Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ...

  • ବଡ଼ ଖବର: ୩% ବଢିଲା DA

  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

  • ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ...

  • ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା

  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ...

  • ମନ୍ଦିରରୁ ନବବଧୂକୁ ଉଠାଇନେଲେ

  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ...

ବିଶେଷ
Home ›› ବିଶେଷ ››ମଧୁମେହ ରୋଗୀ ଗୁଡ ଖାଇବା କେତେ ସୁରକ୍ଷିତ ଜାଣନ୍ତୁ....

ମଧୁମେହ ରୋଗୀ ଗୁଡ ଖାଇବା କେତେ ସୁରକ୍ଷିତ ଜାଣନ୍ତୁ....

2025-02-09 03:09:00
15519
Share:
Facebook
Twitter
E-Mail
WhatsApp
Telegram
ମଧୁମେହ ରୋଗୀ ଗୁଡ ଖାଇବା କେତେ ସୁରକ୍ଷିତ ଜାଣନ୍ତୁ....

ବର୍ତ୍ତମାନ ଘରେ ଘରେ ଡାଇବେଟିସ ରୋଗୀ  ।  ବୟସ୍କଙ୍କଠାରୁ ଆରମ୍ଭ କରି କମ୍ ବୟସର ଯୁବଗୋଷ୍ଠୀଙ୍କୁ ମଧ୍ୟ ଗ୍ରାସ କରୁଛି  ଏହି ରୋଗ । ପୂର୍ବରୁ ଟାଇପ୍ ୨ ମଧୁମେହ କେବଳ ୪୦ ବର୍ଷରୁ ଅଧିକ ବୟସ୍କ ଲୋକ ଆକ୍ରାନ୍ତ ହେଉଥିଲେ  । ହେଲେ ଆଜିକାଲି ଏହି ରୋଗ ୨୦ ରୁ ୩୦ ବର୍ଷ ବୟସ୍କ ମଧ୍ୟ ଆକ୍ରାନ୍ତ ହେଉଛନ୍ତି  । ତେବେ  ଅସ୍ୱାସ୍ଥ୍ୟକର ଜୀବନଶୈଳୀ, ଅସ୍ୱାସ୍ଥ୍ୟକର ଖାଦ୍ୟପେୟ ଅଭ୍ୟାସ ଏବଂ ବ୍ୟାୟାମର ନକରିବା ଏହି ରୋଗ ହେବାର କାରଣ  । ମଧୁମେହକୁ ନିୟନ୍ତ୍ରଣ କରିବା ପାଇଁ ବିଶେଷ ଭାବେ ଖାଦ୍ୟପେୟଠାରୁ ଆରମ୍ଭ କରି ଜୀବନଶୈଳୀରେ ଅନେକ ସତର୍କତା ଅବଲମ୍ବନ କରିବାକୁ ପଡିବ । ଏହି ରୋଗର ରୋଗୀଙ୍କ ପାଇଁ, ରକ୍ତ ଶର୍କରା ସ୍ତରକୁ ନିୟନ୍ତ୍ରଣ କରିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଯଦି ମଧୁମେହ ରୋଗୀଙ୍କ ଶରୀରରେ ରକ୍ତରେ ଶର୍କରାର ସ୍ତର ବୃଦ୍ଧି ପାଏ, ତେବେ ତାଙ୍କୁ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ । ସାଧାରଣତଃ ମଧୁମେହ ରୋଗୀଙ୍କୁ ସାଧାରଣତଃ ଚିନି ଖାଇବାକୁ ବାରଣ କରାଯାଇଥିବାରୁ ସେମାନେ ଗୁଡ ଖାଇଥାନ୍ତି  । ତେବେ ଆସନ୍ତୁ ଜାଣିବା ମଧୁମେହ ରୋଗୀ ଗୁଡ ଖାଇବା କେତେ ସୁରକ୍ଷିତ ।
ଗୁଡ଼ ସ୍ୱାସ୍ଥ୍ୟ ପ୍ରତି ଅତ୍ୟନ୍ତ ଲାଭଦାୟକ  । କିନ୍ତୁ ମଧୁମେହ ରୋଗୀ ଏହାକୁ ସେବନ କରିବା ଭଲ ନୁହେଁ । ଗୁଡ଼ ଏବଂ ଚିନି ଉଭୟ ଆଖୁ ରସରୁ ତିଆରି ହୁଏ । ତେଣୁ ମଧୁମେହ ରୋଗୀଙ୍କ ପାଇଁ ଗୁଡ଼ ଖାଇବା ନିରାପଦ ନୁହେଁ । ଗୁଡ଼ ଖାଇବା ଦ୍ୱାରା ମଧ୍ୟ ଶର୍କରା ସ୍ତର ବୃଦ୍ଧି ପାଏ । ଯଦି ଆପଣଙ୍କର ମଧୁମେହ ପୀଡିତ ଓ ମିଠା ଖାଇବାକୁ ଇଚ୍ଛା ହୁଏ ତେବେ ଗୁଡ ବଦଳରେ ଏବଂ କନ୍ଦମୂଳ ଖାଇପାରିବେ । ତଥାପି, ମଧୁମେହ ରୋଗୀ ଏହାକୁ ଅତ୍ୟଧିକ ଖାଇବା ଭଲ ନୁହେଁ ।  ଗୁଡ଼କୁ ଚିନି ଅପେକ୍ଷା ସ୍ୱାସ୍ଥ୍ୟକର ବୋଲି ବିବେଚନା କରାଯାଏ  । ଏଥିରେ ଭିଟାମିନ ଓ ଖଣିଜ ସାର ଭଳି ଅନେକ ସ୍ୱାସ୍ଥ୍ୟବର୍ଦ୍ଧକ ଗୁଣ ରହିଥାଏ  । ଗୁଡରେ ଆଇରନ, କ୍ୟାଲସିୟମ, ପୋଟାସିୟମ ଓ ଆଣ୍ଟିଅକ୍ସିଡାଣ୍ଟ ଥାଏ, ଯାହା ଚିନିରେ ନଥାଏ  । ଚିନି ସ୍ୱାସ୍ଥ୍ୟ ପ୍ରତି ହାନିକାରକ ହୋଇଥିବାରୁ ଗୁଡ ଏହାର ଏକ ସ୍ୱାସ୍ଥ୍ୟକର ବିକଳ୍ପ  । ଗୁଡ଼ ଖାଇବା ଦ୍ୱାରା ପାଚନ ଶକ୍ତି ବୃଦ୍ଧି ପାଏ । ଏହା ପେଟ ଗ୍ୟାସ୍, ଫୁଲିବା ଏବଂ ଅନ୍ୟାନ୍ୟ ପେଟ ସମସ୍ୟାକୁ ଦୂର କରେ । ଗୁଡ଼ ଖାଇବା ଦ୍ୱାରା ରକ୍ତ ମଧ୍ୟ ପରିଷ୍କାର ହୋଇଥାଏ  । ଗୁଡ଼ ଖାଇବା ଦ୍ୱାରା ଶରୀରର ଶକ୍ତି ମିଳିଥାଏ । ଗୁଡ଼ରେ ପୋଟାସିୟମ ନାମକ ଆଉ ଏକ ପୋଷକ ତତ୍ତ୍ୱ ଥିବାରୁ ଏହା ବ୍ଲଡ ପ୍ରେସରକୁ ନିୟନ୍ତ୍ରଣ କରେ ।

Powered by Froala Editor

Tags jageery

Related articles Odisha News Lens 4.1

  •  ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ
    ଦେଶ-ଦେଶାନ୍ତର

    ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ

    14470
    Oct 27, 2026
  • ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ପୁରୀଙ୍କୁ ପୁଣି ମିଳିଲା ସୁଯୋଗ, ମଧ୍ୟପ୍ରଦେଶରୁ ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ପୁରୀଙ୍କୁ ପୁଣି ମିଳିଲା ସୁଯୋଗ, ମଧ୍ୟପ୍ରଦେଶରୁ ...

    13758
    Oct 28, 2026
  •  ବଡ଼ ଖବର: ୩% ବଢିଲା DA
    ଦେଶ-ଦେଶାନ୍ତର

    ବଡ଼ ଖବର: ୩% ବଢିଲା DA

    14547
    Oct 28, 2026
  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ
    ଦେଶ-ଦେଶାନ୍ତର

    ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ

    13947
    Oct 27, 2026
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି
    ଦେଶ-ଦେଶାନ୍ତର

    ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    15290
    Oct 27, 2026
  • ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା

    15441
    Oct 27, 2026
  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର
    ଦେଶ-ଦେଶାନ୍ତର

    ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

    15485
    Oct 27, 2026
  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି
    ଦେଶ-ଦେଶାନ୍ତର

    ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

    15248
    Oct 27, 2026
  • ମନ୍ଦିରରୁ ନବବଧୂକୁ ଉଠାଇନେଲେ
    ଦେଶ-ଦେଶାନ୍ତର

    ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14790
    Oct 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14790
    Oct 27, 2026
  • ଦେଶ-ଦେଶାନ୍ତର

    ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    15290
    Oct 27, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ

    14470
    Oct 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17230
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17927
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17871
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18295
    Sep 06, 2023

ବିଶେଷ

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14708
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15987
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14913
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15647
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15803
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16022
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14287
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15131
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14833
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଡ଼ ଖବର: ୩% ବଢିଲା DA

    14547
    Oct 28, 2026
  • ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ପୁରୀଙ୍କୁ ପୁଣି ମିଳିଲା ସୁଯୋଗ, ମଧ୍ୟପ୍ରଦେଶରୁ ହେଲେ ବିଜେପି ପ୍ରାର୍ଥୀ

    13758
    Oct 28, 2026
  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ

    13645
    Oct 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In