Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଜି ସନ୍ଧ୍ୟାରେ ଦିଲ୍ଲୀ ବିଜେପି ମୁଖ୍ୟାଳୟ ଯିବେ ମୋଦୀ

ଆଜି ସନ୍ଧ୍ୟାରେ ଦିଲ୍ଲୀ ବିଜେପି ମୁଖ୍ୟାଳୟ ଯିବେ ମୋଦୀ

2025-02-08 09:48:50
15935
Share:
Facebook
Twitter
E-Mail
WhatsApp
Telegram
ଆଜି ସନ୍ଧ୍ୟାରେ ଦିଲ୍ଲୀ ବିଜେପି ମୁଖ୍ୟାଳୟ ଯିବେ ମୋଦୀ

ନୂଆଦିଲ୍ଲୀ: ଆଜି ସନ୍ଧ୍ୟା ୭ଟା ୪୫ରେ ଦିଲ୍ଲୀ ବିଜେପି ମୁଖ୍ୟାଳୟ ଯିବେ ପ୍ରଧାନମନ୍ତ୍ରୀ ମୋଦୀ। ସେଠାରେ ବିଜେପି କର୍ମୀଙ୍କୁ ସମ୍ବୋଧନ କରିବେ।  ଯେତେବେଳେ ବି କୌଣସି ରାଜ୍ୟରେ ବିଜେପି ବିଜୟୀ ହୁଏ ମୋଦୀ ଗସ୍ତ କରି ନେତା ଓ କର୍ମୀଙ୍କୁ ଏଭଳି ସମ୍ବୋଧନ କରିଥାନ୍ତି । ତେଣୁ ଆଜି ମୋଦୀଙ୍କ ଦିଲ୍ଲୀ ଗସ୍ତ ଖବର ପରେ ଦିଲ୍ଲୀରେ ବିଜେପି ହିଁ ଜିତିବ ଓ ସରକାର ଗଢିବ ଏହା ଏକରକମ ସ୍ପଷ୍ଟ ହୋଇଛି। ଦିଲ୍ଲୀରେ ଡବଲ ଇଞ୍ଜିନ ସରକାର ଆସିବାକୁ ଯାଉଛି । ଦୀର୍ଘ ୨୭ ବର୍ଷ ପରେ ପୁଣି ଫେରୁଛି ବିଜେପି । ସେପଟେ ଟ୍ରେଣ୍ଡରେ ବିଜେପି ବହୁମତ ହାସଲ କରିଥିବାବେଳେ ବିଜେପି କାର୍ୟ୍ୟାଳୟରେ ପୁରା ଉତ୍ସବର ମାହୋଲ । 

ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ପାଇଁ ଶନିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି।   ପ୍ରାରମ୍ଭିକ ଟ୍ରେଣ୍ଡରେ ବହୁମତଠାରୁ ବିଜେପି ବହୁ ଆଗରେ ରହିଥିଲା। ତେବେ ପରବର୍ତ୍ତୀ ସମୟରେ ଆପ୍ ଏବଂ  ବିଜେପି ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଆପ୍ ୨୫ ଏବଂ ବିଜେପି ୪୫ ଆସନରେ ଆଗୁଆ ରହିଛି। ଏହା ସହିତ ବିଜେପି ଏକତରଫା ବିଜୟ ମୁହାଁ ହୋଇଛି।

କାହା ଭାଗ୍ୟରେ ଦିଲ୍ଲୀ? କିଏ ଗଢ଼ିବ ଦିଲ୍ଲୀରେ ସରକାର । କେଜ୍ରିୱାଲଙ୍କ ଆପ୍‌ର ଦବଦବା ଜାରି ରହିବ ନା ୨୬ ବର୍ଷ ପରେ ପୁଣି ଫେରିବ ବିଜେପି? ୧୯୯୮ରୁ ୨୦୧୩ ପର୍ୟ୍ୟନ୍ତ ୧୫ ବର୍ଷ ଧରି କ୍ଷମତାରେ ଥିବା କଂଗ୍ରେସ ଭାଗ୍ୟରେ ଏଥର ପରିବର୍ତ୍ତନ ହେବ କି? ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି । କଡ଼ା ସୁରକ୍ଷା ମଧ୍ୟରେ ଭୋଟ ଗଣତି କରାଯାଉଛି । ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଶନିବାର ଭୋଟ ଗଣତି ଜାରି ରହିଛି। ପ୍ରାରମ୍ଭିକ ଗଣତିରୁ ବିଜେପି ଆଗରେ ଥିବା ସୂଚନା ମିଳିଛି। ମୋଟ ୭୦ ବିଧାନସଭା ଆସନ ମଧ୍ୟରୁ ବିଜେପି ୪୫ ଆସନରେ ଆଗୁଆ ଥିବା ସୂଚନା ମିଳିଛି। ସେହିପରି ଆମ୍‌ ଆଦମୀ ପାର୍ଟି(ଆପ୍‌) ୨୫ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ସମସ୍ତ ୭୦ ଆସନରେ ପଛୁଆ ରହିଛି। ଗତ ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ହୋଇଥିଲା। ବିଭିନ୍ନ ଦଳରୁ ୬୯୯ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ।
ବିଜେପିର ନେତୃତ୍ୱ ସମ୍ପର୍କରେ ମନୋଜ ତିୱାରୀ କହିଛନ୍ତି, ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ ଅଛି। ମୁଁ ବିଶ୍ୱାସ କରେ ଯେ, ସଂଖ୍ୟା ଏହାଠାରୁ ଆହୁରି ଭଲ ହେବ। ଜନତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗ୍ୟାରେଣ୍ଟି ଉପରେ ଭରସା କରିଛନ୍ତି। ଦିଲ୍ଲୀର ପ୍ରତ୍ୟେକ ବର୍ଗ ଆମ ଆଦମୀ ପାର୍ଟିଠାରୁ ନିଜକୁ ଦୂରେଇ ରଖିଛନ୍ତି। ଆଜି ଫଳାଫଳ ବିଜେପି ହାତେଇବ। ଆପ୍ ଯେଉଁଭଳି ଭାବରେ କୁଶାସନ କଲା , ଦୁର୍ନୀତିରେ ଲିପ୍ତ ରହିଲା, ଶୀଶମହଲ ନିର୍ମାଣ କଲା, ଜନତା ତାହାର ଜବାବ ଦେଉଛନ୍ତି।

Powered by Froala Editor

Tags Modi

Related articles Odisha News Lens 4.1

  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13992
    Oct 18, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14838
    Oct 19, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15166
    Oct 18, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15159
    Oct 19, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14463
    Oct 17, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15520
    Oct 19, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    13955
    Oct 19, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    15071
    Oct 17, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14026
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    15071
    Oct 17, 2026
  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15520
    Oct 19, 2026
  • ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15166
    Oct 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17195
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17890
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17835
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18258
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14413
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15373
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14711
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14810
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15810
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14624
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13991
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15108
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15817
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15520
    Oct 19, 2026
  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15166
    Oct 18, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15159
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In