଇ ରେଳବାଇ ପୋଲିସ ଏକ ମାମଲା ରୁଜୁ କରିଛି । ଅଭିଯୁକ୍ତକୁ ଗିରଫ କରିଛି ପୋଲିସ ।

Powered by Froala Editor

Tags train

Related articles Odisha News Lens 4.1

  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍
    ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14232
    Oct 22, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15129
    Oct 23, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍
    ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14538
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14423
    Oct 23, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା
    ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14696
    Oct 24, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14067
    Oct 24, 2026
  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13634
    Oct 23, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14079
    Oct 24, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13682
    Oct 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15129
    Oct 23, 2026
  • ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13634
    Oct 23, 2026
  • ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14232
    Oct 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17209
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17907
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17851
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18274
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15129
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15477
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15039
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15503
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14835
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14423
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15052
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14396
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14609
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13634
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15477
    Oct 23, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13682
    Oct 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In