Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜମ୍ମୁ-କଶ୍ମୀର ବନ୍ୟା ଓ ଭୂସ୍କଳନ ଯୋଗୁଁ ଆଉ ...

  • ରାମ ମନ୍ଦିର ଦାନ ଚୋରି ମାମଲା : ଏଣିକି ...

  • ପ୍ରଥମ ଡେଙ୍ଗୁ ଟିକା QDENGAକୁ ମଞ୍ଜୁରୀ

  • CJP କର୍ମୀ ଓ ଦିଲ୍ଲୀ ପୁଲିସ ମୁହାଁମୁହିଁ, ...

  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ...

  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ...

  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ...

  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ...

  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ...

  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପରୀକ୍ଷା ପେ ଚର୍ଚ୍ଚାରେ କଣ କହିଲେ ମୋଦୀ ଜାଣନ୍ତୁ.....

ପରୀକ୍ଷା ପେ ଚର୍ଚ୍ଚାରେ କଣ କହିଲେ ମୋଦୀ ଜାଣନ୍ତୁ.....

2025-02-10 11:11:57
14415
Share:
Facebook
Twitter
E-Mail
WhatsApp
Telegram
ପରୀକ୍ଷା ପେ ଚର୍ଚ୍ଚାରେ କଣ କହିଲେ ମୋଦୀ ଜାଣନ୍ତୁ.....

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା । ଏହି କାର୍ୟ୍ୟକ୍ରମ ମାଧ୍ୟମରେ ପିଏମ୍ ମୋଦୀ ପରୀକ୍ଷାର୍ଥୀ ମାନଙ୍କୁ କହିଛନ୍ତି  କେବେ କେବେ ନିଜ ସହ ମଧ୍ୟ କଥା ହେବା ଉଚିତ୍। ଯେଉଁଠି କେହି ନ ଥିବେ ସେଠି ଆପଣ ପହଞ୍ଚନ୍ତୁ , ନେତୃତ୍ଵ ନେଇପାରିବେ। ଉତ୍ତମ ସ୍ଵାସ୍ଥ୍ୟ ପାଇଁ ମଧ୍ୟ ପରୀକ୍ଷାର୍ଥୀ ମାନଙ୍କୁ ଟିପ୍ସ ଦେଇଛନ୍ତି ପିଏମ୍ ମୋଦୀ। ପିଲାଙ୍କୁ ଅଧିକ ଚାପ ନ ଦେବାକୁ ଅଭିଭାବକ ଓ ଶିକ୍ଷକ ମାନଙ୍କୁ ବାର୍ତ୍ତା ଦେଇଛନ୍ତି। ପିଲାର ଟାଲେଣ୍ଟ ଦେଖି ସେହି ଆଧାରରେ ବଢିବାକୁ ସହଯୋଗ କରନ୍ତୁ। ପରୀକ୍ଷା ଜୀବନରେ ସବୁ କିଛି , ତାହା ଭାବିବା ଭୁଲ୍ । ଲେଖିବାର ଅଭ୍ୟାସ ଥିଲେ ପରୀକ୍ଷାରେ ଲେଖିବାକୁ କଷ୍ଟ ହେବନି। ଛାତ୍ରଛାତ୍ରୀମାନେ ସମୟର ସଦୁପଯୋଗ କରିବା ଉଚିତ୍ । ଏବଂ ଟାଇମ୍ ମ୍ୟାନେଜମେଣ୍ଟ କରିବା ଶିଖିବା ଦରକାର। ଅଧିକ ନ ଭାବି ବର୍ତ୍ତମାନ ସମୟରେ ଧ୍ୟାନ ଦେଲେ ସଫଳତା ନିଶ୍ଚୟ ମିଳିବ। ତେବେ ପ୍ରଧାନମନ୍ତ୍ରୀ ବୋର୍ଡ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଛାତ୍ରଛାତ୍ରୀ , ସେମାନଙ୍କ ଅଭିଭାବକ ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ସିଧାସଳଖ କଥା ହୋଇଛନ୍ତି। ଏହି ଅଷ୍ଟମ ସଂସ୍କରଣରେ ଅଭିନେତା ବିକ୍ରମ ମାସି, ଅଭିନେତ୍ରୀ ଦୀପିକା ପାଦୁକୋନଓ ଭୂମି ପେଡନେକର ପ୍ରମୁଖ ଯୋଗଦେଇଛନ୍ତି।

Powered by Froala Editor

Tags Modi

Related articles Odisha News Lens 4.1

  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା
    ବିଶେଷ

    କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15516
    Jul 21, 2026
  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ

    14938
    Jul 20, 2026
  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର

    14648
    Jul 20, 2026
  • CJP କର୍ମୀ ଓ ଦିଲ୍ଲୀ ପୁଲିସ ମୁହାଁମୁହିଁ, ଦିଲ୍ଲୀ ପୁଲିସ ପକ୍ଷରୁ ମାମଲା ରୁଜୁ
    ଦେଶ-ଦେଶାନ୍ତର

    CJP କର୍ମୀ ଓ ଦିଲ୍ଲୀ ପୁଲିସ ମୁହାଁମୁହିଁ, ଦିଲ୍ଲୀ ପୁଲିସ ପକ୍ଷରୁ ମାମଲା ରୁଜୁ

    13984
    Jul 21, 2026
  • ପ୍ରଥମ ଡେଙ୍ଗୁ ଟିକା QDENGAକୁ ମଞ୍ଜୁରୀ
    ଦେଶ-ଦେଶାନ୍ତର

    ପ୍ରଥମ ଡେଙ୍ଗୁ ଟିକା QDENGAକୁ ମଞ୍ଜୁରୀ

    15347
    Jul 21, 2026
  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ
    ଦେଶ-ଦେଶାନ୍ତର

    ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14196
    Jul 20, 2026
  • ରାମ ମନ୍ଦିର ଦାନ ଚୋରି ମାମଲା : ଏଣିକି ୱବେ୍‌ସାଇଟ୍‌ରେ ଅପଲୋଡ୍‌ ହେବ ମାସିକ ଅଡିଟ୍‌ ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଚୋରି ମାମଲା : ଏଣିକି ୱବେ୍‌ସାଇଟ୍‌ରେ ଅପଲୋଡ୍‌ ହେବ ମାସିକ ଅଡିଟ୍‌ ...

    14761
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...
    ବାଣିଜ୍ୟ

    ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...

    13520
    Jul 20, 2026
  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ

    14884
    Jul 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଥମ ଡେଙ୍ଗୁ ଟିକା QDENGAକୁ ମଞ୍ଜୁରୀ

    15347
    Jul 21, 2026
  • ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ

    14884
    Jul 20, 2026
  • ଦେଶ-ଦେଶାନ୍ତର

    ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14196
    Jul 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16987
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17594
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17648
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18051
    Sep 06, 2023

ବିଶେଷ

  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15516
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14118
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14398
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14741
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    15029
    Jul 10, 2026

ବାଣିଜ୍ୟ

ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

ଏକ ୨- ମିନିଟର ସନ୍‌ଫିଷ୍ଟ ମାରୀ ଲାଇଟ ଭିଟାମିନ ଡି’ ଆବଶ୍ୟକତା ଯାଞ୍ଚ ଜରିଆରେ


ଭୁବନେଶ୍ୱର / ପୁରୀ : ପ୍ରଚୁର ସୂର୍ଯ୍ୟକିରଣ ପ୍ରାପ୍ତି ସତ୍ତ୍ୱେ ନିୟୁତ ନିୟୁତ ଭାରତୀୟଙ୍କୁ ...

  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14080
    Jul 19, 2026
  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ଚିତ୍ରିତ କରୁଛି

    13915
    Jul 18, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    14175
    Jul 16, 2026
  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15850
    Jul 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଥମ ଡେଙ୍ଗୁ ଟିକା QDENGAକୁ ମଞ୍ଜୁରୀ

    15347
    Jul 21, 2026
  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14196
    Jul 20, 2026
  • ରାମ ମନ୍ଦିର ଦାନ ଚୋରି ମାମଲା : ଏଣିକି ୱବେ୍‌ସାଇଟ୍‌ରେ ଅପଲୋଡ୍‌ ହେବ ମାସିକ ଅଡିଟ୍‌ ରି‌ପୋର୍ଟ

    14761
    Jul 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In