Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ...

  • ଯୋଗୀ ଆଦିତ୍ୟନାଥଙ୍କୁ ଖୋଲାଖୋଲି ପ୍ରଶଂସା ...

  • ମୋଦିଙ୍କର ଦେଶ କିପରି ଚଳାଇବାକୁ ହୁଏ, ...

  • SBI କ୍ରେଡିଟ କାର୍ଡ ବ୍ୟବହାରକାରୀ ...

  • ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ...

  • ହ୍ୱାଟସଆପରେ ଆରମ୍ଭ ହେଲା ମେସେଜ୍ ...

  • ଅମିତାଭ ବଚ୍ଚନଙ୍କ ବଙ୍ଗଳା, ଜଲସାକୁ ଉଡ଼ାଇ ...

  • ଏହିସବୁ କାମ କଲେ ଘରେ ହୋଇଥାଏ ଅଶାନ୍ତି

  • ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ...

  • ଗୋଆର ୫୭ ତମ ଆଇଏଫ୍ଏଫ୍ଆଇରେ ଆକର୍ଷଣର ...

ରାଜ୍ୟ
Home ›› ରାଜ୍ୟ ›› ପ୍ରଧାନମମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ, ସିବିଆଇ ତଦନ୍ତ ଦାବି କଲେ ପିତାମ୍ବର

ପ୍ରଧାନମମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ, ସିବିଆଇ ତଦନ୍ତ ଦାବି କଲେ ପିତାମ୍ବର

2021-07-05 09:19:52
14151
Share:
Facebook
Twitter
E-Mail
WhatsApp
Telegram
 ପ୍ରଧାନମମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ, ସିବିଆଇ ତଦନ୍ତ ଦାବି କଲେ ପିତାମ୍ବର


ଭୁବନେଶ୍ୱର: ପ୍ରଧାନମମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ କରି ବିଜେପି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛିି । ତେବେ ଏହି ଦୁର୍ନୀତିର ସିବିଆଇ ତଦନ୍ତ କରାଯିବା ନେଇ ବିଜେପି ଦାବି କରିଛି । ବିଜେପି ମୁଖପାତ୍ର ପିତାମ୍ବର ଆଚାର୍ଯ୍ୟ ଏହି ଦାବି କରିଛନ୍ତି ।
ଶ୍ରୀ ଆଚାର୍ଯ୍ୟ କହିଛନ୍ତି ଯେ, ସବୁ ଦୁର୍ନୀତିରେ ମୁଖ୍ୟମନ୍ତ୍ରୀ ଅଛନ୍ତି । ସେ ଅଫିସର ମୁଣ୍ଡରେ ଅଠା ବୋଲି ଖସୁଛନ୍ତି । ଆବାସ ଦୁର୍ନୀତି ପ୍ରସଙ୍ଗରେ ବିଜେପି ପକ୍ଷରୁ ଆଇନଗତ ପଦକ୍ଷେପ ନିଆଯିବ । ଆବାସ ଦୁର୍ନୀତିର ତଦନ୍ତ କେନ୍ଦ୍ରୀୟ ସଂସ୍ଥା ବା ସିବିଆଇ ଦ୍ୱାରା ହେଉ ବୋଲି ବିଜେପି ମୁଖପାତ୍ର ପିତାମ୍ବର ଆଚାର୍ଯ୍ୟ ଦାବି କରିଛନ୍ତି ।
 

ପୂର୍ବରୁ  ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହଜାରେ କୋଟିର ଦୁର୍ନୀତି ହୋଇଛି ବୋଲି  ସୋମବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି  ଅଭିଯୋଗ ଆଣିଥିଲେ   ।

ସେ କହିଥିଲେ ଯେ, କେନ୍ଦ୍ରୀୟ ତଦନ୍ତକାରୀ ଟିମ ରିପୋର୍ଟ ଅନୁସାରେ ବ୍ୟାପକ ଅନିୟମିତତା ହୋଇଛି ।  ଖୋର୍ଦ୍ଧା ଜିଲ୍ଲା ଟାଙ୍ଗିରେ ଅଯୋଗ୍ୟ ହିତାଧିକାରୀଙ୍କ ବାପା ନାମରେ ଘର ମିଳିଛି ।  ନିଆଳି ବ୍ଲକରେ ଗୁହାଳ ପାଇଁ ବି ଅର୍ଥ ଦିଆଯାଇଛି ।  ଆବଣ୍ଟିତ ଘରେ ବିଜୁ ପକ୍କାଘର ଫଳକ ବଡ଼ ଆକରରେ ଲଗାଯାଇଛି ।  ୯୮, ୫୬୨ ଜଣ ହିତାଧିକାରୀଙ୍କୁ ମାନୁଆଲି ପାଣ୍ଠି ହସ୍ତାନ୍ତର କରାଯାଇଛି । 

ପ୍ରତି ଘର ପାଇଁ ଲକ୍ଷେ ୨୦ ହଜାର ହିସବାରେ ପ୍ରାୟ ହଜାରେ କୋଟିର ଦୁର୍ନୀତି ହୋଇଛି ।  ଅଧିକାଂଶ ଘର ନିର୍ମାଣ ନିମ୍ନମାନର । ଝରକା ଓ ଶୌଚାଳୟ ଆଦି ନାହିଁ ।  ୯ଟି ଜିଲ୍ଲାକୁ ଆଦୌ ଘର ଦିଆଯାଇନାହିଁ । ଝାରସୁଗୁଡ଼ାକୁ ମାତ୍ର ୪ଟି ଘର ମିଳିଛି ।  ତେବେ ଆବାସ ଦୁର୍ନୀତି ପ୍ରତିବାଦରେ ଆସନ୍ତା ୭, ୮ ଓ ୯ ତାରିଖରେ ବିଜେପି ଆନେ୍ଦାଳନ କରିବ ବୋଲି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି କହିଥିଲେ । 

Powered by Froala Editor

Tags Pitamber acharya

Related articles Odisha News Lens 4.1

  • ଅମିତାଭ ବଚ୍ଚନଙ୍କ ବଙ୍ଗଳା, ଜଲସାକୁ ଉଡ଼ାଇ ଦେବାକୁ ଧମକ
    ଦେଶ-ଦେଶାନ୍ତର

    ଅମିତାଭ ବଚ୍ଚନଙ୍କ ବଙ୍ଗଳା, ଜଲସାକୁ ଉଡ଼ାଇ ଦେବାକୁ ଧମକ

    13530
    Nov 26, 2026
  • SBI କ୍ରେଡିଟ କାର୍ଡ ବ୍ୟବହାରକାରୀ ହୋଇଯାଆନ୍ତୁ ସାବଧାନ, ଡିସେମ୍ବର ୧ ରୁ ଆପଣଙ୍କ ପକେଟ ...
    ଦେଶ-ଦେଶାନ୍ତର

    SBI କ୍ରେଡିଟ କାର୍ଡ ବ୍ୟବହାରକାରୀ ହୋଇଯାଆନ୍ତୁ ସାବଧାନ, ଡିସେମ୍ବର ୧ ରୁ ଆପଣଙ୍କ ପକେଟ ...

    14620
    Nov 27, 2026
  • ଗୋଆର ୫୭ ତମ ଆଇଏଫ୍ଏଫ୍ଆଇରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଲା ଓଡ଼ିଆ ଚଳଚ୍ଚିତ୍ର ...
    ମନୋରଞ୍ଜନ

    ଗୋଆର ୫୭ ତମ ଆଇଏଫ୍ଏଫ୍ଆଇରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଲା ଓଡ଼ିଆ ଚଳଚ୍ଚିତ୍ର ...

    13736
    Nov 25, 2026
  • ଯୋଗୀ ଆଦିତ୍ୟନାଥଙ୍କୁ ଖୋଲାଖୋଲି ପ୍ରଶଂସା କଲେ ସଞ୍ଜୟ ରାଉତ, କାହିଁକି ଜାଣନ୍ତୁ?
    ଦେଶ-ଦେଶାନ୍ତର

    ଯୋଗୀ ଆଦିତ୍ୟନାଥଙ୍କୁ ଖୋଲାଖୋଲି ପ୍ରଶଂସା କଲେ ସଞ୍ଜୟ ରାଉତ, କାହିଁକି ଜାଣନ୍ତୁ?

    14706
    Nov 27, 2026
  • ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ଖାଦ୍ୟ ସୁରକ୍ଷା ଏବଂ ପୁଷ୍ଟିସାଧନ ସଚେତନତା ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ଖାଦ୍ୟ ସୁରକ୍ଷା ଏବଂ ପୁଷ୍ଟିସାଧନ ସଚେତନତା ...

    13610
    Nov 27, 2026
  • ହ୍ୱାଟସଆପରେ ଆରମ୍ଭ ହେଲା ମେସେଜ୍ ସିଡ୍ୟୁଲିଂ ଫିଚର, କଣ ରହିଛି ଫାଇଦା ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ହ୍ୱାଟସଆପରେ ଆରମ୍ଭ ହେଲା ମେସେଜ୍ ସିଡ୍ୟୁଲିଂ ଫିଚର, କଣ ରହିଛି ଫାଇଦା ଜାଣନ୍ତୁ.....

    15106
    Nov 26, 2026
  •  ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାପା ହେଲେ ମିଳିବ ଏତିକି ଦିନ ଛୁଟି
    ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାପା ହେଲେ ମିଳିବ ଏତିକି ଦିନ ଛୁଟି

    15597
    Nov 26, 2026
  • ମୋଦିଙ୍କର ଦେଶ କିପରି ଚଳାଇବାକୁ ହୁଏ, କୌଣସି ଧାରଣା ନାହିଁ: ଖଡ଼ଗେ
    ଦେଶ-ଦେଶାନ୍ତର

    ମୋଦିଙ୍କର ଦେଶ କିପରି ଚଳାଇବାକୁ ହୁଏ, କୌଣସି ଧାରଣା ନାହିଁ: ଖଡ଼ଗେ

    14352
    Nov 27, 2026
  • ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ୫ମ ବର୍ଷ- ପୁରୀ ...
    ବାଣିଜ୍ୟ

    ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ୫ମ ବର୍ଷ- ପୁରୀ ...

    14807
    Nov 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ଖାଦ୍ୟ ସୁରକ୍ଷା ଏବଂ ପୁଷ୍ଟିସାଧନ ସଚେତନତା ସୁଦୃଢ କରିବାକୁ ବୁଝାମଣାପତ୍ରରେ ସ୍ୱାକ୍ଷର ...

    13610
    Nov 27, 2026
  • ଦେଶ-ଦେଶାନ୍ତର

    ମୋଦିଙ୍କର ଦେଶ କିପରି ଚଳାଇବାକୁ ହୁଏ, କୌଣସି ଧାରଣା ନାହିଁ: ଖଡ଼ଗେ

    14352
    Nov 27, 2026
  • ବାଣିଜ୍ୟ

    ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ୫ମ ବର୍ଷ- ପୁରୀ ସଂସ୍କରଣ ୨୦୨୬

    14807
    Nov 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17324
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18026
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17981
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18394
    Sep 06, 2023

ବିଶେଷ

  • ଏହିସବୁ କାମ କଲେ ଘରେ ହୋଇଥାଏ ଅଶାନ୍ତି

    14547
    Nov 26, 2026
  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15593
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14993
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14622
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15961
    Nov 08, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ଖାଦ୍ୟ ସୁରକ୍ଷା ଏବଂ ପୁଷ୍ଟିସାଧନ ସଚେତନତା ସୁଦୃଢ କରିବାକୁ ବୁଝାମଣାପତ୍ରରେ ସ୍ୱାକ୍ଷର କଲେ

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବା ଭାରତର ଅନ୍ୟତମ ଅଗ୍ରଣୀ କମ୍ପାନୀ ଆମୱେ ଇଣ୍ଡିଆ ଏବଂ ଭାରତର ଖାଦ୍ୟ ସୁରକ୍ଷା ଓ ମାନକ କର୍ତ୍ତୃପକ୍ଷ (ଏଫ୍‌ଏସ୍‌ଏସ୍‌ଆଇ), ରପ୍ତାନି ନିରୀକ୍ଷଣ ...

  • ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ୫ମ ବର୍ଷ- ପୁରୀ ସଂସ୍କରଣ ୨୦୨୬

    14807
    Nov 25, 2026
  • ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ନେଉଛି

    15878
    Nov 24, 2026
  • ମାସକରେ କମିଲାଣି ୨୧ ହଜାର ସୁନା

    16058
    Nov 21, 2026
  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

    15799
    Nov 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • SBI କ୍ରେଡିଟ କାର୍ଡ ବ୍ୟବହାରକାରୀ ହୋଇଯାଆନ୍ତୁ ସାବଧାନ, ଡିସେମ୍ବର ୧ ରୁ ଆପଣଙ୍କ ପକେଟ ଉପରେ ପଡ଼ିପାରେ ଅତିରିକ୍ତ ବୋଝ

    14620
    Nov 27, 2026
  • ମୋଦିଙ୍କର ଦେଶ କିପରି ଚଳାଇବାକୁ ହୁଏ, କୌଣସି ଧାରଣା ନାହିଁ: ଖଡ଼ଗେ

    14352
    Nov 27, 2026
  • ଯୋଗୀ ଆଦିତ୍ୟନାଥଙ୍କୁ ଖୋଲାଖୋଲି ପ୍ରଶଂସା କଲେ ସଞ୍ଜୟ ରାଉତ, କାହିଁକି ଜାଣନ୍ତୁ?

    14706
    Nov 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In