Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 10, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଛତିଶଗଡ଼ ବିଜାପୁରରରେ ଏନକାଉଣ୍ଟର: ୧୨ ମାଓବାଦୀ ନିହତ, ୨ ଯବାନ ସହିଦ

ଛତିଶଗଡ଼ ବିଜାପୁରରରେ ଏନକାଉଣ୍ଟର: ୧୨ ମାଓବାଦୀ ନିହତ, ୨ ଯବାନ ସହିଦ

2025-02-09 10:35:40
14932
Share:
Facebook
Twitter
E-Mail
WhatsApp
Telegram
ଛତିଶଗଡ଼ ବିଜାପୁରରରେ ଏନକାଉଣ୍ଟର: ୧୨ ମାଓବାଦୀ ନିହତ, ୨ ଯବାନ ସହିଦ

ମାଲକାନଗିରି: ଛତିଶଗଡ଼ ବିଜାପୁରରରେ ଏନକାଉଣ୍ଟର । ଏଥିରେ ୧୨ ଜଣ ମାଓବାଦୀ ନିହତ ହୋଇଥିବା ବେଳେ ୨ ଜଣ ଯବାନ ସହିଦ ହୋଇଥିବା  ଜଣାପଡ଼ିଛି । ଏଥିସହ ୨ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ତୁରନ୍ତ ମେଡିକାଲ ନେବା ଲାଗି ଜଗଦଲପୁର ଅଞ୍ଚଳରୁ ଏମ୍‌ଆଇ ହେଲିକେପ୍ଟରକୁ ପଠାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।
ରବିବାର ସକାଳେ ବିଜାପୁରର ଇନ୍ଦ୍ରାବତୀ ନ୍ୟାସନାଲ ପାର୍କ ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଥିବା ବେଳେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିୟମ ହୋଇଥିଲା । ୩୧ ଜାନୁଆରୀରୁ ସେନାମାନଙ୍କ ପକ୍ଷରୁ ଆଣ୍ଟି-ମାଓବାଦୀ ଅପରେସନ୍ ଆରମ୍ଭ ହୋଇଛି । ପଶ୍ଚିମ ବସ୍ତର ଅଞ୍ଚଳରେ ମାଓବାଦୀଙ୍କ କାର୍ୟ୍ୟକଳାପ ନେଇ ସୂଚନା ମିଳିଥିଲା । ଯାହା ପରେ ଜିଲ୍ଲା ଆରକ୍ଷୀ ଅଧିକାରୀ ଓ ସିଆରପିଏଫ୍ ସ୍ସେଶାଲ ଟାସ୍କ ଫୋର୍ସ ମିଳିତ ଭାବେ କମାଣ୍ଡୋ ବାଟାଲିୟନ୍ ଫର୍ ରିଜୋଲ୍ୟୁଟ୍ ଆକ୍ସନ କୋବ୍ରା ଏହି ଅପରେସନ୍‌ରେ ସାମିଲ । ଏଭଳି ଘଟଣା ପରେ ବସ୍ତର ପୋଲିସ ସର୍ଚ୍ଚ ଅପରେସନ ଜାରି ରଖିଛି ।

Powered by Froala Editor

Tags Encounter

Related articles Odisha News Lens 4.1

  • ବ୍ୟବସାୟୀ ରବର୍ଟ ଭଦ୍ରଙ୍କୁ ପୁଣି ଇଡି ସମନ
    ଦେଶ-ଦେଶାନ୍ତର

    ବ୍ୟବସାୟୀ ରବର୍ଟ ଭଦ୍ରଙ୍କୁ ପୁଣି ଇଡି ସମନ

    14254
    Jun 10, 2025
  • ଏମଏସ ଧୋନିଙ୍କୁ ଆଇସିସି ହଲ ଅଫ ଫେମ ସମ୍ମାନ
    ଦେଶ-ଦେଶାନ୍ତର

    ଏମଏସ ଧୋନିଙ୍କୁ ଆଇସିସି ହଲ ଅଫ ଫେମ ସମ୍ମାନ

    13637
    Jun 09, 2025
  • ରାଜଙ୍କ ପ୍ରେମରେ ପଡି ରାଜାଙ୍କୁ ହତ୍ୟା କରିଥିଲେ ସୋନମ
    ଦେଶ-ଦେଶାନ୍ତର

    ରାଜଙ୍କ ପ୍ରେମରେ ପଡି ରାଜାଙ୍କୁ ହତ୍ୟା କରିଥିଲେ ସୋନମ

    15399
    Jun 09, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି
    ବିଶେଷ

    ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    14997
    Jun 10, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…
    ବିଶେଷ

    ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13576
    Jun 10, 2025
  • ଜାହାଜ ନିଆଁ ଲିଭାଇବା ପାଇଁ ଆଜି ବି ଉଦ୍ୟମ ଜାରି
    ଦେଶ-ଦେଶାନ୍ତର

    ଜାହାଜ ନିଆଁ ଲିଭାଇବା ପାଇଁ ଆଜି ବି ଉଦ୍ୟମ ଜାରି

    14425
    Jun 10, 2025
  • ରିପୋର୍ଟିଂ ସମୟରେ ସାମ୍ବାଦିକାଙ୍କୁ ଗୁଳି ମାରିଲା ପୁଲିସ
    ଦେଶ-ଦେଶାନ୍ତର

    ରିପୋର୍ଟିଂ ସମୟରେ ସାମ୍ବାଦିକାଙ୍କୁ ଗୁଳି ମାରିଲା ପୁଲିସ

    14253
    Jun 09, 2025
  • ମସ୍କଙ୍କୁ ରୁଷରେ ଶରଣ ନେବାକୁ ପ୍ରସ୍ତାବ ଦେଲେ ପୁଟିନ
    ଦେଶ-ଦେଶାନ୍ତର

    ମସ୍କଙ୍କୁ ରୁଷରେ ଶରଣ ନେବାକୁ ପ୍ରସ୍ତାବ ଦେଲେ ପୁଟିନ

    14267
    Jun 10, 2025
  • ରାଜା ରଘୁବଂଶୀ ହତ୍ୟା ମାମଲା: ରାଜାଙ୍କ ଭାଇ ବିପିନ ଦେଲେ ଚାଞ୍ଚଲ୍ୟକର ତଥ୍ୟ,  ଜାଣନ୍ତୁ ...
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟା ମାମଲା: ରାଜାଙ୍କ ଭାଇ ବିପିନ ଦେଲେ ଚାଞ୍ଚଲ୍ୟକର ତଥ୍ୟ, ଜାଣନ୍ତୁ ...

    14294
    Jun 10, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟା ମାମଲା: ରାଜାଙ୍କ ଭାଇ ବିପିନ ଦେଲେ ଚାଞ୍ଚଲ୍ୟକର ତଥ୍ୟ, ଜାଣନ୍ତୁ କ’ଣ ?

    14294
    Jun 10, 2025
  • ଦେଶ-ଦେଶାନ୍ତର

    ରିପୋର୍ଟିଂ ସମୟରେ ସାମ୍ବାଦିକାଙ୍କୁ ଗୁଳି ମାରିଲା ପୁଲିସ

    14253
    Jun 09, 2025
  • ଦେଶ-ଦେଶାନ୍ତର

    ଜାହାଜ ନିଆଁ ଲିଭାଇବା ପାଇଁ ଆଜି ବି ଉଦ୍ୟମ ଜାରି

    14425
    Jun 10, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16653
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16953
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15482
    Apr 03, 2021

ବିଶେଷ

  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13576
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    14997
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16042
    Jun 08, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...

    15047
    Jun 08, 2025
  • ସବୁ ପ୍ରକାର ପେଟ ରୋଗକୁ ଭଲ କରେ ପୋଦିନା

    15131
    Jun 07, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15697
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16320
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14027
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14821
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରିପୋର୍ଟିଂ ସମୟରେ ସାମ୍ବାଦିକାଙ୍କୁ ଗୁଳି ମାରିଲା ପୁଲିସ

    14253
    Jun 09, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    14997
    Jun 10, 2025
  • ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୩ ମୃତ

    14510
    Jun 10, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In