Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

Home ›› ››ଦିଲ୍ଲୀରେ ସରକାର ଗଢ଼ିବାକୁ ଯାଉଥିବା ବିଜେପି କଲା ଏହି ଘୋଷଣା, ଜାଣନ୍ତୁ କ’ଣ?

ଦିଲ୍ଲୀରେ ସରକାର ଗଢ଼ିବାକୁ ଯାଉଥିବା ବିଜେପି କଲା ଏହି ଘୋଷଣା, ଜାଣନ୍ତୁ କ’ଣ?

2025-02-10 10:30:03
15272
Share:
Facebook
Twitter
E-Mail
WhatsApp
Telegram
ଦିଲ୍ଲୀରେ ସରକାର ଗଢ଼ିବାକୁ ଯାଉଥିବା  ବିଜେପି କଲା ଏହି ଘୋଷଣା, ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନରେ ଐତିହାସିକ ବିଜୟ ପରେ  ଦିଲ୍ଲୀରେ ସରକାର ଗଢ଼ିବାକୁ ଯାଉଥିବା ବିଜେପି ଏଣିକି ଆପ୍‌କୁ ଜୋରଦାର ଟାର୍ଗେଟ୍‌ କରିବ । ପୂର୍ବର ଦୁର୍ନୀତି ମାମଲାଗୁଡ଼ିକର  ତଦନ୍ତ ସକାଶେ ନୂଆ ବିଜେପି ସରକାର  ରଣନୀତି ବନାଇବ । ଏହି କ୍ରମରେ ପ୍ରଥମ  କ୍ୟାବିନେଟ୍‌ ବୈଠକରେ ଦିଲ୍ଲୀ ସରକାର ଏସ୍‌ଆଇଟି ଗଠନ କରିବ । ଦିଲ୍ଲୀ ବିଜେପି  ରବିବାର ଏହି ଘୋଷଣା କରିଛି । ପ୍ରଦେଶ ବିଜେପି ମୁଖ୍ୟ ବୀରେନ୍ଦ୍ର  ସଚଦେବା କହିଛନ୍ତି, ଦୁର୍ନୀତି ପାଇଁ ଦଳ ‘ଶୂନ  ସହିଷ୍ଣୁତା’ ନୀତି ଆପଣାଉଛି । ଯେଉଁମାନେ  (ଆପ୍‌ ନେତା) ସ୍କାମ୍‌ରେ ସମ୍ପୃକ୍ତ ଅଛନ୍ତି,  ସେମାନଙ୍କୁ ଉତ୍ତରଦାୟୀ ହେବାକୁ ପଡ଼ିବ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ନୀତି ବିରୋଧରେ  ଶୂନ ସହିଷ୍ଣୁତା ନୀତି ଆପଣାଇବାକୁ ବାରମ୍ବାର  କହୁଛନ୍ତି । ତେଣୁ ନୂଆ ବିଜେପି ସରକାରର  ପ୍ରଥମ କ୍ୟାବିନେଟ୍‌ ବୈଠକରେ ସିଏଜି ରିପୋର୍ଟ ଉପସ୍ଥାପନ ହେବ । ସମସ୍ତ ଦୁର୍ନୀତି ମାମଲାର  ତଦନ୍ତ ଲାଗି ଆମେ ଏକ ସ୍ୱତନ୍ତ୍ର ତଦନ୍ତକାରୀ  କମିଟି (ଏସ୍‌ଆଇଟି) ଗଠନ କରିବୁ । 

ସଚଦେବା କହିଛନ୍ତି, ଦିଲ୍ଲୀର  ଭୋଟରମାନେ ବିକାଶ ପାଇଁ ବିଜେପିକୁ  ସମର୍ଥନ ଜଣାଇଛନ୍ତି । ମୋଦିଙ୍କ ନେତୃତ୍ୱ  ଉପରେ ସେମାନଙ୍କର ଯଥେଷ୍ଟ ଭରସା ରହିଛି ।  ନିର୍ବାଚନରେ କଂଗ୍ରେସର ବିଫଳତାକୁ ନେଇ  ସଚଦେବା କହିଛନ୍ତି, ଐତିହାସିକ ଦୃଷ୍ଟିକୋଣରୁ  ଏକ ବଡ଼ ଦଳ ହୋଇଥିଲେ ସୁଦ୍ଧା ଏହାକୁ ବଡ଼  ବିଫଳତାର ସାମ୍ନା କରିବାକୁ ପଡ଼ିଛି । ଦଳକୁ  ଆହୁରି କଠିନ ପରିଶ୍ରମ କରିବାକୁ ପଡ଼ିବ ।  ବିଜେପି ନେତା ତଥା ରାଜୌରି ଗାର୍ଡେନ  ବିଧାୟକ ମାନଜିନ୍ଦର ସିଂହ ସିରସା କହିଛନ୍ତି,  ଦିଲ୍ଲୀକୁ ନଷ୍ଟ କରି ଦିଆଯାଇଛି । ଅରବିନ୍ଦ  କେଜ୍‌ରିୱାଲ ହଜାର ହଜାର କୋଟି ଟଙ୍କାର  ଦୁର୍ନୀତି କରିଛନ୍ତି । ଏହାର ପର୍ଦ୍ଦାଫାସ ଲାଗି  ଗୃହରେ ସିଏଜି ରିପୋର୍ଟ ଆଗତ କରାଯିବ ।

Powered by Froala Editor

Tags Bjp

Related articles Odisha News Lens 4.1

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14180
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    14948
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    13985
    May 30, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15523
    May 29, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14449
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13283
    May 30, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15646
    May 29, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15721
    May 29, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14970
    May 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14462
    May 30, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    14948
    May 30, 2026
  • ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13283
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16893
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17513
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17563
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17947
    Sep 06, 2023

ବିଶେଷ

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14449
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14180
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15321
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14901
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15828
    May 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15438
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15181
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15664
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14004
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14180
    May 29, 2026
  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14462
    May 30, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    14948
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In