Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ...

  • ବାଲ୍ମିକ ଥାପରଙ୍କ ଦେହାନ୍ତ

  • ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ...

  • ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ...

  • ପାକିସ୍ତାନର ଗୁଳିବର୍ଷାରେ ପ୍ରାଣ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ଆମ ଆଦମୀ ପାର୍ଟିକୁ ଶକ୍ତ ଝଟକା, ପରାଜୟ ବରଣ କଲେ କେଜ୍ରିୱାଲ

ଆମ ଆଦମୀ ପାର୍ଟିକୁ ଶକ୍ତ ଝଟକା, ପରାଜୟ ବରଣ କଲେ କେଜ୍ରିୱାଲ

2025-02-08 09:55:39
14270
Share:
Facebook
Twitter
E-Mail
WhatsApp
Telegram
 ଆମ ଆଦମୀ ପାର୍ଟିକୁ ଶକ୍ତ ଝଟକା, ପରାଜୟ ବରଣ କଲେ କେଜ୍ରିୱାଲ

ନୂଆଦିଲ୍ଲୀ:  ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍)କୁ ଶକ୍ତ ଝଟକା ଲାଗିଛି। ଗୋଟିଏ ପଟେ ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍‌ର ଟାଣୁଆ ନେତାମାନଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ଖୋଦ ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ନିର୍ବାଚନରେ ପରାଜିତ ହୋଇଛନ୍ତି। ନୂଆଦିଲ୍ଲୀ ଆସନରୁ ଲଢ଼ୁଥିବା କେଜ୍ରିୱାଲ ବିଜେପି ପ୍ରାର୍ଥୀ ପରବେଶ ସାହିବ ସିଂହଙ୍କଠାରୁ ହାରିଯାଇଛନ୍ତି।
ସେହିପରି ପୂର୍ବତନ ମନ୍ତ୍ରୀ ମନୀଷ ସିସୋଦିଆ ମଧ୍ୟ ବିଜେପି ପ୍ରାର୍ଥୀ ପରବିନ୍ଦର ସିଂହ ମରୱାଙ୍କଠାରୁ ପରାଜିତ ହୋଇଛନ୍ତି। ସିସୋଦିଆ ମାତ୍ର ୬୦୦ ଭୋଟରେ ହାରିଛନ୍ତି। ଏହା ଆପ୍‌ ପାଇଁ ଅତ୍ୟନ୍ତ ଲଜ୍ଜାଜନକ ପରାଜୟ ହେବ ବୋଲି କୁହାଯାଉଛି।

ଆଜି ସନ୍ଧ୍ୟା ୭ଟା ୪୫ରେ ଦିଲ୍ଲୀ ବିଜେପି ମୁଖ୍ୟାଳୟ ଯିବେ ପ୍ରଧାନମନ୍ତ୍ରୀ ମୋଦୀ। ସେଠାରେ ବିଜେପି କର୍ମୀଙ୍କୁ ସମ୍ବୋଧନ କରିବେ।  ଯେତେବେଳେ ବି କୌଣସି ରାଜ୍ୟରେ ବିଜେପି ବିଜୟୀ ହୁଏ ମୋଦୀ ଗସ୍ତ କରି ନେତା ଓ କର୍ମୀଙ୍କୁ ଏଭଳି ସମ୍ବୋଧନ କରିଥାନ୍ତି । ତେଣୁ ଆଜି ମୋଦୀଙ୍କ ଦିଲ୍ଲୀ ଗସ୍ତ ଖବର ପରେ ଦିଲ୍ଲୀରେ ବିଜେପି ହିଁ ଜିତିବ ଓ ସରକାର ଗଢିବ ଏହା ଏକରକମ ସ୍ପଷ୍ଟ ହୋଇଛି। ଦିଲ୍ଲୀରେ ଡବଲ ଇଞ୍ଜିନ ସରକାର ଆସିବାକୁ ଯାଉଛି । ଦୀର୍ଘ ୨୭ ବର୍ଷ ପରେ ପୁଣି ଫେରୁଛି ବିଜେପି । ସେପଟେ ଟ୍ରେଣ୍ଡରେ ବିଜେପି ବହୁମତ ହାସଲ କରିଥିବାବେଳେ ବିଜେପି କାର୍ୟ୍ୟାଳୟରେ ପୁରା ଉତ୍ସବର ମାହୋଲ ।

Powered by Froala Editor

Tags delhi assembly election

Related articles Odisha News Lens 4.1

  •  ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ,  ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ଜାଣନ୍ତୁ କ’ଣ ?

    14145
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15574
    May 31, 2025
  • ପାକିସ୍ତାନର ଗୁଳିବର୍ଷାରେ ପ୍ରାଣ ହରାଇଥିବା ଏହି ପରିବାରକୁ ନିଯୁକ୍ତି ପତ୍ର ...
    ଦେଶ-ଦେଶାନ୍ତର

    ପାକିସ୍ତାନର ଗୁଳିବର୍ଷାରେ ପ୍ରାଣ ହରାଇଥିବା ଏହି ପରିବାରକୁ ନିଯୁକ୍ତି ପତ୍ର ...

    13955
    May 30, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13430
    May 31, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ
    ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14366
    May 31, 2025
  • ବାଲ୍ମିକ ଥାପରଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବାଲ୍ମିକ ଥାପରଙ୍କ ଦେହାନ୍ତ

    13593
    May 31, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13675
    May 31, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ
    ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13613
    May 31, 2025
  • ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ଦିଲ୍ଲୀରେ ଜଣେ ମୃତ
    ଦେଶ-ଦେଶାନ୍ତର

    ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ଦିଲ୍ଲୀରେ ଜଣେ ମୃତ

    15478
    May 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15574
    May 31, 2025
  • ଦେଶ-ଦେଶାନ୍ତର

    ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ଦିଲ୍ଲୀରେ ଜଣେ ମୃତ

    15478
    May 31, 2025
  • ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13430
    May 31, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16635
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16925
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15465
    Apr 03, 2021

ବିଶେଷ

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13430
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15574
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15919
    May 29, 2025
  • ଚା’ ସହିତ ଏହି ଜିନିଷ ଖାଇବା ମନା

    14532
    May 29, 2025
  • ରୁଦ୍ରାକ୍ଷ ପାଣି ଶରୀର ପାଇଁ କେତେ ଉପକାରୀ ଜାଣନ୍ତୁ...

    14588
    May 28, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15681
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16295
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14008
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14803
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13430
    May 31, 2025
  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି

    14966
    May 31, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13675
    May 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In