Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ...

  • RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି ...

  • ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ...

  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ...

  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ...

  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ...

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ...

  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ...

  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

ବିଶେଷ
Home ›› ବିଶେଷ ›› ଏହା ଖାଇବା ଦ୍ୱାରା ଦୂର ହୋଇଯାଏ ଆଖି ସମସ୍ୟା

ଏହା ଖାଇବା ଦ୍ୱାରା ଦୂର ହୋଇଯାଏ ଆଖି ସମସ୍ୟା

2025-02-09 03:04:09
16660
Share:
Facebook
Twitter
E-Mail
WhatsApp
Telegram
 ଏହା ଖାଇବା ଦ୍ୱାରା ଦୂର ହୋଇଯାଏ ଆଖି ସମସ୍ୟା

ଆଖି ଆମ ଶରୀରର ସବୁଠାରୁ ସୂକ୍ଷ୍ମ ଅଙ୍ଗ ମଧ୍ୟରୁ ଗୋଟିଏ  । ଏଣୁ ଏହାର ଯନô ନେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ  । ଆଖିରେ ସାମାନ୍ୟ ସମସ୍ୟା ମଧ୍ୟ ଆମ ଜୀବନକୁ ଅନ୍ଧକାର କରିପାରେ  । ହେଲେ  ଆଜିକାଲି ଘଣ୍ଟା ଘଣ୍ଟା ଧରି ଟିଭି, ମୋବାଇଲ, କମ୍ପୁ୍ୟଟର ଦେଖିବା ଏବଂ ଅନ୍ୟାନ୍ୟ ବିଭିନ୍ନ କାରଣରୁ କମ୍ ବୟସରୁ ଦୃଷ୍ଟି ଶକ୍ତି ଦୁର୍ବଳ ହୋଇଯାଉଛି  । ଏପରି ସ୍ଥଳେ ଆଖିକୁ ସୁସ୍ଥ ରଖିବା ପାଇଁ କେତେକ ଜରୁରୀ ପୋଷକ ତତ୍ତ୍ୱରେ ଭରପୂର ଖାଦ୍ୟ ଉଚିତ୍  । ତେବେ ଆସନ୍ତୁ ଜାଣିବା ପୋଷକ ତତ୍ତ୍ୱରେ ଭରପୂର କିଛି ଫଳ ବିଷୟରେ । ଯାହାକୁ ଖାଇବା ଦ୍ୱାରା  ଆଖି ସମସ୍ୟା ଦୂର ହୋଇଯିବ  ।
କୋଳି: କୋଳିରେ ପ୍ରଚୁର ଆଣ୍ଟିଅକ୍ସିଡାଣ୍ଟ ଥାଏ । ଏହା ଆଖିକୁ ସୁସ୍ଥ ରଖେ । ବୟସ ବଢିବା ଯୋଗୁଁ ଦେଖାଯାଉଥିବା ଆଖି ସମସ୍ୟା ଆଶଙ୍କା କମ୍ କରେ ।
କମଳା: କମଳା ଭିଟାମିନ-ସି' ର ଏକ ଭଲ ଉସô । ଯାହା ଆଖିର ରକ୍ତବାହିକାଗୁଡିକୁ ସୁସ୍ଥ ରଖିବାରେ ସାହାଯ୍ୟ କରେ । ଏଥିରେ ବିଟା-କେରୋଟିନ ଥାଏ । କମଳା ଭଳି ଭିଟାମିନ-ସିରେ ଭରପୂର ଲେମ୍ବୁ ମଧ୍ୟ ଆଖି ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ।
ଆମ୍ବ: ଆଖି ସ୍ୱାସ୍ଥ୍ୟ ପାଇଁ ଆମ୍ବ ମଧ୍ୟ ଏକ ଉପଯୁକ୍ତ ଫଳ । ଏଥିରେ ଥିବା ଭିଟାମିନ ଏ ଓ ବିଟା-କେରୋଟିନ ଶୁଷ୍କ ଆଖି ସମସ୍ୟା ରୋକିଥାଏ ଏବଂ ଦୃଷ୍ଟି ଶକ୍ତି ଉନ୍ନତ କରିଥାଏ ।
ଅମୃତଭଣ୍ଡା: ଆଖିକୁ ସୁସ୍ଥ ରଖିବା ପାଇଁ ଅମୃତଭଣ୍ଡା ଖୁବ୍ ଲାଭଦାୟକ । ଏଥିରେ ପ୍ରଚୁର ମାତ୍ରାରେ ବିଟା-କେରୋଟିନ, ଭିଟାମିନ ସି ଓ ଇ ମିଳେ । ନିୟମିତ ଅମୃତଭଣ୍ଡା ଖାଇବା ଦ୍ୱାରା ବୟସାଧିକ ଜନିତ ଦୃଷ୍ଟି ଶକ୍ତି ସମସ୍ୟା କମ୍ ହୋଇଥାଏ ।
କିୱି: ଏଥିରେ ଭିଟାମିନ ସି, ଭିଟାମିନ ଇ ଓ ଲୁ୍ୟଟିନ ଭରପୂର ମାତ୍ରାରେ ଥାଏ । ଏହା ଦୃଷ୍ଟି ଶକ୍ତି ବଢାଇବା ସହ ଆଖିକୁ ସୁସ୍ଥ ରଖିବାରେ ସାହାଯ୍ୟ କରେ । ତେଣୁ ନିଜ ଡାଏଟରେ କିୱି ମଧ୍ୟ ସାମିଲ କରିପାରିବେ  । ଉତ୍ତମ ଦୃଷ୍ଟି ଶକ୍ତି ବଜାୟ ରଖିବାରେ ଏହା ଏକ ଉପଯୁକ୍ତ ଫଳ ।

Powered by Froala Editor

Tags eyesight

Related articles Odisha News Lens 4.1

  • ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ...
    ଦେଶ-ଦେଶାନ୍ତର

    ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ...

    15512
    Oct 07, 2026
  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ
    ଦେଶ-ଦେଶାନ୍ତର

    ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14223
    Oct 06, 2026
  • ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ମୋଦି କହିଲେ ଏହା
    ଦେଶ-ଦେଶାନ୍ତର

    ନିଜ ରାଜନୈତିକ ଯାତ୍ରାର ଅନୁଭୂତି ବଖାଣି ମୋଦି କହିଲେ ଏହା

    14712
    Oct 07, 2026
  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ
    ଦେଶ-ଦେଶାନ୍ତର

    କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

    15135
    Oct 06, 2026
  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ
    ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13643
    Oct 06, 2026
  • RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି
    ଦେଶ-ଦେଶାନ୍ତର

    RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି

    15037
    Oct 07, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ
    ଦେଶ-ଦେଶାନ୍ତର

    ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14343
    Oct 06, 2026
  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14878
    Oct 06, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି
    ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15029
    Oct 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ସରକାର

    15512
    Oct 07, 2026
  • ମନୋରଞ୍ଜନ

    ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14800
    Oct 06, 2026
  • ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13643
    Oct 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17157
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17848
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17808
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18224
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14256
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14483
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15499
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14172
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15909
    Sep 23, 2026

ବାଣିଜ୍ୟ

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ଶିଳ୍ପ-ପ୍ରାସଙ୍ଗିକ ଦକ୍ଷତା ଏବଂ ଅର୍ଥପୂର୍ଣ୍ଣ ସୁଯୋଗ ଓଡ଼ିଶା ଏବଂ ଛତିଶଗଡ଼ରେ ଯୁବକମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣ କରିବାରେ ସାହାଯ୍ୟ କରୁଛି

ଭୁବନେଶ୍ୱର, ଅକ୍ଟୋବର ୬: ଗ୍ରାମାଞ୍ଚଳର ଯୁବକମାନ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14010
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15390
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15055
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14404
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • RBI ରେପୋ ରେଟ୍‌କୁ 25 ବେସିସ୍ ପଏଣ୍ଟ ବୃଦ୍ଧି କରିଛି

    15037
    Oct 07, 2026
  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14223
    Oct 06, 2026
  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13643
    Oct 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In